ବରୀରେ ଦେବାଶିଷ ନାୟକ ହେଲେ କଂଗ୍ରେସ ପ୍ରାର୍ଥୀ
ଭୁବନେଶ୍ୱର, ୫।୫: ରବିବାର ପାଞ୍ଚ ବିଧାନସଭା ଆସନରେ ପ୍ରାର୍ଥୀ ବଦଳିଛି କଂଗ୍ରେସ। ବରୀରେ ଆରତୀ ଦେଓଙ୍କ ସ୍ଥାନରେ ଦେବାଶିଷ ନାୟକଙ୍କୁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ। ଦଳରେ ଯୋଗ ଦେବାର ଗୋଟିଏ ଦିନ ପରେ କଂଗ୍ରେସ ତାଙ୍କୁ ପ୍ରାର୍ଥୀ ଘୋଷଣା କରିଛି।…
ପୁରୀ ଲୋକ ସଭା ଆସନ ପାଇଁ ଜୟ ନାରାୟଣ ପଟ୍ଟନାୟକଙ୍କୁ ପ୍ରାର୍ଥୀ କଲା କଂଗ୍ରେସ
ଭୁବନେଶ୍ୱର,୪ା୫: କଂଗ୍ରେସ ଜୟ ନାରାୟଣ ପଟ୍ଟନାୟକଙ୍କୁ ପୁରୀ ଲୋକ ସଭା ଆସନ ପାଇଁ ପ୍ରାର୍ଥୀ କରିଛି। ଏହାପୂର୍ବରୁ ପାର୍ଟି ପାଣ୍ଠି ନ ମିଳିବାରୁ ହେତୁ ସୁଚରିତା ମହାନ୍ତି ଟିକେଟ ଫେରସ୍ତ କରିଥିଲେ। ସେ ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି)କୁ ସୁଚରିତା ଚିଠି…
ନାମାଙ୍କନପତ୍ର ଦାଖଲ କଲେ ରାହୁଲ
ଲକ୍ଷ୍ନୌ,୩ା୫: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶୁକ୍ରବାର ରାଏବରେଲି ଲୋକ ସଭା ଆସନରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ସମୟରେ ମା’ ସୋନିଆ ଗାନ୍ଧୀ, ଭଉଣୀ ପ୍ରିୟଙ୍କା ଗାନ୍ଧୀ ଏବଂ ଅଶୋକ ଗେହଲଟ ଉପସ୍ଥିତ ଥିଲେ। ଆଜି ସକାଳେ କଂଗ୍ରେସ ଆମେଠି…
କିଏ ସେହି କେ.ଏଲ୍ ଶର୍ମା, ଯାହାଙ୍କୁ ଆମେଠିରୁ ଟିକେଟ୍ ଦେଲା କଂଗ୍ରେସ
ଲକ୍ଷ୍ନୌ,୩ା୫: କଂଗ୍ରେସ କମିଟି (ଏଆଇସିସି) ଆମେଠି ଏବଂ ରାଏବରେଲି ଆସନରୁ କିଏ ପ୍ରତିଦ୍ୱନ୍ଦ୍ୱିତା କରିବେ ତାହା ଶୁକ୍ରବାର ସ୍ପଷ୍ଟ କରିଛି। କଂଗ୍ରେସ ଆମେଠି ବଦଳରେ ରାଏବରେଲି ଆସନରୁ ରାହୁଲ ଗାନ୍ଧୀଙ୍କୁ ପ୍ରାର୍ଥୀ କରିଥିବାରୁ ଏହା ଆଶ୍ଚର୍ଯ୍ୟଜନକ ହୋଇଛି। ରାହୁଲ ଆମେଠିରୁ ପ୍ରାର୍ଥୀ…
ଓଡ଼ିଶା ଆସିବେନି ରାହୁଲ
ନୂଆଦିଲ୍ଲୀ,୩ା୫: ଶୁକ୍ରବାର ରାହୁଲ ଗାନ୍ଧୀ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ଥିଲା। ଆଜି ରାହୁଲ ରାୟଗଡ଼ା ଗସ୍ତରେ ଆସି ଏକ ସମାବେଶରେ ସମ୍ବୋଧିତ କରିଥାନ୍ତେ। ମାତ୍ର ଏହି ଗସ୍ତ କାର୍ଯ୍ୟକ୍ରମ ବାତିଲ କରାଯାଇଛି। ଏନେଇ ସୂଚନା ଦେଇଛି କଂଗ୍ରେସ। ରାଏବରେଲିରୁ ରାହୁଲ ତାଙ୍କର…
ଭଟଲି ଆସନ ପାଇଁ ନାମାଙ୍କନ ଭରିଲେ ବ୍ରହ୍ମାନନ୍ଦ ମହାକୁଡ଼
ବରଗଡ଼,୨ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା କଂଗ୍ରେସ ପ୍ରାର୍ଥୀ ବ୍ରହ୍ମାନନ୍ଦ ମହାକୁଡ଼ ଗୁରୁବାର ନାମାଙ୍କନ ଦାଖଲ କରିଛନ୍ତି। ଏହି ଅବସରରେ ସେ ଦଳୀୟ ସମର୍ଥକଙ୍କ ଗହଣରେ ଏକ ବିଶାଳ ଶୋଭାଯାତ୍ରାରେ ବାହାରି ବରଗଡ଼…
