Tag Archives: CONGRESS

ନିଜ ଦଳର ନେତାଙ୍କୁ ମୁହଁତୋଡ଼ ଜବାବ ଦେଲେ ଶଶି ଥରୁର: କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୨୯।୫: ଭାରତ ସରକାର ଅପରେଶନ ସିନ୍ଦୂରର ସଫଳତାକୁ ପାଳନ କରିବା ଏବଂ ପାକିସ୍ତାନର ମୁହଁରୁ ଆତଙ୍କବାଦର ମୁଖା ହଟାଇବା ପାଇଁ ବିଶ୍ୱର ଅନେକ ଦେଶକୁ ଏକ ସର୍ବଦଳୀୟ ପ୍ରତିନିଧିମଣ୍ଡଳୀ ପଠାଇଛନ୍ତି। କଂଗ୍ରେସ ନେତା ଶଶି ଥରୁର ମଧ୍ୟ ଏହାର ଏକ ଅଂଶ।…

କର୍ଣ୍ଣେଲ ସୋଫିଆ କ୍ୟୁରେଶୀଙ୍କୁ ନେଇ ବିବାଦୀୟ ବୟାନ ଦେଲେ ଭାଜପା ନେତା, ରାଗିଗଲା କଂଗ୍ରେସ

ନୂଆଦିଲ୍ଲୀ,୧୪।୫: ମଧ୍ୟପ୍ରଦେଶ ମନ୍ତ୍ରୀ ବିଜୟ ଶାହ କର୍ଣ୍ଣେଲ ସୋଫିଆ କ୍ୟୁରେଶୀଙ୍କ ଉପରେ ଏକ ବିବାଦୀୟ ବୟାନ ଦେଇଥିଲେ, ଯାହା ପରେ ତାଙ୍କୁ କଡ଼ା ସମାଲୋଚନା କରାଯାଉଛି। କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ ସମେତ ଅନେକ ବଡ଼ ବିରୋଧୀ ନେତା ସରକାରଙ୍କଠାରୁ ତାଙ୍କର…

ନରସିଂହଙ୍କ ଘରେ ଧର୍ମେନ୍ଦ୍ର, ନୂଆ ସମୀକରଣ ନେଇ ରାଜନୈତିକ ମହଲରେ ଜୋର୍‌ଦାର୍‌ ଚର୍ଚ୍ଚା

ବଲାଙ୍ଗୀର,୨୦ା୪: କଂଗ୍ରେସ ନେତା ନରସିଂହ ମିଶ୍ରଙ୍କ ଘରେ ଅତିଥି ବା କୁଣିଆ ସାଜିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ନରସିଂହଙ୍କ ପୁଅ ସମରେନ୍ଦ୍ରଙ୍କ କୃଷିଭିତ୍ତିକ ଅନୁଷ୍ଠାନର ଉଦଘାଟ୍‌ନୀ ଉତ୍ସବରେ ଧର୍ମେନ୍ଦ୍ର ସାମିଲ ହୋଇଛନ୍ତି। ତେବେ ନରସିଂହଙ୍କ ଦୁଇ ପୁଅଙ୍କ ସହ ଧର୍ମେନ୍ଦ୍ରଙ୍କ ବୈଠକ…

ନ୍ୟାଶନାଲ ହେରାଲ୍ଡ ସ୍କାମ୍‌ ବିରୋଧରେ ତାତିଲା ଭାଜପା

କେନ୍ଦୁଝର,୧୮ା(ନରେଶ ଚନ୍ଦ୍ର ପଟ୍ଟନାୟକ): ନ୍ୟାଶନାଲ ହେରାଲ୍ଡ ସ୍କାମ୍‌ରେ ୬ ହଜାର କୋଟିର ଅର୍ଥ ଲୁଟ୍‌ରେ ସିଧାସଳଖ ସଂପୃକ୍ତ ଥିବା କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀଙ୍କ ବିରୋଧରେ ଶୁକ୍ରବାର ଜିଲା ଭାଜପା ଯୁବମୋର୍ଚ୍ଚା ପକ୍ଷରୁ କେନ୍ଦୁଝର ସହରସ୍ଥିତ କଂଗ୍ରେସ…

ରାଜ୍ୟରେ ବଢୁଛି ନାରୀ ନିର୍ଯାତନା: ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତି ତଳେ କଂଗ୍ରେସର ପ୍ରତିବାଦ

