ଘୃଣା ଦ୍ୱାରା କେହି ଉପକୃତ ହୁଅନ୍ତି ନାହିଁ, କାହିଁକି ଏମିତି କହିଲେ ରାହୁଲ
ନୂଆଦିଲ୍ଲୀ,୨୩ା୯: କଂଗ୍ରେସ ଏମ୍ପି ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଜମ୍ମୁ-କଶ୍ମୀରର ସୁରନକୋଟରେ ଏକ ନିର୍ବାଚନ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ କଡ଼ା ଆକ୍ରମଣ କରିଛନ୍ତି। ରାହୁଲ କହିଛନ୍ତି, ବର୍ତ୍ତମାନ ପୂର୍ବ ନରେନ୍ଦ୍ର ଆଉ ନାହାନ୍ତି।…
ଓଡ଼ିଶା ପୁଣିଥରେ ଦେଖିବ ସରକାର ପରିବର୍ତ୍ତନ; କ୍ଷମତାକୁ ଆସିବ କଂଗ୍ରେସ: ସୋଫିଆ ଫିର୍ଦୋସ୍
ଭୁବନେଶ୍ୱର,୨୦।୯: ଓଡ଼ିଶାରେ ୨୪ ବର୍ଷରୁ ଅଧିକ ସମୟ ଧରି ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ବିଜେଡି ସରକାର ରହିବା ପରେ ସରକାର ପରିବର୍ତ୍ତନ ହୋଇଛି।ରାଜ୍ୟର ନୂତନ ସରକାର ତାଙ୍କର ୧୦୦ ଦିନର ଉପଲବ୍ଧି ସମ୍ପର୍କରେ ଅନେକ କଥା ସାଧାରଣରେ ରଖିଛନ୍ତି। ଏହାରି ମଧ୍ୟରେ…
ଭିନେଶଙ୍କ ବିପକ୍ଷରେ ଲଢ଼ିବେ ଏହି WWE ମହିଳା ରେସ୍ଲର
ଚଣ୍ଡିଗଡ଼/ନୂଆଦିଲ୍ଲୀ,୧୧ା୯: ରେସ୍ଲର ଭିନେଶ ଫୋଗଟ ରାଜନୀତି ମଇଦାନକୁ ଓହ୍ଲାଇ ଜୁଲାନାରୁ କଂଗ୍ରେସ ପ୍ରାର୍ଥୀ ହେବା ପରେ ଜିନ୍ଦ ଜିଲାର ଏହି ନିର୍ବାଚନମଣ୍ଡଳୀ ଚର୍ଚ୍ଚାକୁ ଆସିଛି। ଭାଜପା ମଙ୍ଗଳବାର ଏହି ଆସନରେ କ୍ୟାପଟେନ୍ ଯୋଗେଶ ବୈରାଗୀଙ୍କୁ ଟିକେଟ ଦେଇଥିବା ବେଳେ ଆମ୍ ଆଦ୍ମୀ…
ପ୍ରଥମ ଭାଷଣରେ ରାହୁଲଙ୍କୁ ନେଇ ଭିନେଶ ଫୋଗଟ କହିଲେ ଏମିତି…
ଚଣ୍ଡୀଗଡ଼,୯ା୯: ୨୦୨୪ ହରିୟାଣା ବିଧାନସଭା ନିର୍ବାଚନ ପାଇଁ ନିର୍ବାଚନ ବିଗୁଲ୍ ବାଜି ସାରିଛି। ଏଥର ବିଧାନସଭା ନିର୍ବାଚନରେ କଂଗ୍ରେସ ଜୁଲାନା ଆସନରୁ ମହିଳା ରେସ୍ଲର ଭିନେଶ ଫୋଗଟଙ୍କୁ ପ୍ରାର୍ଥୀ କରିବା ନିଷ୍ପତ୍ତି ନେଇଛି। ଭିନେଶ ମଧ୍ୟ ତାଙ୍କ ଅଭିଯାନ ଆରମ୍ଭ କରିଛନ୍ତି।…
