ହୋର୍ଡିଂ ଭୁଶୁଡ଼ି ୨ ମୃତ୍ୟୁ ଘଟଣା: ୪ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର,୨୫ା୨: ହୋର୍ଡିଂ ଭୁଶୁଡ଼ି ମୃତ୍ୟୁ ଘଟଣାରେ ୪ ଲକ୍ଷ ଲେଖାଏ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଭୁବନେଶ୍ୱରର ଆଇଗିଣିଆରେ ଏହି ଦୁଃଖଦ ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିବା ସହ ଉଭୟ ମୃତକ ଟୁନା…