୪ ଥର ପାଇଁ ପିସିସି ସମ୍ପାଦକ ହେଲେ ସଂଗ୍ରାମ ଦାସ
କେନ୍ଦୁଝର,୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବରିଷ୍ଠ କଂଗ୍ରେସ ନେତା ସଂଗ୍ରାମ ଦାସ ୪ ଥର ପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସମ୍ପାଦକ ଭାବେ ମନୋନୀତ ହୋଇଛନ୍ତି। ଏଆଇସିସିର ଅନୁମୋଦନ ପରେ ସାଧାରଣ ସମ୍ପାଦକ କେସି ବେନୁଗୋପାଳ ଏହି ପିସିସି ତାଲିକାକୁ ପ୍ରକାଶ…
‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା
ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ ପର୍ଯ୍ୟାୟରେ ପୁରୁଷ ସମ୍ପର୍କୀୟଙ୍କ ଅଧୀନରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଭାରତୀୟ ଜନତା ପାର୍ଟି…
‘ବନ୍ଦେ ମାତରମ୍’କୁ ନେଇ ଏମିତି କହିଲେ ଧର୍ମେନ୍ଦ୍ର, ଉଠିଲାଣି ରାଜନୈତିକ ଝଡ଼
ନୂଆଦିଲ୍ଲୀ,୨୨।୮: ବନ୍ଦେ ମାତରମ ଉପରେ କଂଗ୍ରେସ କାର୍ଯ୍ୟକାରିଣୀ (CWC) ପ୍ରସ୍ତାବ ଉପରେ ପ୍ରତିକ୍ରିୟା ଦେଇ, ଭାଜପା ସାଂସଦ ଧର୍ମେନ୍ଦ୍ର ପ୍ରଧାନ ଶନିବାର (୨୨ ଅଗଷ୍ଟ) ଓଡ଼ିଶାର ତାଳଚେରରେ କହିଛନ୍ତି ଯେ ଦଳ କେବେବି ଦେଶର ଏକତା, ପରିଚୟ କିମ୍ବା ସ୍ବାଭିମାନ ପାଇଁ…
‘ଯୁବବର୍ଗ ୧୮ ବର୍ଷରେ ଭୋଟ୍ ଦେବା ଅଧିକାର ହେଉଛି ରାଜୀବଙ୍କ ଅବଦାନ’
କେନ୍ଦୁଝର,୨୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଧୁନିକ ଭାରତର ନିର୍ମାତା, ଯୁବ ମାନସର ପ୍ରତୀକ, ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ସ୍ବର୍ଗତ ରାଜୀବ ଗାନ୍ଧୀଙ୍କର ୮୦ ତମ ଜନ୍ମଜୟନ୍ତୀ ସ୍ଥାନୀୟ କଂଗ୍ରେସ ଭବନରେ କେନ୍ଦୁଝର ଜିଲା ଯୁବ କଂଗ୍ରେସ ପକ୍ଷରୁ ପାଳିତ ହୋଇଯାଇଛି l…
କଂଗ୍ରେସ ଦଳ ବୈଠକରେ କର୍ମୀଙ୍କ ପ୍ରଶ୍ନରେ ବିଧାୟକ ଘାଇଲା, ନିର୍ବାଚନ ପୂର୍ବରୁ ଦେଇଥିବା ପ୍ରତିଶ୍ରୁତି ପାଳନ ନ କରି…
ଦାରିଙ୍ଗବାଡ଼ି,୨୦ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀର କଂଗ୍ରେସ ବିଧାୟକ ପ୍ରଫୁଲ ପ୍ରଧାନ ବୁଧବାର ବ୍ରାହ୍ମଣୀଗାଁ ଗସ୍ତରେ ଯାଇଥିଲେ। ସେଠାରେ ବିଧାୟକଙ୍କୁ କିଛି କର୍ମୀ ପ୍ରଶ୍ନ ପରେ ପ୍ରଶ୍ନ କରିଚାଲିଥିଲେ। ବିଧାୟକ ନିର୍ବାଚନ ପ୍ରଚାର ସମୟରେ ଦୁର୍ଗମ କାଟିଙ୍ଗିଆ…
‘ବନ୍ଦେ ମାତରମ’: କଂଗ୍ରେସ ପ୍ରସ୍ତାବକୁ ସମାଲୋଚନା କଲା ଭାଜପା
ନୂଆଦିଲ୍ଲୀ,୨୦।୮: ‘ବନ୍ଦେ ମାତରମ’ ଉପରେ ଚାଲିଥିବା ରାଜନୈତିକ ହଟ୍ଟଗୋଳ ମଧ୍ୟରେ, କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) କେବଳ ଏହାର ପ୍ରଥମ ଦୁଇଟି ପଦ ଗାଇବା ପାଇଁ ଏକ ପ୍ରସ୍ତାବ ପାରିତ କରିଛି। କଂଗ୍ରେସ କହିଛି ଯେ ‘ବନ୍ଦେ ମାତରମ’ ସେମାନଙ୍କ ପାଇଁ…
ଖାର୍ଗେଙ୍କ ମଞ୍ଚର ‘ଶୁଦ୍ଧିକରଣ’କୁ ନେଇ ଗର୍ଜିଲେ ପ୍ରିୟଙ୍କା ଗାନ୍ଧୀ, ଦେଶବ୍ୟାପୀ ସତ୍ୟାଗ୍ରହ କରିବ କଂଗ୍ରେସ
