ଗୋଟିଏ ମଞ୍ଚରେ ଏକାଠି ହୋଇପାରୁନାହାନ୍ତି କଂଗ୍ରେସ ନେତା ଭଞ୍ଜନଗର,୨୧ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିର୍ବାଚନମଣ୍ଡଳୀରେ କଂଗ୍ରେସର ସବୁ ନେତା ଏକାଠି ହୋଇ ପାରୁନାହାନ୍ତି ଗୋଟିଏ ମଞ୍ଚରେ। ଇତିମଧ୍ୟରେ ଭଞ୍ଜନଗର ବ୍ଲକର ପୂର୍ବତନ ଅଧ୍ୟକ୍ଷ ତଥା ଜଣାଶୁଣା ନେତା ବି ଦଣ୍ଡପାଣି ପାତ୍ରଙ୍କୁ ଗଞ୍ଜାମ ଜିଲା ପଶ୍ଚିମ ସଂଗଠନର ସଭାପତି…