ବରଗଡ଼,୧୫।୪(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ଆହ୍ବାନ କ୍ରମେ ମଙ୍ଗଳବାର ସଂଧ୍ୟାରେ ବରଗଡ଼ ନଗର ଓ ବ୍ଲକ କଂଗ୍ରେସ କମିଟି ପକ୍ଷରୁ ଓଡିଶାରେ ବଢୁଥିବା ନାରୀ ର୍ନିଯାତନା, ହତ୍ୟା, ଦୁଷ୍କର୍ମ, ଅପହରଣ ଓ ନିଖୋଜ ଘଟଣାର ପ୍ରତିବାଦ ସୱରୂପ ମଶାଲ…

ଭୋଟବ୍ୟାଙ୍କ ଭାଇରସ୍: ଆମ୍ବେଦକରଙ୍କୁ ଅପମାନିତ କରିବା, ୱାକଫ ଆଇନକୁ ବିରୋଧ ପାଇଁ କଂଗ୍ରେସକୁ ସମାଲୋଚନା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୪ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଦାବି କରିଛନ୍ତି ଯେ କଂଗ୍ରେସ ନୂତନ ଭାବରେ ଗୃହୀତ ୱାକଫ ସଂଶୋଧନ ଆଇନକୁ ବିରୋଧ କରିବା ପାଇଁ “ଭୋଟବ୍ୟାଙ୍କ ଭାଇରସ” କାମୁଡ଼ା ଖାଇଛି। ଦଳ ବି.ଆର. ଆମ୍ବେଦକରଙ୍କ ସାମାଜିକ ନ୍ୟାୟ ସମ୍ବିଧାନର ଦୃଷ୍ଟିକୋଣକୁ ନିଜ…

ଦେଶର ସମ୍ପତ୍ତି ବିକ୍ରି କରି ମୋଦି ଜୀ ପଳାଇବେ: ଖାର୍ଗେଙ୍କ କଟାକ୍ଷ

ଅହମଦାବାଦ,୯।୪: କଂଗ୍ରେସ ଦଳର ୮୪ତମ ଅଧିବେଶନ ଗୁଜରାଟର ଅହମଦାବାଦରେ ଚାଲିଛି। ଏହି ଅବସରରେ ସାରା ଦେଶରୁ ୧୭୦୦ରୁ ଅଧିକ କଂଗ୍ରେସ ପ୍ରତିନିଧି ଅଂଶଗ୍ରହଣ କରୁଛନ୍ତି। ଅଧିବେଶନର ଦ୍ୱିତୀୟ ଦିନରେ, କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ କେନ୍ଦ୍ରର ମୋଦି ସରକାରଙ୍କ ଉପରେ ବର୍ଷିଛନ୍ତି।…

‘ମନମୋହନ ସିଂହ ଫେଲୋଶିପ୍‌’ କାର୍ଯ୍ୟକ୍ରମ ଆରମ୍ଭ କଲା କଂଗ୍ରେସ, ଯୁବନେତାଙ୍କୁ ମିଳିବ…

ନୂଆଦିଲ୍ଲୀ,୪।୪: କଂଗ୍ରେସ ଶୁକ୍ରବାର ଏକ ବଡ଼ ଘୋଷଣା କରିଛି। ଦଳ ପୂର୍ବତନ ପ୍ରଧାନମନ୍ତ୍ରୀ ଏବଂ ଅର୍ଥନୀତିଜ୍ଞ ଡକ୍ଟର ମନମୋହନ ସିଂହଙ୍କ ନାମରେ ଏକ ଫେଲୋଶିପ କାର୍ଯ୍ୟକ୍ରମ ଆରମ୍ଭ କରିବାକୁ ଯାଉଛି। ଏହି କାର୍ଯ୍ୟକ୍ରମ ମାଧ୍ୟମରେ ପ୍ରତିବର୍ଷ ୫୦ ଜଣ ଯୁବକଙ୍କୁ ଚୟନ…

