ବିଜେଡି ମୁଖିଆଙ୍କ ମୁଠା ହୁଗୁଳା: ତାରା
ଭୁବନେଶ୍ୱର,୧୧।୪(ରବିନାରାୟଣ ଜେନା): ବିଜେଡିରେ ସଂପ୍ରତି ଓ୍ବକ୍ଫ ବିଲ୍କୁ ନେଇ ଯେଉଁ ରାଜନୈତିକ ଆରୋପ ପ୍ରତ୍ୟାରୋପ ଦେଖାଦେଇଛି, ସେଥିରୁ ଦଳର ନେତା ଓ କର୍ମୀଙ୍କ ଅସନ୍ତୋଷ ସ୍ପଷ୍ଟ ବାରି ହୋଇ ପଡ଼ୁଛିି ବୋଲି କଂଗ୍ରେସର ବରିଷ୍ଠ ବିଧାୟକ ତାରା ପ୍ରସାଦ ବାହିିନୀପତି...


