ମାଳମାଳ ଅଭିଯୋଗ, ଫଳ ଶୂନ, ଏହି ବ୍ୟବସ୍ଥାକୁ ନେଇ… ଦାରିଙ୍ଗବାଡ଼ି,୧୬ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହ ପରିସରରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷଣ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ଏହି ସମୟରେ ପ୍ରତ୍ୟେକ ଅଭିଯୋଗ ଶୁଣାଣିରେ ଆସୁଥିବା ଅଭିଯୋଗ ପୁଣି ବାରମ୍ବାର ସେହି ସମାନ ଅଭିଯୋଗ ଆସୁଥିବା ଓ ଏଥିପାଇଁ…