ମୁଖ୍ୟମନ୍ତ୍ରୀ ଆସିବା ପୂର୍ବରୁ କଂଗ୍ରେସର ବିରୋଧ, କର୍ମୀଙ୍କୁ ଉଠାଇନେଲା ପୋଲିସ

ଖୋର୍ଦ୍ଧା,୩ା୪(ପ୍ରଭାତ ପାଣିଗ୍ରାହୀ) : ଖୋର୍ଦ୍ଧା ହଳଦୀପଦା ଓ ମୁଣ୍ଡାମ୍ବ କାଳିବେତୀଠାରେ ବିଭିନ୍ନ ଶିଳ୍ପ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ। ଆଇନଶୃଙ୍ଖଳା ଦୃଷ୍ଟିରୁ କଂଗ୍ରେସ ମୁଖପାତ୍ର ତଥା ଖୋର୍ଦ୍ଧା ବିଧାୟକ ପ୍ରାର୍ଥୀ ସୋନାଲି ସାହୁଙ୍କ ସମେତ ୫ଜଣ ସହଯୋଗୀଙ୍କୁ ଜଟଣୀ ବାଇପାସ…

ଲୋୟର ପିଏମ୍‌ଜି ପାଲଟିଲା ରଣକ୍ଷେତ୍ର: ୧୨ ପୋଲିସ ଆହତ

ଭୁବନେଶ୍ୱର,୨୭ା୩: ଗୁରୁବାର ଲୋୟର ପିଏମ୍‌ଜି ପାଲଟିଥିଲା ରଣକ୍ଷେତ୍ର। କଂଗ୍ରେସ କର୍ମୀମାନେ ବିକ୍ଷୋଭ ପ୍ରଦର୍ଶନ କରୁଥିବା ବେଳେ ପୋଲିସ ସହ ମୁହାଁମୁହିଁ ହୋଇଥିଲେ। ବିକ୍ଷୋଭକାରୀମାନେ ପୋଲିସ କର୍ମଚାରୀଙ୍କ ଉପରକୁ ଢେଲାପଥର ଏବଂ ଚେୟାର ଫିଙ୍ଗିଥିଲେ। ସ୍ଥିତି ନିୟନ୍ତ୍ରଣ ବେଳେ ଏଥିରେ ୧୨ ପୋଲିସ…

ଭାଜପା-ବିଜେଡି ଉପରେ ବର୍ଷିଲେ ନରସିଂହ ମିଶ୍ର, କହିଲେ ଭାଇ-ଭାଇ ହୋଇ…

ବଲାଙ୍ଗୀର,୧୦ା୩(ସୁନୀଲ କୁମାର ମହାନ୍ତି): ରାଜ୍ୟରେ ବଢୁଥିବା ନାରୀ ନିର୍ଯାତନାର ପ୍ରତିବାଦ ଏବଂ ମହିଳାମାନଙ୍କ ସୁରକ୍ଷା ଦାବିରେ ଜିଲା କଂଗ୍ରେସ ପକ୍ଷରୁ ସୋମବାର ବଲାଙ୍ଗୀର ଜିଲାପାଳ କାର୍ଯ୍ୟାଳୟ ଘେରାଉ କରାଯାଇଥିଲା। ଜିଲା କଂଗ୍ରେସ ସଭାପତି ଅଶୋକ ନନ୍ଦଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ବରିଷ୍ଠ…

ରାଜ୍ୟପାଳଙ୍କ ଉଦ୍ଧେଶ୍ୟରେ ଦାବିପତ୍ର: ଗଞ୍ଜାମ ଜିଲା କଂଗ୍ରେସ କମିଟି ପକ୍ଷରୁ ଆନ୍ଦୋଳନ

ଭଞ୍ଜନଗର,୧୦।୩(ବାବୁଲା ପ୍ରଧାନ): ରାଜ୍ୟରେ ବଢୁଛି ନାରୀ ନିର୍ଯାତନା। ସ୍କୁଲ ଛାତ୍ରୀ ମାନକ ମଧ୍ୟରେ ମଧ୍ୟ ନିର୍ଯାତନା ବଢୁଛି। ରାଜ୍ୟର ଭାଜପା ସରକାର ଦୋଷୀ ମାନକ ବିରୁଦ୍ଧରେ କଡ଼ା କାର୍ଯ୍ୟନୁଷ୍ଠାନ ନେବାରେ ବିଫଳ ହୋଇଛି। ଏହାର ପ୍ରତିବାଦରେ ପ୍ରଦେଶ କଂଗ୍ରେସ କମିଟି ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?