କେ. ସୁରେଶ କିଏ? କାହିଁକି ବାଚସ୍ପତି ପ୍ରାର୍ଥୀ ପାଇଁ ଚୟନ କଲା ଇଣ୍ଡିଆ ମେଣ୍ଟ
ନୂଆଦିଲ୍ଲୀ, ୨୫।୬: ୧୮ତମ ଲୋକସଭାର ବାଚସ୍ପତି ପଦ ପାଇଁ ଶାସକ ଦଳ ଏବଂ ବିରୋଧୀଙ୍କ ମଧ୍ୟରେ ମତଭେଦ ହୋଇଛି । ଯାହାଫଳରେ ଏନ୍ଡିଏ ସମର୍ଥନରେ ଓମ୍ ବିର୍ଲା ପ୍ରାର୍ଥୀପତ୍ର ଦାଖଲ କରିଥିବା ବେଳେ ବିରୋଧୀ ମେଣ୍ଟ ଇଣ୍ଡିଆ ପକ୍ଷରୁ କେ. ସୁରେଶ…
ରାହୁଲ କହିଲେ ଆମକୁ ଦିଅ ଉପ-ବାଚସ୍ପତି, ହେଲେ ଛିଣ୍ଡିଲାନି ଅଙ୍କ
ନୂଆଦିଲ୍ଲୀ, ୨୫।୬: ଲୋକସଭା ବାଚସ୍ପତି ଚୟନକୁ ନେଇ ରଜନୈତିକ ମହଲରେ ଥିବା ସସପେନ୍ସ ଏବଂ ଡ୍ରାମା ମଧ୍ୟରେ ଏନଡିଏ ପକ୍ଷରୁ ଓମ ର୍ବିଲା ଲୋକସଭାର ନୂତନ ବାଚସ୍ପତି ହେବେ। ସେ ଏନେଇ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । କିନ୍ତୁ ବିରୋଧୀ ଦଳ…
ବାଚସ୍ପତି ପଦ ପାଇଁ ନାମାଙ୍କନ ଭରିଲେ ଓମ୍ ବିର୍ଲା, ସମର୍ଥନ ଦେଲେନି ବିରୋଧୀ
ନୂଆଦିଲ୍ଲୀ, ୨୫।୬: ୧୮ ତମ ଲୋକ ସଭା ଅଧିବେଶନ କାଲିଠାରୁ ଆରମ୍ଭ ହୋଇଥିବା ବେଳେ ଆଜି ବାଚସ୍ପତି ପଦ ପାଇଁ ନାମଙ୍କନ ଦାଖଲ କରିଛନ୍ତି ଏନ୍ଡିଏ ପ୍ରାର୍ଥୀ ଓମ୍ ବିର୍ଲା । ଶାସକ ଦଳ ବିରୋଧୀଙ୍କ ସହ ତାଙ୍କ ନାମକୁ ନେଇ…
ଏମ୍ପି ଭାବେ ଶପଥ ନେଲେ ଧର୍ମେନ୍ଦ୍ର ପ୍ରଧାନ
ନୂଆଦିଲ୍ଲୀ, ୨୪।୬: ସମ଼୍ବଲପୁର ଲୋକସଭା ଆସନରୁ ନିର୍ବାଚିତ ହୋଇଥିବା ବିଜେପି ନେତା ତଥା କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଲୋକସଭାରେ ଏମ୍ପି ଭାବେ ଶପଥ ଗ୍ରହଣ କରିଛନ୍ତି । କମଚଳା ବାଚସ୍ପତି ଭର୍ତ୍ତୃହରି ମହତାବ ତାଙ୍କୁ ଶପଥ ପାଠ କରାଇଛନ୍ତି…
ଆରମ୍ଭ ହେଲା ୧୮ତମ ଲୋକସଭା ଅଧିବେଶନ, ଶପଥ ନେଲେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ, ୨୪।୬: ଲୋକସଭାର ୧୮ତମ ଅଧିବେଶନ ଆଜିଠାରୁ ଆରମ୍ଭ ହୋଇଛି । ଏହି ଅଧିବେଶନ ପୂର୍ବରୁ କଟକ ଏମ୍ପି ଭର୍ତ୍ତୃହରି ମହତାବ ରାଷ୍ଟ୍ରପତି ଭବନରେ କମାଚଳା ବାଚସ୍ପତି ଭାବେ ଶପଥ ନେଇଛନ୍ତି । ସଂସଦରେ ନବନିର୍ବାଚିତ ୨୮୦ ଜଣ ଏମ୍ପିଙ୍କୁ ଆଜି…
ଖାର୍ଗେଙ୍କୁ ଭେଟିଲେ ଓଡ଼ିଶାର ୬ ବିଧାୟକ, ଦଳୀୟ ନେତା ହେବେ…
ନୂଆଦିଲ୍ଲୀ,୨୩ା୬: ଏଆଇସିସି ଅଧ୍ୟକ୍ଷ ମଲ୍ଲିକାର୍ଜ୍ଜୁନ ଖାର୍ଗେଙ୍କୁ ଶନିବାର ଭେଟିଛନ୍ତି ଓଡ଼ିଶାର ୬ କଂଗ୍ରେସ ବିଧାୟକ। କୋରାପୁଟ ଏମ୍ପି ସପ୍ତଗିରି ଉଲାକାଙ୍କ ନେତୃତ୍ୱରେ ଏହି ବିଧାୟକମାନେ ଖାର୍ଗେଙ୍କୁ ଭେଟିଛନ୍ତି। କଂଗ୍ରେସ ବିଧାୟକ ଦଳ ନେତା କିଏ ହେବ ଚର୍ଚ୍ଚା ଚାଲିଥିବା ବେଳେ ବିଧାୟକଙ୍କ…
ପିସିସି ସଭାପତିଙ୍କୁ କାଳିମାଡ଼ ଘଟଣାରେ ୫ ବହିଷ୍କାର
