ମନରେଗା ଯୋଜନାର ନୂତନ ନାମକରଣକୁ ବିରୋଧ, ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ସାମ୍ନାରେ କଂଗ୍ରେସର ବିକ୍ଷୋଭ ଛତ୍ରପୁର,୨୨/୧୨(ଦିଲ୍ଲୀପ ସାମଲ):ମନରେଗା ଯୋଜନାର ନୂଆ ନାମକରଣ କରି ସେଥିରୁ ଜାତିର ପିତା ମହାତ୍ମାଗାନ୍ଧୀଙ୍କ ନାମକୁ ବାଦ ଦେବାକୁ ବିରୋଧ କରି କଂଗ୍ରେସ ଦଳ ପକ୍ଷରୁ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ପ୍ରଥମେ ଛତ୍ରପୁରର ଅପର ବସଷ୍ଟାଣ୍ଡରେ...