ଗଣେଶ୍ୱର ବେହେରାଙ୍କ ସତ୍ୟପାଠକୁ ଭୁଲ୍ ଦର୍ଶାଇଲେ କଂଗ୍ରେସର ଏହି ନେତ୍ରୀ, କହିଲେ ଜାତିଗତ କ୍ଷେତ୍ରରେ ତାଙ୍କର…
କେନ୍ଦ୍ରାପଡ଼ା,୯ା୯ (ଜଗନ୍ନାଥ ଧଳ): ୨୦୨୪ ନିର୍ବାଚନ ଫଳାଫଳର ୩ ମାସ ପରେ କେନ୍ଦ୍ରାପଡ଼ା ବିଧାୟକ ଗଣେଶ୍ୱର ବେହେରାଙ୍କ ସତ୍ୟପାଠ ଉପରେ କଂଗ୍ରେସ ପ୍ରାର୍ଥୀ ସିପ୍ରା ମଲ୍ଲିକ ପ୍ରଶ୍ନ ଉଠାଇଛନ୍ତି। ସହରର ବଉଳବିହାରସ୍ଥିତ ବାସଭବନରେ ମଲ୍ଲିକ ରବିବାର ଏକ ଖବରଦାତା ସମ୍ମିଳନୀ କରି…
କଂଗ୍ରେସ ସହ ମେଣ୍ଟକୁ ନେଇ ଆସିଲା ବଡ଼ ଖବର, ଏତିକି ସିଟ୍ରେ ଆପ୍ ସହମତ
ଚଣ୍ଡୀଗଡ଼,୮ା୯: ହରିୟାଣାରେ କଂଗ୍ରେସ ଏବଂ ଆମ୍ ଆଦ୍ମୀ ପାର୍ଟି (ଏଏପି) ମଧ୍ୟରେ ମେଣ୍ଟ ସମ୍ପର୍କକୁ ନେଇ ଏକ ବଡ଼ ଖବର ଆସିଛି। ସୂଚନାନୁସାରେ, ଆପ୍ ଏବଂ କଂଗ୍ରେସ ମଧ୍ୟରେ ମେଣ୍ଟ ସମ୍ପର୍କରେ ଆଲୋଚନା ଚାଲିଥିବା ଜଣାପଡିଛି। ଆସନ୍ତାକାଲି ସୁଦ୍ଧା ଏହି ମେଣ୍ଟ…
ହରିୟାଣାରେ ଭାଙ୍ଗିପାରେ କଂଗ୍ରେସ ମେଣ୍ଟ, ଏକା ଚାଲିବ ଆପ୍
ଚଣ୍ଡୀଗଡ଼,୭ା୯: ହରିୟାଣା ବିଧାନସଭା ନିର୍ବାଚନରେ ଏକାକୀ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଯୋଜନା କରୁଛି ଆପ୍। ରବିବାର ଦଳ ଏହାର ପ୍ରଥମ ତାଲିକା ପ୍ରକାଶ କରିପାରେ। ଆମ ଆଦ୍ମୀ ପାର୍ଟି(ଆପ୍) ୫୦ଟି ଆସନରେ ନିର୍ବାଚନ ଲଢ଼ିପାରିବ। ଏହାପୂର୍ବରୁ ସିଟ୍ ବାଣ୍ଟିବା ନେଇ କଂଗ୍ରେସ ଏବଂ…
‘ଯଦି ରାହୁଲ ପ୍ରଧାନମନ୍ତ୍ରୀ ହେବାକୁ ଚାହୁଁଛନ୍ତି ତେବେ ଦେଶ ବିଷୟରେ କ’ଣ କହିବାକୁ ହୁଏ ଶିଖନ୍ତୁ’
ନୂଆଦିଲ୍ଲୀ,୫ା୯: ଦୀର୍ଘଦିନ ଧରି ଗାନ୍ଧୀ ପରିବାରର ପରାମର୍ଶଦାତା ଥିବା ସାମ୍ ପିଟ୍ରୋଡା ରାହୁଲ ଗାନ୍ଧୀଙ୍କ ବିଷୟରେ ଏକ ବଡ଼ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି, ରାହୁଲ ଗାନ୍ଧୀ ତାଙ୍କ ପିତା ରାଜୀବ ଗାନ୍ଧୀଙ୍କ ଅପେକ୍ଷା ଅଧିକ ବୁଦ୍ଧିଜୀବୀ ଏବଂ ରଣନୀତିଜ୍ଞ। ଆହୁରି…
