Tag Archives: CONGRESS

ମନ୍ମଥ ଯେଉଁ ଦଳକୁ ଯାଉନା କାହିଁକି ସେ ମୋ’ ପୁଅ, ଆମେ ତାକୁ ଜିତାଇବା: ସୁର ରାଉତରାୟ

ଭୁବନେଶ୍ୱର,୨୭।୩: ବିଜେଡିରେ ସାମିଲ ହୋଇଛନ୍ତି ବରିଷ୍ଠ କଂଗ୍ରେସ ନେତା ସୁରେଶ ରାଉତରାୟଙ୍କ ସାନ ପୁଅ ମନ୍ମଥ ରାଉତରାୟ। ବୁଧବାର ଶଙ୍ଖ ଭବନରେ ଆୟୋଜିତ ମିଶ୍ରଣ ପର୍ବରେ ବିଧିବଦ୍ଧ ଭାବେ ସେ ବିଜେଡିରେ ଯୋଗଦାନ କରିଛନ୍ତି। ଏହା ପୂର୍ବରୁ ମନ୍ମଥ ଭୁବନେଶ୍ୱର ମାଉସୀ…

ପିସିସି ପ୍ରଚାର କମିଟି ଅଧ୍ୟକ୍ଷ ପଦରୁ ବିଦା ହେଲେ ବିଜୟ ପଟ୍ଟନାୟକ

ଭୁବନେଶ୍ୱର,୨୨।୩: ପ୍ରଦେଶ କଂଗ୍ରେସ କମିଟି(ପିସିସି) ପ୍ରଚାର କମିଟି ଅଧ୍ୟକ୍ଷ ପଦରୁ ବିଜୟ ପଟ୍ଟନାୟକ ବିଦା ହୋଇଛନ୍ତି। ତାଙ୍କ ସ୍ଥାନରେ ଦଳର ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଭକ୍ତଚରଣ ଦାସ ପିସିସି ପ୍ରଚାର କମିଟି ଅଧ୍ୟକ୍ଷ ଭାବେ ନିଯୁକ୍ତି ପାଇଛନ୍ତି। ବିଜୟଙ୍କୁ…

ନିର୍ବାଚନକୁ ନେଇ କଂଗ୍ରେସ ଦେଲା ଏହି ୯ ଗ୍ୟାରେଣ୍ଟି

କେନ୍ଦୁଝର,୨୨ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଆସନ୍ତା ୨୦୨୪ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସର ୯ଟି ଗ୍ୟାରେଣ୍ଟି ଯୋଜନା ପ୍ରସ୍ତୁତ ହୋଇଛି। ୨୪ ବର୍ଷର ବିଜେଡି ଶାସନ ଓ ୯ ବର୍ଷର ବିଜେଡି-ଭାଜପା ଶାସନରେ ଯାହା ହୋଇନାହିଁ, ଆଜି ତାହା କଂଗ୍ରେସ କରି ଦେଖାଇବ।…

ସବୁ ଦଳର ପ୍ରାର୍ଥୀ ତାଲିକା ଘୋଷଣା ଉପରେ ରହିଛି ନଜର

ଭୁବନେଶ୍ୱର,୧୮ା୩(ସୁନିତ୍‌ ମିଶ୍ର): ୨୦୨୪ ସାଧାରଣ ନିର୍ବାଚନ ଲାଗି ତାରିଖ ଘୋଷଣା ହେବା ସାଙ୍ଗକୁ ଆଦର୍ଶ ଆଚରଣବିଧି ଲାଗୁ ହୋଇସାରିଛି। ଆସନ୍ତା ଏପ୍ରିଲ ୧୯ରୁ ଦେଶର ପ୍ରଥମ ପର୍ଯ୍ୟାୟରେ ନିର୍ବାଚନ ହେବାକୁ ଥିବାବେଳେ ମେ’ ୧୩ ତାରିଖରୁ ୪ଟି ପର୍ଯ୍ୟାୟରେ ଓଡ଼ିଶାରେ ଭୋଟ…

ରାଏବରେଲୀ-ଅମେଠିରୁ ଲଢ଼ିବେନି ପ୍ରିୟଙ୍କା, ରାହୁଲ

ନୂଆଦିଲ୍ଲୀ,୧୮।୩: ନେହେରୁ-ଗାନ୍ଧୀ ପରିବାରର ସୁରକ୍ଷିତ ଆସନ ରହିଆସିଥିବା ଦୁଇ ସଂସଦୀୟ କ୍ଷେତ୍ର ରାଏବରେଲୀ ଏବଂ ଅମେଠି ଏଥର କଂଗ୍ରେସ ହାତରୁ ଖସିଯାଇପାରେ। କଂଗ୍ରେସ ସଂସଦୀୟ ଦଳ ନେତ୍ରୀ ସୋନିଆ ଗାନ୍ଧୀ ନିକଟରେ ରାଜସ୍ଥାନରୁ ରାଜ୍ୟ ସଭାକୁ ନିର୍ବାଚିତ ହୋଇଛନ୍ତି। ରାଏବରେଲୀରୁ ସେ…

