Rahul Gandhi: ସେପଟେ ଚାଲିଥିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହ, ଏପଟେ ରାହୁଲ କରୁଥିଲେ ହନୁମାନଜୀଙ୍କ ପୂଜା
ନୂଆଦିଲ୍ଲୀ,୨୦ା୨: ଗୁରୁବାରଠାରୁ ଦିଲ୍ଲୀରେ ଭାଜପା ଶାସନ ଅର୍ଥାତ୍ ରେଖା ରାଜ୍ ଆରମ୍ଭ ହୋଇଛି। ରେଖା ଗୁପ୍ତା ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଇଛନ୍ତି। ଆଜି ତାଙ୍କ ଶପଥ ଗ୍ରହଣ ସମାରୋହ ପାଇଁ ସମଗ୍ର NDA ପରିବାର ଦିଲ୍ଲୀରେ ଥିଲେ। ପ୍ରଧାନମନ୍ତ୍ରୀ ମୋଦିଙ୍କଠାରୁ ଅମିତ…
କ୍ଷମତାକୁ ଫେରିଲେ ବି ମୁଖ୍ୟମନ୍ତ୍ରୀ ହେବିନି, କାହିଁକି ଏମିତି କହିଲେ ଭକ୍ତ ଦାସ
ଭୁବନେଶ୍ୱର,୧୨ା୨: ନୂଆ ପିସିସି ସଭାପତି ଭକ୍ତ ଚରଣ ଦାସ ବୁଧବାର ଏକ ବଡ଼ ବୟାନ ଦେଇଛନ୍ତି। ଯେଉଁମାନେ କଂଗ୍ରେସକୁ ଫେରିବେ ଗ୍ରହଣ କରିବୁ। ବିନା ସର୍ତ୍ତରେ ସେମାନଙ୍କୁ ଗ୍ରହଣ କରାଯିବ। ଆସନ୍ତା ୧୮ରେ ଭୁବନେଶ୍ବର ଫେରିବି ବୋଲି ଭକ୍ତ କହିଛନ୍ତି। ସେ…
କ’ଣ ହେବ ‘ଇଣ୍ଡିଆ’ ମେଣ୍ଟର ଭବିଷ୍ୟତ: କଂଗ୍ରେସ ଏମ୍ପି କଲେ ଚାଞ୍ଚଲ୍ୟକର ଖୁଲାସା
ନୂଆଦିଲ୍ଲୀ,୧୦।୨: ଦିଲ୍ଲୀରେ ଆମ ଆଦମୀ ପାର୍ଟି ନିର୍ବାଚନରେ ପରାସ୍ତ ହେବା ପରେ ଇଣ୍ଡିଆ ମେଣ୍ଟ ସମ୍ପର୍କରେ ଆଲୋଚନା ଆରମ୍ଭ ହୋଇଛି। ଏହି ମେଣ୍ଟରେ ସାମିଲ ଅଧିକାଂଶ ଦଳ ଦିଲ୍ଲୀ ନିର୍ବାଚନରେ ଅରବିନ୍ଦ କେଜରିୱାଲଙ୍କୁ ସମର୍ଥନ କରିଥିଲେ। ଏସପି, ଟିଏମସି, ଆରଜେଡି ସମେତ…
ଲାଞ୍ଜିଗଡରେ କଂଗ୍ରେସର କର୍ମୀଙ୍କ ବିଶାଳ ଶୋଭାଯାତ୍ରା, ଅଞ୍ଚଳର ବିକାଶ ପାଇଁ ରାଜ୍ୟପାଳଙ୍କୁ ଦାବିପତ୍ର
ଲାଞ୍ଜିଗଡ,୯ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ଠାରେ ରବିବାର ଜିଲା କଂଗ୍ରେସ କମିଟିର କର୍ମୀ ସମ୍ମିଳନୀ ସହିତ ବିଶାଳ ଶୋଭାଯାତ୍ରା ଅନୁଷ୍ଠିତ ହେଇଥିବା ବେଳେ ଲାଞ୍ଜିଗଡ଼ର ପାରିପାର୍ଶ୍ବିକ ଅଞ୍ଚଳର ବିକାଶ ପାଇଁ ରାଜ୍ୟପାଳଙ୍କ ଉଦେଶ୍ୟରେ ଏକ ଦାବିପତ୍ର…
