ମିଶନ ଶକ୍ତି କମ୍ୟୁନିଟି ସପୋର୍ଟ ଷ୍ଟାଫଙ୍କ ପ୍ରୋତ୍ସାହନ ରାଶି ବଢ଼ାଇଲେ ସରକାର, ଉପକୃତ ହେବେ ୫୯,୫୦୯ କର୍ମଚାରୀ ଭୁବନେଶ୍ୱର,୯ା୩: ଶନିବାର ମିଶନ ଶକ୍ତିର କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ମାନଙ୍କର ପ୍ରୋତ୍ସାହନ ରାଶି ବୃଦ୍ଧି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସରକାରଙ୍କ ଏହି ପ୍ରୋତ୍ସାହନ ଅର୍ଥରାଶି ବୃଦ୍ଧି ଯୋଗୁଁ ମିଶନ ଶକ୍ତିର ୫୯,୫୦୯ କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ଉପକୃତ...