Tag Archives: CONGRESS

କେସିଙ୍ଗାରେ ସମସ୍ତ ଦୋକାନ ବଜାର, ଶିକ୍ଷାନୁଷ୍ଠାନ ବନ୍ଦ

କେସିଙ୍ଗା,୧୭ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ପ୍ରାଣୀ ଚିକିତ୍ସାଳୟ ନିକଟରେ କଂଗ୍ରେସ ଟାଉନ ସଭାପତି ସୁଭାଷ ଚନ୍ଦ୍ର ଜୈନଙ୍କ ନେତୃତ୍ୱରେ ଗୁରୁବାର କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ପାଳନ କରାଯାଉଛି। ଏହି ପରିପ୍ରେକ୍ଷୀରେ କେସିଙ୍ଗା ସହରରେ ଗୁରୁବାର ସକାଳ…

ବନ୍ଦ ପାଳନକୁ ନେଇ ସୁର କହିଲେ ଆମେ ପୂରା ଓଡ଼ିଶାକୁ…

ଭୁବନେଶ୍ୱର,୧୭ା୭: ବାଲେଶ୍ୱର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମାହୁତି ଘଟଣାରେ ସରକାରୀ ଉଦାସୀନତାର ପ୍ରତିବାଦରେ କଂଗ୍ରେସ ନେତୃତ୍ୱରେ ବିରୋଧୀ ଦଳଗୁଡ଼ିକ ପକ୍ଷରୁ ଗୁରୁବାର ‘ଓଡ଼ିଶା ବନ୍ଦ’ ପାଳନ କରାଯାଉଛି। ‘ସୌମ୍ୟାଶ୍ରୀଙ୍କ ଆତ୍ମାହୁତିକୁ ନେଇ ବିଭିନ୍ନ ମହଲ, ସୋସିଆଲ ମିଡିଆରେ…

ଅଧରାତି ଯାଏ ମୋହନଙ୍କ ବାସଭବନରେ ବୈଠକ: ଓଡ଼ିଶା ରାଜନୀତିରେ କିଛି ବଡ଼ ହୋଇପାରେ…

ଭୁବନେଶ୍ୱର,୧୭।୭: ଏଫଏମ କଲେଜ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଘଟଣାକୁ ନେଇ ସାରା ରାଜ୍ୟ ଉଠୁଛି ପଡୁଛି। ଭିଡିଓ ଭାଇରାଲ ପରେ ଜଣାପଡିଛି ଅସଲ ସତ। ଏଫଏମ ଛାତ୍ରୀ ସୌମ୍ୟାଙ୍କ ମୃତ୍ୟୁ ଖବର ସାରା ଓଡ଼ିଶାରେ ଚହଳ ପକାଇଛି। ଏହି ଘଟଣାରେ ବିରୋଧୀ…

ଚାଲିଥିଲା ଓଡ଼ିଶା ବନ୍ଦ: ଭକ୍ତ କଲେ ବଡ଼ ଘୋଷଣା, ଏବେ…

ଭୁବନେଶ୍ୱର,୧୭।୭: ସୌମ୍ୟାଶ୍ରୀଙ୍କ ମୃତ୍ୟୁ ମାମଲାରେ ଆଜି କଂଗ୍ରେସ ଓଡ଼ିଶା ବନ୍ଦ ଡାକରା ଦେଇଛି। ଆଜି ସକାଳ ୬ରୁ ସଂଧ୍ୟା ୬ ଯାଏ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ପାଳନ କରାଯାଉଛି। ସକାଳୁ ଜୋରଦାର ପ୍ରତିବାଦ କରୁଛି କଂଗ୍ରେସ। କଂଗ୍ରେସ ନେତା ଓ…

କାଲି ସବୁ ପେଟ୍ରୋଲ ପମ୍ପ ବନ୍ଦ, ସୂଚନା ଦେଲେ…

ଭୁବନେଶ୍ୱର,୧୬।୭: ଏଫ୍‌ଏମ୍‌ ଅଟୋନୋମସ କଲେଜର ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁକୁ ନେଇ ଓଡ଼ିଶା କଂଗ୍ରେସ ପକ୍ଷରୁ ଆସନ୍ତାକାଲି ଅର୍ଥାତ ଗୁରୁବାର ବନ୍ଦ ଡ଼ାକରା ଦିଆଯାଇଛି। ଏହାକୁ ନେଇ ରାଜ୍ୟ ପେଟ୍ରୋଲ ଡିଲର୍‌ ଆସୋସିଏଶନ ପକ୍ଷରୁ ବଡ଼ ନିଷ୍ପତ୍ତି ନିଆଯାଇଛି। ଏହି ଦିନ…

କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ଡାକରା, ସମସ୍ତେ ସହଯୋଗ କରିବାକୁ ନିବେଦନ

ଦାରିଙ୍ଗବାଡ଼ି,୧୬ା୭(ଅରୁଣ ସାହୁ): ବାଲେଶ୍ୱର ଜିଲା ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟରେ ଯେଉଁ ଭଳି ଘଟଣା ଘଟିଗଲା ତାକୁ ନେଇ ସମଗ୍ର ରାଜ୍ୟରେ ତାତି ଦେଖାଯିବା ସହ ପ୍ରତିବାଦର ସ୍ବର ଦେଖିବାକୁ ମିଳିଛି। ଏହାର ପ୍ରଭାବ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ…