ହୃଦ୍ଘାତରେ ପୂର୍ବତନ ବିଧାୟକଙ୍କ ପରଲୋକ
ସମ୍ବଲପୁର,୧ା୯: ସମ୍ବଲପୁରର ପୂର୍ବତନ ବିଧାୟକ ଅଶ୍ୱିନୀ ଗୁରୁଙ୍କ ପରଲୋକ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୬୯ ବର୍ଷ ବୟସ ହୋଇଥିଲା। ରବିବାର ଭୋର୍ ସମୟରେ ହୃଦ୍ଘାତରେ ତାଙ୍କର ଦେହାନ୍ତ ହୋଇଛି। ବ୍ରଜରାଜନଗରସ୍ଥିତ ହରିଓଁ ବିହାର ଘରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି।…
ଆଜି ନିର୍ବାଚନ ହେଲେ ବଢ଼ିଯିବ କଂଗ୍ରେସ ଆସନ; ଜାଣନ୍ତୁ କେଉଁଠି ପହଞ୍ଚିଲା ଭାଜପା
ନୂଆଦିଲ୍ଲୀ,୨୨ା୮: ଦେଶରେ ସାଧାରଣ ନିର୍ବାଚନ ସରିବାର ଦୁଇ ମାସ ପରେ ଜାତୀୟ ଗଣମାଧ୍ୟମ ସଂସ୍ଥା ଆଜ୍ ତକ୍ ପକ୍ଷରୁ କରାଯାଇଥିବା ‘ମୁଡ ଅଫ ଦି ନେଶନ’ ସର୍ଭ ଅନୁଯାୟୀ କେଉଁ ଦଳ କେତେ ଭୋଟ ପାଇବ ସେ ନେଇ ନୂଆ ତଥ୍ୟ…
ଜମ୍ମୁ-କଶ୍ମୀର ନିର୍ବାଚନ ପୂର୍ବରୁ ରାହୁଲ ରଖିଲେ ଏହି ସର୍ତ୍ତ, କହିଲେ ମେଣ୍ଟ ଗଠନ କରିବୁ ମାତ୍ର…
ନୂଆଦିଲ୍ଲୀ,୨୨ା୮: ଜମ୍ମୁ-କଶ୍ମୀର ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସର ମିଳିତ ମେଣ୍ଟ ତଥା ଜାତୀୟ ସମ୍ମିଳନୀକୁ ନେଇ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଗୁରୁବାର କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶ୍ରୀନଗରରେ କର୍ମୀଙ୍କୁ ସମ୍ବୋଧିତ କରିଛନ୍ତି। ଏହି ସମୟ ମଧ୍ୟରେ ରାହୁଲ ଏକ…
ସାଢ଼େ ୧୧ଟା ଯାଏ ଗୃହ ମୁଲତବୀ
ଭୁବନେଶ୍ୱର,୨୨ା୮: ଗୁରୁବାର ବିଧାନସଭା ଆରମ୍ଭରୁ ହଟ୍ଟଗୋଳ ହେବାରୁ ବାଚସ୍ପତି ସୁରମା ପାଢ଼ୀ ସାଢ଼େ ୧୧ଟା ପର୍ଯ୍ୟନ୍ତ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି। ଗଞ୍ଜାମର ଚିକିଟି ମଦ ମୃତ୍ୟୁ ପ୍ରସଙ୍ଗରେ ବିଜେଡି ହୋ-ହଲ୍ଲା କରିଥିବା ବେଳେ ଇଡି ପ୍ରସଙ୍ଗରେ ବିରୋଧୀ କଂଗ୍ରେସ ମଧ୍ୟ…
Archives


