ଦିଲ୍ଲୀରେ ନବୀନ, ବିଜେଡି କଲା ବଡ଼ ଘୋଷଣା… ନୂଆଦିଲ୍ଲୀ,୨୦।୯: ଆରମ୍ଭ ହେଉ ହେଉ ଅଚଳ ହେଇଯାଉଛି ବିଧାନସଭା। ଦୁଇଦିନ ହେଲା ଗୃହ ବିରୋଧୀଙ୍କ ଗର୍ଜନରେ କମ୍ପୁଥିବାବେଳେ ସୁରୁଖୁରୁରେ ଚାଲିପାରୁନାହିଁ। ଶନିବାର ବି ହଟ୍ଟଗୋଳରେ ଗୃହ ୪ଟା ଯାଏ ମୁଲତବୀ ହୋଇଛି। ତେବେ ଏହାରି ଭିତରେ ବିଜେଡି ବଡ଼ ଆନ୍ଦୋଳନ କରିବ…