Tag Archives: CONGRESS

ଇଣ୍ଡିମେଣ୍ଟର ବଡ଼ ବଡ଼ ନେତାଙ୍କୁ ଚିଠି ଲେଖିଲେ ଶ଼୍ବାତୀ

ନୂଆଦିଲ୍ଲୀ, ୧୮।୬: ଦିଲ୍ଲୀ ମହିଳା ଆୟୋଗର ପୂର୍ବତନ ଅଧ୍ୟକ୍ଷା ତଥା ରାଜ୍ୟସଭା ଏମ୍‌ପି ଶ଼୍ବାତୀ ମାଲୱଲ ପୁଣିଥରେ ଚର୍ଚ୍ଚାକୁ ଆସିଛନ୍ତି । ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଆବାସରେ ହୋଇଥିବା ଘଟଣା ପରେ ପୁଣି ସେ ମିଡିଆ ସାମ୍ନାକୁ ଆସିଛନ୍ତି ।…

ସରକାର ଯିବା ପରେ ଏବେବି କ୍ଷମତାପୂର୍ଣ୍ଣ BJD, ଭାଜପାକୁ…

ନୂଆଦିଲ୍ଲୀ, ୧୭।୬: ଲୋକସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟି ଏନ୍‌ଡିଏ ସମର୍ଥନରେ ସରକାର ଗଠନ କରିଛି । ଏହାଛଡ଼ା ଦଳ ଓଡ଼ିଶା ବିଧାନସଭା ନିର୍ବାଚନରେ ବିଜେଡିକୁ ପରାସ୍ତ କରି ପ୍ରଥମ ଥର ପାଇଁ ସରକାର ଗଢ଼ିଛି । ଅନ୍ୟପଟେ ୱାଇଏସ୍‌ଆର କଂଗ୍ରେସକୁ…

‘ଇଭିଏମ୍‌ ଏକ କଳା ବାକ୍ସ’ କାହିଁକି ଏମିତି କହିଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୧୬ା୬: କଂଗ୍ରେସ ନେତା ରାହୁଲ ଗାନ୍ଧୀ ପୁଣି ଥରେ ଇଭିଏମ୍‌କୁ ନେଇ ପ୍ରଶ୍ନ ଉଠାଇଛନ୍ତି। ରବିବାର ସୋସିଆଲ ମିଡିଆ ‘ଏକ୍ସ’ରେ ଏକ ପୋଷ୍ଟରେ ରାହୁଲ ମଧ୍ୟ ନିର୍ବାଚନ ପ୍ରକ୍ରିୟାରେ ସ୍ବଚ୍ଛତା ଉପରେ ପ୍ରଶ୍ନ ଉଠାଇଛନ୍ତି। ସେ ତାଙ୍କ ପୋଷ୍ଟରେ ଶିବସେନା ସିନ୍ଦେ…

ମୋଦିଙ୍କ ପାଦ ନଛୁଇଁ ଏହି ଷ୍ଟାରଙ୍କ ପାଦ ଛୁଇଁଲେ ଉପ-ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ, ୧୨।୬: ଟିଡିପି ନେତା ଏନ ଚନ୍ଦ୍ରବାବୁ ନାଇଡୁ ବୁଧବାର ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଚନ୍ଦ୍ରବାବୁଙ୍କ ସହ ତାଙ୍କ କ୍ୟାବିନେଟର ଅନେକ ସଦସ୍ୟ ମଧ୍ୟ ମନ୍ତ୍ରୀ ଭାବରେ ଶପଥ ନେଇଛନ୍ତି। ଏହି ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ…

୨୪ରୁ ଆରମ୍ଭ ହେବ ସଂସଦର ପ୍ରଥମ ଅଧିବେଶନ

ନୂଆଦିଲ୍ଲୀ, ୧୨।୬: ଦେଶରେ ଶାନ୍ତିପୂର୍ଣ୍ଣ ଭାବେ ଲୋକ ସଭା ନିର୍ବାଚନ ସରିଛି । ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶପଥ ନେଇସାରିଛନ୍ତି । ୧୮ତମ ଲୋକ ସଭାର ପ୍ରଥମ ଅଧିବେଶନ ଜୁନ୍‌ ୨୪ ତାରିଖରୁ ଆରମ୍ଭ ହେବାକୁ ଯାଉଛି । ଏହି…

କଂଗ୍ରେସର ବଡ଼ ଦାବି, ଏଠି ବଦଳିଯିବ ସରକାର !

