କୋଟିଆ ମାଟିରେ ତାତିଲେ ତାରା, ଗର୍ଜିଲେ ଭକ୍ତ: ଆନ୍ଧ୍ର ପୋଲିସ୍ ତୁରନ୍ତ ସ୍ଥାନ ଛାଡ଼, ଏହା କାହାର ପୈତୃକ ସମ୍ପତ୍ତି ନୁହେଁ…
ପଟ୍ଟାଙ୍ଗି, ୨୭।୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନରୁ ଲାଗିରହିଥିବା ସୀମା ବିବାଦକୁ ନେଇ ସ୍ଥିତି ପୁଣି ସଙ୍ଗୀନ ହୋଇପଡ଼ିଛି। ରାଜ୍ୟ ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ନେତୃତ୍ୱରେ କଂଗ୍ରେସର ଏକ…