ଏଫଏମ କଲେଜ ଘଟଣା: କଂଗ୍ରେସ କଲା ବଡ଼ ଘୋଷଣା, ସଂସଦରେ…

ବାଲେଶ୍ବର,୧୬।୭: ବାଲେଶ୍ବର ଏଫଏମ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁରେ ସାରା ରାଜ୍ୟରେ ଆଲୋଚନା ଜୋର ଧରିଛି। ଏହି ଘଟଣାରେ ନ୍ୟାୟ ଦାବି କରି ଅଖିଳ ଭାରତୀୟ ମହିଳା କଂଗ୍ରେସ ସଭାନେତ୍ରୀ ଅଳକା ଲାମ୍ବା ବଡ଼ ଘୋଷଣା କରିଛନ୍ତି। କଂଗ୍ରେସ ଆସନ୍ତକାଲି ଅର୍ଥାତ ଗୁରୁବାର…

ରାଜ୍ୟରେ ହଇଚଇ: ‘ମୁଖ୍ୟମନ୍ତ୍ରୀ, ଉଚ୍ଚଶିକ୍ଷା ମନ୍ତ୍ରୀ ଦିଅନ୍ତୁ ଇସ୍ତଫା’

ଭୁବନେଶ୍ୱର,୧୫।୭ : ଜୀବନ ଯୁଦ୍ଧରେ ହାରିଯାଇଛନ୍ତି ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଇଣ୍ଟିଗ୍ରେଟେଡ ବିଏଡ ଦ୍ୱିତୀୟ ବର୍ଷ ଛାତ୍ରୀ ସୌମ୍ୟାଶ୍ରୀ ବିଶି। ସୌମ୍ୟାଶ୍ରୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ବଢିବାରେ ଲାଗିଛି । ଏହି ଘଟଣାକୁ ନେଇ ରାଜ୍ୟ ସରକାରଙ୍କୁ ବିରୋଧୀ…

ଛବିରାଣୀ, ଅଞ୍ଜନା ମିଶ୍ର ଘଟଣା ଉଠାଇଲେଣି ନନା, ଓଡ଼ିଶା ବନ୍ଦ ଡାକରକୁ ନେଇ କହିଲେ…

ଭୁବନେଶ୍ୱର,୧୫।୭: ବାଲେଶ୍ବର ଫକୀରମୋହନ କଲେଜର ଛାତ୍ରୀ ସୌମ୍ୟାଶ୍ରୀ ବିଶି ଆତ୍ମାହୁତି ଉଦ୍ୟମ କରିବାର ୩ ଦିନ ପରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ଏବେ ଏହାକୁ ନେଇ ଶୋକାକୂଳ ପରିବେଶ ସୃଷ୍ଟି ହୋଇଥିବା ବେଳେ ଅନ୍ୟପଟେ ଏହାକୁ ନେଇ ରାଜନୀତି…

ରାଜ୍ୟ ହୁଲୁସ୍ତୁଲ: କଂଗ୍ରେସର ବଡ଼ ଘୋଷଣା, ମୁଖ୍ୟମନ୍ତ୍ରୀଙ୍କ କୋକେଇ କରି…

ଭୁବନେଶ୍ୱର,୧୫।୭: ଜୀବନ ଯୁଦ୍ଧରେ ହାରିଗଲେ ସୌମ୍ୟାଶ୍ରୀ। ମୃତ୍ୟୁବରଣ କଲେ ବାଲେଶ୍ବର ଫକୀରମୋହନ କଲେଜର ଆତ୍ମାହୁତି ଉଦ୍ୟମ କରିଥିବା ଛାତ୍ରୀ ସୌମ୍ୟାଶ୍ରୀ ବିଶି। ଏହାକୁ ନେଇ ରାଜ୍ୟ ରାଜନୀତି ଜୋର ଧରିଛି। ମୁଖ୍ୟମନ୍ତ୍ରୀଙ୍କୁ ବିରୋଧୀ ଦଳ ଘେରିଛନ୍ତି। ଗୋଟିଏ ପଟେ ସାରା ରାଜ୍ୟରେ…

ପ୍ରତିମାସରେ ରାହୁଲ ଗାନ୍ଧୀଙ୍କୁ ମିଳେ ଏତେ ଦରମା, ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ…

ନୂଆଦିଲ୍ଲୀ, ୧୨।୭: ସଂସଦରେ ବିରୋଧୀ ଦଳ ନେତା ହେଉଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଏହି ପଦବୀ ବହୁତ ଦାୟିତ୍ୱପୂର୍ଣ୍ଣ। ଏହା ସହିତ ଦରମା ଏବଂ ସୁବିଧା ମଧ୍ୟ ବହୁତ ଭଲ ମିଳିଥାଏ। ବିରୋଧୀ ଦଳ ନେତା ହେବା ପରେ, ରାହୁଲ…

‘ଏହିଦିନ ଅବସର ନେବେ ପ୍ରଧାନମନ୍ତ୍ରୀ ମୋଦି’, ବଡ଼ ଭବିଷ୍ୟବାଣୀ କଲେ କଂଗ୍ରେସ ନେତା, ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୧୧।୭: ବୁଧବାର ମହାରାଷ୍ଟ୍ରର ନାଗପୁରରେ ଏକ ପୁସ୍ତକ ଉନ୍ମୋଚନ କାର୍ଯ୍ୟକ୍ରମରେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ମୁଖ୍ୟ ମୋହନ ଭାଗବତ କହିଥିଲେ, ‘ଯେତେବେଳେ ଆପଣ ୭୫ ବର୍ଷ ବୟସର ହୁଅନ୍ତି, ସେତେବେଳେ ଆପଣ ଅଟକି ଅନ୍ୟମାନଙ୍କ ପାଇଁ ରାସ୍ତା ତିଆରି କରିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri