Tag Archives: CONGRESS

ଲୋକ ସଭା ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ, ଜାଣନ୍ତୁ କାହାକୁ କେଉଁଠୁ ମିଳିଲା ଟିକେଟ୍‌

ଭୁବନେଶ୍ୱର,୧୩ା୪: ଶନିବାର ଲୋକ ସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି କଂଗ୍ରେସ। ଏନେଇ ଦଳ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିରେ କେନ୍ଦୁଝରରୁ ମୋହନ ହେମ୍ବ୍ରମ, ବାଲେଶ୍ୱରରୁ ଶ୍ରୀକାନ୍ତ ଜେନା, ଭଦ୍ରକରୁ ଅନନ୍ତ ପ୍ରସାଦ ସେଠୀ, ଯାଜପୁରରୁ ଅଞ୍ଚଳ...

ଗାନ୍ଧୀନଗରରୁ ଶାହାଙ୍କୁ ଟକ୍କର ଦେବେ…

ନୂଆଦିଲ୍ଲୀ,୧୩ା୪: ଗୁଜରାଟର ଗାନ୍ଧୀନଗର ଲୋକ ସଭା ନିର୍ବାଚନ ମଣ୍ଡଳୀରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ବିପକ୍ଷରେ କଂଗ୍ରେସରୁ ସୋନାଲ ପଟେଲ ଲଢ଼େଇ କରିବେ। ସୋନାଲ କହିଛନ୍ତି, ବରିଷ୍ଠ ଭାଜପା ନେତାଙ୍କ ବିରୋଧରେ ନିର୍ବାଚନ ଲଢ଼ିବାକୁ ସେ ଆଦୌ ଦ୍ୱିଧା...

୧୫ ସୁଦ୍ଧା ଟିକେଟ୍‌: ଶରତ

ଭୁବନେଶ୍ୱର,୧୨ା୪: ଆସନ୍ତା ୧୫ ତାରିଖ ସୁଦ୍ଧା କଂଗ୍ରେସର ୨ ପର୍ଯ୍ୟାୟ ଟିକେଟ୍‌ ଆସିବ ବୋଲି କହିଛନ୍ତି ପିସିସି ସଭାପତି ଶରତ ପଟ୍ଟନାୟକ। ଶୁକ୍ରବାର ସେ ଦିଲ୍ଲୀ ଗସ୍ତ କରିଛନ୍ତି। ଶନିବାର ସ୍କ୍ରିନିଂ ଏବଂ ରବିବାର ସିଇସି ବୈଠକରେ ଟିକେଟ୍‌ ନେଇ...

ଓଡ଼ିଶା ଆସିବେ ସୋନିଆ, ରାହୁଲ

ଭୁବନେଶ୍ୱର,୧୦ା୪: ଓଡ଼ିଶା ଆସିବେ ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀ। କୋରାପୁଟ ଗସ୍ତରେ ପ୍ରଚାର ପାଇଁ ଆସିବେ ସୋନିଆ ଏବଂ ରାହୁଲ। ଏନେଇ ସୂଚନା ଦେଇଛନ୍ତି କୋରାପୁଟ ଏମ୍‌ପି ସପ୍ତଗିରି ଉଲାକା। ମେ’ ପ୍ରଥମ ସପ୍ତାହରେ ସୋନିଆ ଏବଂ ରାହୁଲ...

ପ୍ରଚାର କମିଟି ତାଲିକା ଜାରି କଲା କଂଗ୍ରେସ

ଭୁବନେଶ୍ୱର,୧୦ା୪: ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ପ୍ରତ୍ୟେକ ଦଳ ନିଜ ନିଜର କସରତ ଆରମ୍ଭ କରିଦେଇଛନ୍ତି। ଏହି ପରିପ୍ରେକ୍ଷୀରେ ବୁଧବାର କଂଗ୍ରେସ ତା’ର ପ୍ରଚାର କମିଟି ତାଲିକା ପ୍ରକାଶ କରିଛି। ଏଥିରେ ୫୯ ଜଣଙ୍କ ନାମ ରହିଛି। ଉକ୍ତ...

ପୁଅକୁ ଭୋଟ୍‌ ଦେବା ପାଇଁ କହିବି: ସୁର

ଭୁବନେଶ୍ୱର,୮ା୪: କଂଗ୍ରେସର ବରିଷ୍ଠ ନେତା ସୁର ରାଉତରାୟଙ୍କୁ ଦଳ ପକ୍ଷରୁ କାରଣ ଦର୍ଶାଅ ନୋଟିସ୍‌ ଜାରି ହୋଇଛି। ଏଷନଇ ସୁର ତାଙ୍କର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ମୁଁ ଅନ୍ୟ ଦଳ ପାଇଁ ପ୍ରଚାର କରିନାହିଁ। ମରିବା ପର୍ଯ୍ୟନ୍ତ କଂଗ୍ରେସରେ...

