କୃତୀ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା: ଭବିଷ୍ୟତରେ ନିଷ୍ଠାର ସହ ଆଗକୁ ବଢ଼ିବାକୁ ପରାମର୍ଶ କୋରାପୁଟ,୩ା୬(ଅମିତାଭ ବେହେରା): କୋରାପୁଟ ଜିଲାର ନାରାୟଣପାଟଣା ବ୍ଲକ ପକ୍ଷରୁ ବୁଧବାର କୃତୀ ଛାତ୍ରୀଛାତ୍ରଙ୍କୁ ଉପଢୌକନ, ପ୍ରମାଣପତ୍ର ଓ ଉତ୍ତରୀୟ ପ୍ରଦାନ କରି ସମ୍ବର୍ଦ୍ଧିତ କରାଯାଇଛି। ନାରାୟଣପାଟଣା ବ୍ଲକ ପରିସରରେ ଆୟୋଜିତ ଏହି ସମ୍ବର୍ଦ୍ଧନା ସମାରୋହରେ ବିଡିଓ ବିକ୍ରମ କୁମାର ଦୋରା ଅଧ୍ୟକ୍ଷତା…