ପାଟଣାଗଡ଼,୧୭ା୭(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ରେ ଗୁରୁବାର ଓଡିଶା ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି। ପାଟଣାଗଡ଼ କଂଗ୍ରେସ ପକ୍ଷରୁ ବ୍ଲକ ସଭାପତି ପତିତପାବନ ପ୍ରଧାନଙ୍କ ନେତୃତ୍ୱରେ ଆଜି…