୨୦୦ ବୁଥ୍ରେ BLA-2 ସଭ୍ୟଙ୍କୁ ତାଲିମ; ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ କଂଗ୍ରେସର ସାଙ୍ଗଠନିକ ମନ୍ଥନ ଦିଗପହଣ୍ଡି, ୧୦।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ କଂଗ୍ରେସ ଦଳ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ସାଙ୍ଗଠନିକ ସଭା ଅନୁଷ୍ଠିତ ହୋଇଯାଇଛି। କଂଗ୍ରେସ ଦଳର ବିଏଲ୍ଏ-୨ (BLA-2) କର୍ମକର୍ତ୍ତାଙ୍କ ଦ୍ୱାରା ଆୟୋଜିତ ଏହି ସଭାରେ…