ନୂଆଦିଲ୍ଲୀ,୧୩।୮: ଉତ୍ତରାଖଣ୍ଡର ହଲଦ୍ୱାନୀରେ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ‘ବିଜୟ ଶଙ୍ଖନାଦ’ ରାଲିରେ ଯେଉଁ ମଞ୍ଚରେ ଭାଷଣ ଦେଇଥିଲେ, ସେହି ମଞ୍ଚର ‘ଶୁଦ୍ଧିକରଣ’କୁ ନେଇ ବିବାଦ ତୀବ୍ର ହୋଇଛି। ଉତ୍ତରାଖଣ୍ଡ କଂଗ୍ରେସ ୟୁନିଟ ଏବଂ ବରିଷ୍ଠ ନେତ୍ରୀ ପ୍ରିୟଙ୍କା ଗାନ୍ଧୀଙ୍କ…
ଓଡ଼ିଶା ଆସିବେ ରାହୁଲ
ଭୁବନେଶ୍ୱର,୩ା୮(ରବିନାରାୟଣ ଜେନା): କେନ୍ଦ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଯୁବ ଓ ଛାତ୍ର ସମାଜ ବିରୋଧୀ ବୋଲି ଛାତ୍ର କଂଗ୍ରେସର ରାଷ୍ଟ୍ରୀୟ ସଭାପତି ବିନୋଦ ଜାଖର କହିଛନ୍ତି। ରାଜ୍ୟ ଛାତ୍ର କଂଗ୍ରେସ ପକ୍ଷରୁ ଆୟୋଜିତ ‘ଛାତ୍ରୋଂ କି ଗୁଞ୍ଜ୍’ କାର୍ଯ୍ୟକ୍ରମରେ ଯୋଗଦେଇ…
ଆନନ୍ଦପୁର ରିଙ୍ଗ୍ ବନ୍ଧ ଘାଇ ହୋଇ ବନ୍ୟା ବିପର୍ଯ୍ୟୟ: ସରକାର-ଜଳସମ୍ପଦ ବିଭାଗ ଉପରେ ବର୍ଷିଲେ ଜୟଦେବ ଜେନା
ଆନନ୍ଦପୁର, ୧।୮(ପ୍ରଦୋଷ କୁମାର ବିଶ୍ୱାଳ ): ଆନନ୍ଦପୁର ରିଙ୍ଗ୍ ବନ୍ଧରେ ଘାଇ ସୃଷ୍ଟି ହୋଇ ବନ୍ୟା ବିପର୍ଯ୍ୟୟ ଘଟିବା ପରେ ଶନିବାର ଆନନ୍ଦପୁରରେ କଂଗ୍ରେସ ପକ୍ଷରୁ ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପୂର୍ବତନ ପିସିସି ସଭାପତି ତଥା…
ଛାତ୍ରମାନଙ୍କୁ ପିଟିବାକୁ କିଏ ଦେଇଥିଲା ନିର୍ଦ୍ଦେଶ? ଅମିତ ଶାହାଙ୍କୁ ଚିଠି ଲେଖି ରାହୁଲ ପଚାରିଲେ ଏମିତି ତୀକ୍ଷ୍ଣ ପ୍ରଶ୍ନ
ନୂଆଦିଲ୍ଲୀ,୨୬ା୭: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଛାତ୍ର ପ୍ରତିବାଦ ସମ୍ପର୍କରେ ଏକ ଚିଠି ଲେଖିଛନ୍ତି। ସେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ପ୍ରଶ୍ନ କରିଛନ୍ତି ଯେ, ଛାତ୍ରମାନଙ୍କ ଉପରେ ପିଟିବା ବା ଲାଠିଚାର୍ଜ କରିବାର ନିର୍ଦ୍ଦେଶ କିଏ ଦେଇଥିଲା। ମୁଁ…
ଶରଦ ପାୱାରଙ୍କ NCP-SPର କଂଗ୍ରେସ ସହିତ ମିଶ୍ରଣକୁ ନେଇ ଆସିଲା ବଡ଼ ଅପଡେଟ, ଦଳୀୟ ନେତା କହିଲେ…
ନୂଆଦିଲ୍ଲୀ,୨।୭: ମହାରଷ୍ଟ୍ର କଂଗ୍ରେସ ନେତା ନାନା ପାଟୋଲେ କହିଛନ୍ତି ଯେ ଶରଦ ପାୱାରଙ୍କ ଦଳର କଂଗ୍ରେସ ସହିତ ମିଶ୍ରଣ ସମ୍ପର୍କରେ କୌଣସି ଆଲୋଚନା ହେଉନାହିଁ। ସେ ଏହି ରିପୋର୍ଟଗୁଡ଼ିକୁ ଗୁଜବ ବୋଲି କହି ଖାରଜ କରିଦେଇଛନ୍ତି ଯେ ଏହା ମୂଳ ପ୍ରସଙ୍ଗଗୁଡ଼ିକରୁ…
ଏନ୍ଇଇଟି ପ୍ରଶ୍ନପତ୍ର ପ୍ରଘଟ ମାମଲା: ଧର୍ମେନ୍ଦ୍ର ପ୍ରଧାନଙ୍କ କୁଶପୁତ୍ତଳିକା ଦାହ କରି ଯୁବ କଂଗ୍ରେସ…
ବରଗଡ଼,୨୭ା୬(ପ୍ରେମାନନ୍ଦ ଖମାରୀ): ଏନ୍ଇଇଟି ପ୍ରଶ୍ନପତ୍ର ପ୍ରଘଟ ଘଟଣାରେ ଅସନ୍ତୋଷ, ଆନ୍ଦୋଳନ ଥମିବାର ନାଁ ନେଉ ନାହିଁ। ଏହି କ୍ରମରେ ଶନିବାର ବରଗଡ଼ ଜିଲା ଯୁବ କଂଗ୍ରେସ ପକ୍ଷରୁ ସ୍ଥାନୀୟ ଗାନ୍ଧୀଛକରେ ଜିଲା ଯୁବ କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ସହିତ କେନ୍ଦ୍ର…
Archives