ଭୁବନେଶ଼୍ବର, ୨୩।୬: ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଉପରକୁ କାଳିମାଡ଼ ଘଟଣାରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ଦଳର ଶୃଙ୍ଖଳା ଭାଙ୍ଗିଥିବାରୁ ୫ ଜଣ କଂଗ୍ରେସ କାର୍ଯ୍ୟକର୍ତ୍ତାଙ୍କୁ ବହିଷ୍କାର କରିଛି ଦଳ । ସେମାନଙ୍କୁ ପିସିସି ସଭାପତି ୬ ବର୍ଷ ପାଇଁ ବହିଷ୍କାର…
ଓ୍ବାୟନାଡରୁ ପ୍ରିୟଙ୍କାଙ୍କ ପାଇଁ ପ୍ରଚାର କରିବେ ମମତା ବାନାର୍ଜୀ, ଜାଣନ୍ତୁ କଂଗ୍ରେସକୁ କାହିଁକି ପଡ଼ିଲା ଏଭଳି ଆବଶ୍ୟକତା…
ନୂଆଦିଲ୍ଲୀ,୨୨।୬: ଓ୍ବାୟନାଡ଼ ଲୋକ ସଭା ଆସନରୁ ଉପନିର୍ବାଚନ ଘୋଷଣା ହେବା ପୂର୍ବରୁ କଂଗ୍ରେସ ପକ୍ଷରୁ ଗୋଟି ଚାଳନା ଆରମ୍ଭ ହୋଇଛି। ଏହି ଆସନରୁ ପ୍ରିୟଙ୍କା ଗାନ୍ଧୀ ନିର୍ବାଚନ ଲଢ଼ିବେ। ତାଙ୍କ ରାସ୍ତା ସହଜ କରିବା ଲାଗି ଦଳ କେରଳରୁ ନେଇ ପଶ୍ଚିମବଙ୍ଗ…
ଅଟଳ ସେତୁ ରାସ୍ତାରେ ଫାଟ, ଦୁର୍ନୀତି ଅଭିଯୋଗ ଆଣିଲା କଂଗ୍ରେସ
ନୂଆଦିଲ୍ଲୀ, ୨୧।୬: ଭାରତର ଦୀର୍ଘତମ ସେତୁର ରାସ୍ତାରେ ଫାଟ ସୃଷ୍ଟି ହୋଇଛି । ଅଟଳ ବିହାରୀ ବାଜପେୟୀ ସେୱରି-ନହାଭ ସେବା ସେତୁ ନାମରେ ନାମିତ ଏହି ସେତୁକୁ ମୁମ଼୍ବାଇ ଟ୍ରାନ୍ସ ହାର୍ବର ଲିଙ୍କ୍ ବୋଲି ମଧ୍ୟ କୁହାଯାଏ । ଏହି ସେତୁର…
ଚାମ୍ବରରେ ବସିଥିବା ବେଳେ ପିସିସି ସଭାପତିଙ୍କୁ କାଳିମାଡ଼, ଭିଡିଓ ଦେଖିଲେ…
ଭୁବନେଶ୍ୱର,୨୧ା୬: ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ ଶୁକ୍ରବାର କାଳିମାଡ଼ ହୋଇଥିବା ଜଣାପଡ଼ିଛି। କଂଗ୍ରେସ ଭବନ ଚାମ୍ବରରେ ବସିଥିବା ବେଳେ ତାଙ୍କୁ କାଳିମାଡ଼ ହୋଇଛି। ଦଳର ଅସନ୍ତୋଷ ଗୋଷ୍ଠୀ କାଳିମାଡ଼ କରିଥିବା ଜଣାପଡ଼ିଛି। କାଳିମାଡ଼କୁ ନେଇ ପିସିସି ସଭାପତି ପ୍ରତିକ୍ରିୟା ରଖିଛନ୍ତି। ସେ…
ଓଡ଼ିଶାରେ କାହିଁକି ଫେଲ୍ ମାରିଲା କଂଗ୍ରେସ, ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍ ଖୋଜିବ କାରଣ
ନୂଆଦିଲ୍ଲୀ, ୧୯।୬: କିଛି ରାଜ୍ୟରେ ଲୋକ ସଭା ଏବଂ ଓଡ଼ିଶା ବିଧାନସଭା ନିର୍ବାଚନରେ କଂଗ୍ରେସ ଦଳ ଅତ୍ୟନ୍ତ ଖରାପ ପ୍ରଦର୍ଶନ କରିଥିଲା। ଏହି ସବୁ ରାଜ୍ୟରେ କାହିଁକି ଦଳ ଖରାପ ପ୍ରଦର୍ଶନ କଲା, ଏହାର କାରଣ ଖୋଜିବାକୁ ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍…
କିଏ ହେବେ ବାଚସ୍ପତି ? ଆରମ୍ଭ ହେଲା ବୈଠକ
ଭୁବନେଶ଼୍ବର, ୧୯।୬: ବିଧାନସଭାରେ ଆରମ୍ଭ ହୋଇଛି ଶାସକ ଦଳ ଭାଜପାର ବୈଠକ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ଅଧ୍ୟକ୍ଷତାରେ ଚାଲିଥିବା ଏହି ବୈଠକରେ ନବନିର୍ବାଚିତ ବିଧାୟକମାନେ ଉପସ୍ଥିତ ରହିଛନ୍ତି । ଏହି ବୈଠକରେ କିଏ ହେବେ ବିଧାନସଭାର ବଚସ୍ପତି ସେ ନେଇ…
Archives