ନୂଆଦିଲ୍ଲୀ, ୧୧।୬: ଲୋକସଭା ନିର୍ବାଚନ ଫଳାଫଳ ପରେ ମହାରାଷ୍ଟ୍ର ରାଜନୀତିକୁ ନେଇ ଚର୍ଚ୍ଚା ଜୋର ଧରିଛି । କୁହାଯାଉଛି କି, ନିର୍ବାଚନରେ ଦଳର ଖରାପ ପ୍ରଦର୍ଶନ ପରେ ଏକନାଥ ଶିନ୍ଦେ ଗୋଷ୍ଠୀର ଶିବସେନା ଏବଂ ଅଜିତ୍‌ ପାୱାରଙ୍କ ଏନ୍‌ସିପିର ବିଧାୟକ ଦଳ…

ଓଡ଼ିଶାରେ ପହଞ୍ଚିଲେ ରାଜନାଥ ସିଂ, ଘୋଷଣା କରିବେ ମୁଖ୍ୟମନ୍ତ୍ରୀଙ୍କ ନାଁ

ଭୁବନେଶ଼୍ବର, ୧୧।୦୬: ଭୁବନେଶ଼୍ବର ବିମାନ ବନ୍ଦରରେ ପହଞ୍ଚିଲେ ଦୁଇ କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ ଏବଂ ଭୂପେନ୍ଦ୍ର ଯାଦବ। ଓଡ଼ିଶାର କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ତଥା କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ ଏବଂ ଭୂପେନ୍ଦ୍ର ଯାଦବ ଆଜି ବିଧାୟକ ଦଳ ବୈଠକରେ ଯୋଗଦେବା ପାଇଁ ପହଞ୍ଚିଛନ୍ତି…

ମୋଦି ନେଲେ ନିଷ୍ପତ୍ତି, ବଡ଼ କଥା କହିଦେଲା କଂଗ୍ରେସ

ନୂଆଦିଲ୍ଲୀ, ୧୦।୬: ରବିବାର ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ନରେନ୍ଦ୍ର ମୋଦି। ଏହାର ଠିକ ଗୋଟିଏ ଦିନ ପରେ ଅର୍ଥାତ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାଷୀଙ୍କୁ ବଡ଼ ଉପହାର ଦେଇଛନ୍ତି। ସୋମବାର ପ୍ରଧାନମନ୍ତ୍ରୀ କିଷାନ…

ବିଧାୟକମାନେ କେତେ ଦରମା ପାଆନ୍ତି ଜାଣନ୍ତୁ…

ଭୁବନେଶ଼୍ବର, ୧୦ା୬: ଓଡ଼ିଶା ବିଧାନସଭା ଏବଂ ଲୋକ ସଭା ନିର୍ବାଚନ ଫଳାଫଳ ନିକଟରେ ପ୍ରକାଶ ପାଇଛି। ବହୁମତ ହାସଲ କରି ଭାଜପା ଓଡ଼ିଶାରେ ସରକାର ଗଢ଼ିବାକୁ ଯାଉଛି। ଏହାରି ମଧ୍ୟରେ କିଛି ପୁରୁଣା ନେତା ନିର୍ବାଚନ ଜିତିଥିବା ବେଳେ ଆଉ କିଛି…

କଂଗ୍ରେସ ଛାଡ଼ିଲେ ଭକ୍ତ ଦାସ, ପ୍ରତିକ୍ରିୟାରେ କହିଲେ…

ଭୁବନେଶ୍ୱର,୧୦ା୬: ରାଜ୍ୟରେ ସଦ୍ୟ ସମାପ୍ତ ହୋଇଥିବା ନିର୍ବାଚନରେ କଂଗ୍ରେସର ଶୋଚନୀୟ ପରାଜୟ ଘଟିଛି। ଏହା ପରେ ସୋମବାର ପଦ ଛାଡ଼ିଛନ୍ତି ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ମନ୍ତ୍ରୀ ଭକ୍ତ ଚରଣ ଦାସ। ନିଜ ଉପରକୁ ନୈତିକ ଦାୟିତ୍ୱ ନେଇ ସେ…

ନୂଆ ସରକାର ପ୍ରଭାବ, ସମସ୍ତ ରେକର୍ଡ ଭାଙ୍ଗିଲା ସେୟାର ବଜାର

ମୁମ଼୍ବାଇ, ୧୦।୦୬: ଦେଶରେ ପୁଣିଥରେ ମୋଦି ସରକାର ଆସିବା ପରେ ସେୟାର ବଜାରରେ ଉତ୍ସାହ ଦେଖିବାକୁ ମିଳିଛି । ରବିବାର ନରେନ୍ଦ୍ର ମୋଦି ଏବଂ ତାଙ୍କ ସରକାର ଶପଥ ନେଇଛନ୍ତି । ଏହାର ପ୍ରଭାବ ସେୟାର ମାର୍କେଟ୍‌ ଉପରେ ପଡ଼ିଛି ।…

କେଉଁ ଆସନ ଛାଡ଼ିବେ ରାହୁଲ? ରାଏବରେଲି ନା ଓ୍ବାୟନାଡ, ଶୀଘ୍ର ହେବ ସ୍ପଷ୍ଟ

ନୂଆଦିଲ୍ଲୀ,୮ା୬: ଶନିବାର କଂଗ୍ରେସ କହିଛି ଯେ, ନିକଟରେ ଅନୁଷ୍ଠିତ ଲୋକ ସଭା ନିର୍ବାଚନରେ ଉଭୟ ଓ୍ବାୟନାଡ ଏବଂ ରା ଏବରେଲି ଆସନ ଜିତିଥିବା ରାହୁଲ ଗାନ୍ଧୀ ଆସନ୍ତା ୧୮ ତମ ଲୋକ ସଭାରେ କେଉଁ ଦୁଇଟି ଆସନରୁ ପ୍ରତିନିଧିତ୍ୱ କରିବେ ତାହା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri