ସୁନ୍ଦରଗଡ଼ରେ ଗୋଷ୍ଠୀ ସଂଘର୍ଷ: ରାଉରକେଲା, ରାଜଗାଙ୍ଗପୁରକୁ ବଢ଼ିଲା ଇଣ୍ଟରନେଟ୍ କଟକଣା ସୁନ୍ଦରଗଡ଼,୧୬ା୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସହରର ରିଜେଣ୍ଟ ମାର୍କେଟ ଅଞ୍ଚଳରେ ଗୋମାଂସ ବିକ୍ରିକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ଭୟାବହ ସଂଘର୍ଷ ଘଟିଛି। ଏହି ହିଂସାକାଣ୍ଡରେ ପୋଲିସ କର୍ମଚାରୀଙ୍କ ସମେତ ୧୨ ଜଣ ଆହତ ହୋଇଥିବା ବେଳେ ସହରରେ ଉତ୍ତେଜନାପୂର୍ଣ୍ଣ...