ମୋଦି ଯେତେ ଓଡ଼ିଶା ଆସିବେ କଂଗ୍ରେସ ସେତିକି ବଢ଼ିବ: ଅଜୟ ଭୁବନେଶ୍ୱର,୨୦।୫(ସୁନିତ୍ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ୨ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ତେବେ ତାଙ୍କ ଓଡ଼ିଶା ଗସ୍ତ ପୂର୍ବରୁ ବିଭିନ୍ନ ପ୍ରସଙ୍ଗରେ ମୋଦିଙ୍କୁ ବହୁ ପ୍ରଶ୍ନ ପଚାରି ଓଡ଼ିଶା କଂଗ୍ରେସ ପ୍ରଭାରୀ ଅଜୟ କୁମାର ଟାର୍ଗେଟ କରିଛନ୍ତି। କଂଗ୍ରେସ...