ଓଡ଼ିଶାରେ ପହଞ୍ଚିଲେ ରାଜନାଥ ସିଂ, ଘୋଷଣା କରିବେ ମୁଖ୍ୟମନ୍ତ୍ରୀଙ୍କ ନାଁ
ଭୁବନେଶ଼୍ବର, ୧୧।୦୬: ଭୁବନେଶ଼୍ବର ବିମାନ ବନ୍ଦରରେ ପହଞ୍ଚିଲେ ଦୁଇ କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ ଏବଂ ଭୂପେନ୍ଦ୍ର ଯାଦବ। ଓଡ଼ିଶାର କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ତଥା କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ ଏବଂ ଭୂପେନ୍ଦ୍ର ଯାଦବ ଆଜି ବିଧାୟକ ଦଳ ବୈଠକରେ ଯୋଗଦେବା ପାଇଁ ପହଞ୍ଚିଛନ୍ତି…
ମୋଦି ନେଲେ ନିଷ୍ପତ୍ତି, ବଡ଼ କଥା କହିଦେଲା କଂଗ୍ରେସ
ନୂଆଦିଲ୍ଲୀ, ୧୦।୬: ରବିବାର ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ନରେନ୍ଦ୍ର ମୋଦି। ଏହାର ଠିକ ଗୋଟିଏ ଦିନ ପରେ ଅର୍ଥାତ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାଷୀଙ୍କୁ ବଡ଼ ଉପହାର ଦେଇଛନ୍ତି। ସୋମବାର ପ୍ରଧାନମନ୍ତ୍ରୀ କିଷାନ…
ବିଧାୟକମାନେ କେତେ ଦରମା ପାଆନ୍ତି ଜାଣନ୍ତୁ…
ଭୁବନେଶ଼୍ବର, ୧୦ା୬: ଓଡ଼ିଶା ବିଧାନସଭା ଏବଂ ଲୋକ ସଭା ନିର୍ବାଚନ ଫଳାଫଳ ନିକଟରେ ପ୍ରକାଶ ପାଇଛି। ବହୁମତ ହାସଲ କରି ଭାଜପା ଓଡ଼ିଶାରେ ସରକାର ଗଢ଼ିବାକୁ ଯାଉଛି। ଏହାରି ମଧ୍ୟରେ କିଛି ପୁରୁଣା ନେତା ନିର୍ବାଚନ ଜିତିଥିବା ବେଳେ ଆଉ କିଛି…
କଂଗ୍ରେସ ଛାଡ଼ିଲେ ଭକ୍ତ ଦାସ, ପ୍ରତିକ୍ରିୟାରେ କହିଲେ…
ଭୁବନେଶ୍ୱର,୧୦ା୬: ରାଜ୍ୟରେ ସଦ୍ୟ ସମାପ୍ତ ହୋଇଥିବା ନିର୍ବାଚନରେ କଂଗ୍ରେସର ଶୋଚନୀୟ ପରାଜୟ ଘଟିଛି। ଏହା ପରେ ସୋମବାର ପଦ ଛାଡ଼ିଛନ୍ତି ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ମନ୍ତ୍ରୀ ଭକ୍ତ ଚରଣ ଦାସ। ନିଜ ଉପରକୁ ନୈତିକ ଦାୟିତ୍ୱ ନେଇ ସେ…
ନୂଆ ସରକାର ପ୍ରଭାବ, ସମସ୍ତ ରେକର୍ଡ ଭାଙ୍ଗିଲା ସେୟାର ବଜାର
ମୁମ଼୍ବାଇ, ୧୦।୦୬: ଦେଶରେ ପୁଣିଥରେ ମୋଦି ସରକାର ଆସିବା ପରେ ସେୟାର ବଜାରରେ ଉତ୍ସାହ ଦେଖିବାକୁ ମିଳିଛି । ରବିବାର ନରେନ୍ଦ୍ର ମୋଦି ଏବଂ ତାଙ୍କ ସରକାର ଶପଥ ନେଇଛନ୍ତି । ଏହାର ପ୍ରଭାବ ସେୟାର ମାର୍କେଟ୍ ଉପରେ ପଡ଼ିଛି ।…
କେଉଁ ଆସନ ଛାଡ଼ିବେ ରାହୁଲ? ରାଏବରେଲି ନା ଓ୍ବାୟନାଡ, ଶୀଘ୍ର ହେବ ସ୍ପଷ୍ଟ
ନୂଆଦିଲ୍ଲୀ,୮ା୬: ଶନିବାର କଂଗ୍ରେସ କହିଛି ଯେ, ନିକଟରେ ଅନୁଷ୍ଠିତ ଲୋକ ସଭା ନିର୍ବାଚନରେ ଉଭୟ ଓ୍ବାୟନାଡ ଏବଂ ରା ଏବରେଲି ଆସନ ଜିତିଥିବା ରାହୁଲ ଗାନ୍ଧୀ ଆସନ୍ତା ୧୮ ତମ ଲୋକ ସଭାରେ କେଉଁ ଦୁଇଟି ଆସନରୁ ପ୍ରତିନିଧିତ୍ୱ କରିବେ ତାହା…