‘ରାହୁଲଙ୍କୁ ଥାଇଲାଣ୍ଡ ପସନ୍ଦ, ଘୋଷଣାପତ୍ରରେ ସେଠାର ଫଟୋ ଲଗାଇଛନ୍ତି’

ନୂଆଦିଲ୍ଲୀ,୫।୪: ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସର ଘୋଷଣାପତ୍ରକୁ ନେଇ କଟାକ୍ଷ କରିଛି ଭାଜପା। ରାହୁଲ ଗାନ୍ଧୀଙ୍କୁ ଥାଇଲାଣ୍ଡ ପସନ୍ଦ। ଏଥିଲାଗି ସେଠାକାର ଫଟୋ ଘୋଷଣାପତ୍ରରେ ମୁଦ୍ରିତ ହୋଇଛି। ଦଳ ଜଳ ପରିଚାଳନାର ଫଟୋ ସ୍ଥାନରେ ନ୍ୟୁୟର୍କର ବଫାଲୋ ନଦୀର...

ମରିବା ପର୍ଯ୍ୟନ୍ତ କଂଗ୍ରେସରେ ରହିବି: ସୁର

ଭୁବନେଶ୍ୱର,୪ା୪: କଂଗ୍ରେସର ବରିଷ୍ଠ ନେତା ସୁର ରାଉତରାୟ ସୋ-କଜ୍‌ର ଉତ୍ତର ରଖିଛନ୍ତି। ଗୁରୁବାର ସେ କଂଗ୍ରେସ ଭବନ ଯାଇ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ନିକଟରେ ଏହାର ଉତ୍ତର ରଖିଛନ୍ତି। ସେ କହିଛନ୍ତି, ମୁଁ ପୁଅ ପାଇଁ କୌଣସି ସଭାସମିତିରେ...

ବାଲେଶ୍ୱରେ ମୁହାଁମୁହିଁ ହୋଇପାରନ୍ତି ଦୁଇ ପୂର୍ବତନ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର,୧।୪: ବାଲେଶ୍ୱର ଲୋକ ସଭା ଆସନରେ ମୁହାଁମୁହିଁ ହୋଇପାରନ୍ତି ଦୁଇ ହେବିୱେଟ। ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବର୍ତମାନର ବାଲେଶ୍ୱର ଏମପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କୁ ଭାରତୀୟ ଜନତା ପାର୍ଟି(ଭାଜପା) ପୁଣିଥରେ ପ୍ରାର୍ଥୀ କରିଥିବା ବେଳେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀକାନ୍ତ ଜେନାଙ୍କୁ...

ହାଇକୋର୍ଟରୁ ଝଟକା ପରେ କଂଗ୍ରେସକୁ ୧.୭୦୦ କୋଟି ଟଙ୍କାର ଟ୍ୟାକ୍ସ ନୋଟିସ୍

ଭୁବନେଶ୍ୱର,୨୯ା୩: ଆୟକର ବିଭାଗ କଂଗ୍ରେସକୁ ୧,୭୦୦ କୋଟି ଟଙ୍କାର ନୋଟିସ ପ୍ରଦାନ କରିଛି। ଦିଲ୍ଲୀ ହାଇକୋର୍ଟ ଟ୍ୟାକ୍ସ ପୁନଃ ମୂଲ୍ୟାଙ୍କନ ପ୍ରକ୍ରିୟାରେ କଂଗ୍ରେସର ଆବେଦନକୁ ପ୍ରତ୍ୟାଖ୍ୟାନ କରିବାର କିଛି ଘଣ୍ଟା ପରେ ଏହି ଅଗ୍ରଗତି ହୋଇଛି। କଂଗ୍ରେସ ନେତା ବିବେକ...

ଓଡ଼ିଶା ପାଇଁ ଏପ୍ରିଲ ପ୍ରଥମ ସପ୍ତାହରେ ପ୍ରାର୍ଥୀ ଘୋଷଣା କରିବ କଂଗ୍ରେସ

ଭୁବନେଶ୍ୱର,୨୮।୩: ଓଡ଼ିଶା ପାଇଁ ଭାରତୀୟ ଜନତା ପାର୍ଟି(ଭାଜପା) ୧୮ ଟି ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଥିବା ବେଳେ ବିଜୁ ଜନତା ଦଳ(ବିଜେଡି) ୧୫ ଟି ଲୋକସଭା ଏବଂ ୭୨ ଟି ବିଧାନସଭା ପ୍ରାର୍ଥୀଙ୍କ ନାମ ଘୋଷଣା...

ମନ୍ମଥ ଯେଉଁ ଦଳକୁ ଯାଉନା କାହିଁକି ସେ ମୋ’ ପୁଅ, ଆମେ ତାକୁ ଜିତାଇବା: ସୁର ରାଉତରାୟ

ଭୁବନେଶ୍ୱର,୨୭।୩: ବିଜେଡିରେ ସାମିଲ ହୋଇଛନ୍ତି ବରିଷ୍ଠ କଂଗ୍ରେସ ନେତା ସୁରେଶ ରାଉତରାୟଙ୍କ ସାନ ପୁଅ ମନ୍ମଥ ରାଉତରାୟ। ବୁଧବାର ଶଙ୍ଖ ଭବନରେ ଆୟୋଜିତ ମିଶ୍ରଣ ପର୍ବରେ ବିଧିବଦ୍ଧ ଭାବେ ସେ ବିଜେଡିରେ ଯୋଗଦାନ କରିଛନ୍ତି। ଏହା ପୂର୍ବରୁ ମନ୍ମଥ ଭୁବନେଶ୍ୱର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri