ଭୁବନେଶ୍ୱର,୧୧।୪(ରବିନାରାୟଣ ଜେନା): ବିଜେଡିରେ ସଂପ୍ରତି ଓ୍ବକ୍ଫ ବିଲ୍କୁ ନେଇ ଯେଉଁ ରାଜନୈତିକ ଆରୋପ ପ୍ରତ୍ୟାରୋପ ଦେଖାଦେଇଛି, ସେଥିରୁ ଦଳର ନେତା ଓ କର୍ମୀଙ୍କ ଅସନ୍ତୋଷ ସ୍ପଷ୍ଟ ବାରି…