ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟରେ ଦରଦାମ ବୃଦ୍ଧି ଓ ଆଇନ ଶୃଙ୍ଖଳାର ଅବନତିକୁ ନେଇ ଏହି ସମାବେଶ…