ସରକାରଙ୍କୁ ଟାର୍ଗେଟ୍ କଲେ ରାହୁଲ, କହିଲେ ୩୦ ଲକ୍ଷ କୋଟି ସ଼୍ବାହା କରିଦେଲେ
ନୂଆଦିଲ୍ଲୀ, ୭ା୬: ସେୟାର ବଜାରରେ ଲୋକସଭା ନିର୍ବାଚନ ଭୋଟ ଗଣତି ଦିନ ଅର୍ଥାତ ଜୁନ୍ ୪ରେ ହୋଇଥିବା ବଡ଼ କ୍ରାସ୍କୁ ନେଇ କଂଗ୍ରେସ ନେତା ରାହୁଲ ଗାନ୍ଧି ସରକାରଙ୍କୁ ଟାର୍ଗେଟ୍ କରିଛନ୍ତି। ସେ କହିଛନ୍ତି ଯେ, ଏହି ଦିନ ଲୋକେ ୩୦…
ଏମାନଙ୍କୁ ମିଳିବ ମନ୍ତ୍ରୀ ପଦ ! ଆସିଲା ସମ୍ଭାବିତ ଲିଷ୍ଟ୍
ନୂଆଦିଲ୍ଲୀ, ୭ା୬: ଲୋକସଭା ନିର୍ବାଚନ ଫଳ ପ୍ରକାଶ ପାଇବା ପରେ ନୂଆ ସରକାର ଗଠନ ଉପରେ ସମସ୍ତଙ୍କ ନଜର ରହିଛି। କାରଣ ଭାରତୀୟ ଜନତା ପାର୍ଟି (ଭାଜପା) ସରକାର ଗଠନ ପାଇଁ ଥିବା ମ୍ୟାଜିକ୍ ନମ଼୍ବର ୨୭୨ ଆସନ ଜିତିବାକୁ ସକ୍ଷମ…
୫୦୪ ନୂଆ ଏମ୍ପି କୋଟିପତି, ୨୫୧ଙ୍କ ନାମରେ ମାମଲା
ନୂଆଦିଲ୍ଲୀ, ୬ା୬: ଦେଶରେ ୧୮ତମ ଲୋକସଭା ନିର୍ବାଚନ ଫଳାଫଳ ମଙ୍ଗଳବାର ପ୍ରକାଶ ପାଇଛି । ନିର୍ବାଚନରେ ବର୍ତ୍ତମାନ ସରକାରରେ ଥିବା ଭାଜପା ଦଳକୁ ୨୪୦ ଆସନ ମିଳିଛି। ଅନ୍ୟପଟେ କଂଗ୍ରେସ ଏଥର ୯୯ ଆସନ ଜିତିବାରେ ସକ୍ଷମ ହୋଇଛି। ୨୯୩ ଅସନ…
ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ନାଇଡ଼ୁ, ବଦଳିଲା ଶପଥ ଉତ୍ସବ ତାରିଖ
ନୂଆଦିଲ୍ଲୀ, ୬।୬: ବିଧାନସଭା ନିର୍ବାଚନ ଜିତିବା ପରେ ଆନ୍ଧ୍ରପ୍ରଦେଶରେ ସରକାର ଗଢ଼ିବ ଟିଡିପି ବା ତେଲୁଗୁ ଦେଶମ୍ ପାର୍ଟି। ଚତୁର୍ଥ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଟିଡିପି ମୁଖ୍ୟ ଏନ୍ ଚନ୍ଦ୍ରବାବୁ ନାଇଡ଼ୁ। ଏଥିପାଇଁ ଆସନ୍ତା ୯ ତାରିଖରେ…
ମାତ୍ର ୨୫ ବର୍ଷରେ ସଂସଦ ଯିବେ ୪ ଏମ୍ପି, ନିର୍ବାଚନ ଜିତି କଲେ ରେକର୍ଡ
ନୂଆଦିଲ୍ଲୀ, ୫ା୬: ସରିଛି ୨୦୨୪ ଲୋକସଭା ନିର୍ବାଚନ। ପ୍ରକାଶ ପାଇଛି ଫଳାଫଳ । ହେଲେ ଏହି ନିର୍ବାଚନରେ ରେକର୍ଡ କରିଛନ୍ତି ୪ ଯୁବ ଏମ୍ପି। ସେମାନଙ୍କ ମଧ୍ୟରେ ୩ ଜଣ ମହିଳା ଥିବା ବେଳେ ଜଣେ ପୁରୁଷ ରହିଛନ୍ତି। ସେମାନେ ହେଲେ…
ଇଣ୍ଡିଆ ମେଣ୍ଟ ବୈଠକ ପୂର୍ବରୁ ଇସାରା, ଏନ୍ଡିଏକୁ ଫେରିପାରେ ଉଦ୍ଧବ ଶିବ ସେନା
ନୂଆଦିଲ୍ଲୀ, ୫ା୬: ଲୋକସଭା ନିର୍ବାଚନ ଫଳାଫଳ ଆସିବା ପରେ ଛୋଟ ଛୋଟ ଦଳଗୁଡ଼ିକ ଏବେ ଚିନ୍ତାରେ ପଡ଼ିଯାଇଛନ୍ତି। ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଏନ୍ଡିଏର ବୈଠକରେ ଯୋଗଦେବାକୁ ଦିଲ୍ଲୀ ପହଞ୍ଚିଛନ୍ତି। ଅନ୍ୟପଟେ ଟିଡିପି ମୁଖ୍ୟ ଚନ୍ଦ୍ରବାବୁ ନାଇଡ଼ୁ ମଧ୍ୟ ଦିଲ୍ଲୀ ପହଞ୍ଚିବା…
Archives