କଂଗ୍ରେସର ନୂଆ ଠିକଣା- ‘ଇନ୍ଦିରା ଭବନ’
ନୂଆଦିଲ୍ଲୀ,୧୫।୧: କଂଗ୍ରେସ ଦଳର ନୂଆ ଠିକଣା ’ଇନ୍ଦିରା ଭବନ’। ବୁଧବାର ଦଳର ନୂତନ ମୁଖ୍ୟାଳୟ ଉଦ୍ଘାଟିତ ହୋଇଛି। କଂଗ୍ରେସ ସଂସଦୀୟ ଦଳ ନେତା ସୋନିଆ ଗାନ୍ଧୀ ଫିତା କାଟି ନୂତନ ମୁଖ୍ୟାଳୟର ଉଦଘାଟନ କରିଛନ୍ତି। ସେହିଭଳି ଦଳର ମୁଖ୍ୟ ମଲ୍ଲିକାର୍ଜୁନ ଖାର୍ଗେ…
‘ମୁଁ ସ୍ବପ୍ନରେ ଦେଖିଛି ଯେ ରାଷ୍ଟ୍ରପତି ଭବନ ତଳେ ଶିବଲିଙ୍ଗ ଅଛି’
ନୂଆଦିଲ୍ଲୀ,୩।୧: ସମ୍ଭଲ ଶାହି ଜାମା ମସଜିଦ୍ ବିବାଦକୁ ନେଇ ସାରା ଦେଶରେ ଚର୍ଚ୍ଚା ହେଉଥିବା ବେଳେ କଂଗ୍ରେସ ନେତା ରସିଦ ଅଲଭି ବିବାଦୀୟ ବୟାନ ଦେଇଛନ୍ତି। ରାଷ୍ଟ୍ରପତି ଭବନ ତଳେ ଏକ ଶିବଲିଙ୍ଗ ରହିଥିବା ସେ ସ୍ବପ୍ନରେ ଦେଖିଛନ୍ତି। ସରକାର ସେହି…
କଂଗ୍ରେସ ପୋଷ୍ଟରରେ ଭାରତ ମ୍ୟାପ୍ର ଅଧା, ଭାଜପା କହିଲା ଏହା ନୂଆ ମୁସ୍ଲିମ୍…
ନୂଆଦିଲ୍ଲୀ,୨୬ା୧୨: କଂଗ୍ରେସର ବେଲଗାଭି ଅଧିବେଶନରେ ପୋଷ୍ଟରରେ ପ୍ରଦର୍ଶିତ ହୋଇଥିବା ଭାରତର ମାନଚିତ୍ରକୁ ନେଇ ସାରା ଦେଶରେ ରାଜନୀତି ଉଷ୍ଣ ହୋଇଛି। ପୋଷ୍ଟରରେ କଶ୍ମୀରକୁ ପାକିସ୍ତାନର ଏକ ଅଂଶ ଭାବରେ ଦର୍ଶାଯାଇଛି ବୋଲି ଭାଜପା ଅଭିଯୋଗ କରିଛି। ଭାଜପା ଆଇଟି ସେଲ ମୁଖ୍ୟ…
ସ୍ବରାଷ୍ଟ୍ର ମନ୍ତ୍ରୀଙ୍କ ଇସ୍ତଫା ଦାବି
ଭବାନୀପାଟଣା,୨୫ା୧୨(ଉତ୍ତମ କୁମାର ଦାଶ): ରାଜ୍ୟ ସଭାରେ ବାବା ସାହେବ ଡ଼. ଆମ୍ବେଡ଼କରଙ୍କ ପ୍ରତି କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦୃଢ଼ ନିନ୍ଦା କରିଛି କରିଛି କଂଗ୍ରେସ। ଏହାର ପ୍ରତିବାଦରେ ଭବାନୀପାଟଣାରେ ଦଳ ପକ୍ଷରୁ ଏକ ବିଶାଳ…
ଅମିତ ଶାହାଙ୍କ ଇସ୍ତଫା ଦାବି କରି ଯୁବ କଂଗ୍ରେସର ବିକ୍ଷୋଭ