ଭାଜପାରେ ଯୋଗଦେଲେ ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ
ସମ୍ବଲପୁର,୧ା୫: ଭାଜପାରେ ଯୋଗ ଦେଇଛନ୍ତି ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ଜିଲା ଭାଜପା କାର୍ଯ୍ୟାଳୟରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ପଦ୍ମ ଧରିଲେ ଦୁଲାଲ ପ୍ରଧାନ। ଦୁଇ ଦିନ ପୂର୍ବରୁ ଟିକେଟ୍ ଅଦଳବଦଳ…
‘ଟିଏମସି ଅପେକ୍ଷା ଭାଜପାକୁ ଭୋଟ୍ ଦେବା ଭଲ’ କହିଲେ ଅଧୀର ରଞ୍ଜନ ଚୌଧୁରୀ, କଂଗ୍ରେସ ଦେଲା ପ୍ରତିକ୍ରିୟା
କୋଲକାତା,୧ା୫: କଂଗ୍ରେସର ବରିଷ୍ଠ ନେତା ଆଧୀର ରଂଜନ ଚୌଧୁରୀ ବୁଧବାର ପଶ୍ଚିମବଙ୍ଗରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବାବେଳେ ତୃଣମୂଳ କଂଗ୍ରେସକୁ ଭୋଟ୍ ଦେବା ଅପେକ୍ଷା ଭାଜପାକୁ ଭୋଟ୍ ଦେବା ଭଲ। ପଶ୍ଚିମବଙ୍ଗ କଂଗ୍ରେସ ମୁଖ୍ୟ ତଥା ବ୍ରହ୍ମପୁର ଲୋକ ସଭା…
କଂଗ୍ରେସ ଛାଡ଼ିଲେ ଦୁଲାଲ
ଭୁବନେଶ୍ୱର,୨୯ା୪: କଂଗ୍ରେସରୁ ସୋମବାର ଇସ୍ତଫା ଦେଇଛନ୍ତି ଦୁଲାଲ ପ୍ରଧାନ। ରବିବାର ଦୁଲାଲଙ୍କଠାରୁ ତାଙ୍କ ଟିକେଟ୍ ଫେରାଇ ନେବା ପରେ ସେ ଦଳ ଛାଡ଼ିଛନ୍ତି। ଦୁଲାଲ ତାଙ୍କର ଇସ୍ତଫାପତ୍ରକୁ ଏଆଇସିସି ସଭାପତି ମଲ୍ଲିକାର୍ଜ୍ଜୁନ ଖାର୍ଗେଙ୍କ ନିକଟକୁ ପଠାଇ ଦେଇଛନ୍ତି। ସୂଚନାଯୋଗ୍ୟ, ଦୁଲାଲଙ୍କୁ ସମ୍ବଲପୁର…
ସାଲେପୁରରେ ଆରମ୍ଭରୁ ବର୍ଷିଲେ ରାହୁଲ, କହିଲେ…
ସାଲେପୁର,୨୮ା୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ରବିବାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ମଧୁବାବୁଙ୍କ ଜନ୍ମସ୍ଥାନ କଟକର ସତ୍ୟଭାମାପୁରରେ ପହଞ୍ଚିଥିଲେ। ମଧୁବାବୁଙ୍କ ଜୟନ୍ତୀ ଉପଲକ୍ଷେ ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ ରାହୁଲ। ଏହାପରେ କସ୍ତୁରବା ଆଶ୍ରମ…
ଭୁବନେଶ୍ୱରରେ ପହଞ୍ଚିଲେ ରାହୁଲ ଗାନ୍ଧୀ
ଭୁବନେଶ୍ୱର,୨୮ା୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ରବିବାର ଓଡ଼ିଶାରେ ଆସି ପହଞ୍ଚିଛନ୍ତି। ଏକ ସ୍ବତନ୍ତ୍ର ବିମାନ ଯୋଗେ ରାହୁଲ ଦିଲ୍ଲୀରୁ ଆସି ଆଜି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି। ଏଠାରୁ ସତ୍ୟଭାମାପୁର ଯାଇ ମଧୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ। ଏହା ପରେ ସାଲେପୁରରେ…
ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍ କଲେ କଂଗ୍ରେସ କର୍ମୀ
ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। କଂଗ୍ରେସର ନୀତି ଆଦର୍ଶକୁ ବିଚାର କରି ତଥା…
Archives