ବଲାଙ୍ଗୀର,୨୦ା୧୨(ସୁନୀଲ କୁମାର ମହାନ୍ତି): କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ ଉପରେ ଆକ୍ରମଣ ଓ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କୁ ପ୍ରବେଶ ପଥରେ ଯିବାବେଳେ ଭାଜପା ଦଳର ଏମ୍ପିମାନେ ପ୍ରତିରୋଧ କରିବା ଅଭିଯୋଗ ନେଇ ଶୁକ୍ରବାର ବଲାଙ୍ଗୀର ଜିଲାପାଳଙ୍କ…
ହଠାତ୍ ଅସୁସ୍ଥ ହୋଇପଡ଼ିଲେ କଂଗ୍ରେସ ବ୍ଲକ ସଭାପତି ଏନ୍ ଗଣେଶ ରେଡ୍ଡୀ, ଚିକିତ୍ସା ଚାଲିଥିବାବେଳେ…
ଗଞ୍ଜାମ,୧୯ା୧୨(ବିଦ୍ୟାଧର ସାହୁ): କଂଗ୍ରେସର ବରିଷ୍ଠ ନେତା ତଥା ଗଞ୍ଜାମ ବ୍ଲକ ସଭାପତି ଏନ୍. ଗଣେଶ ରେଡ୍ଡୀଙ୍କ ଦେହାନ୍ତ ହୋଇଛି। ଖବର ପାଇ କାଇଞ୍ଚପୁର ଗ୍ରାମସ୍ଥିତ ନିଜ ବାସଭବନରେ ବିଭିନ୍ନ ବର୍ଗର ଲୋକେ ତାଙ୍କର ଶେଷ ଦର୍ଶନ ପାଇ ଭିଡ଼ ଜମିଥିଲା। ବୁଧବାର…
‘୩ ପିଲା ରହିବା ଉଚିତ୍…’ମୋହନ ଭଗବତଙ୍କ ବୟାନ ପରେ ରାଜନୈତିକ ବିବାଦ, ପ୍ରଶ୍ନ ଉଠାଇଲେ କଂଗ୍ରେସ ଏବଂ ଓୱାଇସି
ନୂଆଦିଲ୍ଲୀ,୧।୧୨: ଜନସଂଖ୍ୟା ବୃଦ୍ଧି ହାର (ପ୍ରଜନନ ହାର) ହ୍ରାସକୁ ନେଇ ରାଷ୍ଟ୍ରିୟ ସ୍ୱୟଂ ସେବକ ସଂଗଠନ (ଆରଏସଏସ) ମୁଖ୍ୟ ମୋହନ ଭଗବତ ଉଦବେଗ ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ ଯେତେବେଳେ ଏକ ସମାଜର ଜନସଂଖ୍ୟା ଅଭିବୃଦ୍ଧି ହାର ୨.୧ ତଳକୁ…
ମଣିପୁର ସ୍ଥିତି ନେଇ ରାଷ୍ଟ୍ରପତିଙ୍କ ହସ୍ତକ୍ଷେପ ଲୋଡ଼ିଲା କଂଗ୍ରେସ
ନୂଆଦିଲ୍ଲୀ ,୧୯ା୧୧: ମଣିପୁରରେ ସ୍ଥିତି ଦିନକୁ ଦିନ ଅଧିକ ଖରାପ ହେବାରେ ଲାଗିଛି। ଏପରିସ୍ଥଳେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ମଙ୍ଗଳବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ପତ୍ର ଲେଖି ତାଙ୍କ ହସ୍ତକ୍ଷେପ ପାଇଁ ନିବେଦନ କରିଛନ୍ତି। ସେ କହିଛନ୍ତି, ମଣିପୁରରେ ଗତବର୍ଷ…
Archives