କଂଗ୍ରେସର ଦେଲା ନୂଆ ସ୍ଲୋଗାନ୍‌… ‘ହାଥ୍‌ ବଦ୍‌ଲେଗା ହାଲାତ୍‌’

ନୂଆଦିଲ୍ଲୀ,୧୫।୩: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ନୂଆ ସ୍ଲୋଗାନ ଦେଇଛି କଂଗ୍ରେସ। ନିର୍ବାଚନ ତାରିଖ ଘୋଷଣା ହେବାର ଠିକ୍‌ ପୂର୍ବରୁ କଂଗ୍ରେସ ‘ହାଥ୍‌ ବଦ୍‌ଲେଗା ହାଲାତ୍‌’ ଅର୍ଥାତ ଦେଶର ସ୍ଥିତି ବଦଳାଇବାକୁ ସ୍ଲୋଗାନ ଦେଇଛି। କହିରଖୁଛୁ, କେନ୍ଦ୍ରର ମୋଦି ସରକାରଙ୍କ…

ଛିନ୍ଦଓ୍ବାଡ଼ାରୁ ନକୁଳ ନାଥ, ଜାଲୋରରୁ ଲଢ଼ିବେ ବୈଭବ ଗେହଲଟ୍‌; ଦ୍ୱିତୀୟ ତାଲିକାରେ ୪୩ ପ୍ରାର୍ଥୀଙ୍କ ନାମ ଘୋଷଣା କଲା କଂଗ୍ରେସ

ନୂଆଦିଲ୍ଲୀ,୧୨।୩: ଆସନ୍ତା ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପକ୍ଷରୁ ଦ୍ୱିତୀୟ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ୪୩ ଜଣ ପ୍ରାର୍ଥୀଙ୍କ ନାମ ରହିଛି। ଏହାପୂର୍ବରୁ ଦଳ ଦ୍ୱାରା ୩୯ ଜଣ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ ପାଇଥିଲା।…

ଆଜି ବିଜେଡି-ଭାଜପା ସମ୍ପର୍କ ନେଇ କଂଗ୍ରେସର ଅନ୍ନପ୍ରାଶନ ଉତ୍ସବ

ଭୁବନେଶ୍ୱର, ୧୧।୩:(ସୁନିତ୍‌ ମିଶ୍ର) ଭାଜପା ଓ ବିଜେଡି ମଧ୍ୟରେ ମିଛ ବାହାଘର କରିଥିବା କଂଗ୍ରେସ ପୁଣିଥରେ ଉଭୟଙ୍କ ସମ୍ପର୍କକୁ ନେଇ ଅନ୍ନପ୍ରାଶନ ଉତ୍ସବ କରିବାକୁ ନିଷ୍ପତ୍ତି ନେଇଛି। ସୋମବାର କଂଗ୍ରେସ ଭବନ ପରିସରରେ ହିନ୍ଦୁ ରୀତିନୀତିରେ ଏହି ଅନ୍ନପ୍ରାଶନ କାର୍ଯ୍ୟକ୍ରମ ହେବ।…

ବିଜେଡି-ଭାଜପା ଅସନ୍ତୁଷ୍ଟ ନେତାଙ୍କୁ ପ୍ରାର୍ଥୀ କରିପାରେ କଂଗ୍ରେସ

ଭୁବନେଶ୍ୱର, ୧୧।୩:(ସୁନିତ୍‌ ମିଶ୍ର) ୨୦୨୪ ନିର୍ବାଚନ ତାରିଖ କୌଣସି ସମୟରେ ଘୋଷଣା ହୋଇଯାଇପାରେ। ଏହା ପୂର୍ବରୁ ସବୁ ଦଳ ବର୍ତ୍ତମାନ ଉଭୟ ବିଧାନସଭା ଏବଂ ଲୋକ ସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଚୟନ କରିବାରେ ବ୍ୟସ୍ତ ହୋଇଗଲେଣି। ବିଜେଡି-ଭାଜପା ମେଣ୍ଟ ହେବାକୁ…

ରାଜସ୍ଥାନ କଂଗ୍ରେସକୁ ଝଟ୍‌କା, ଦଳ ଛାଡ଼ି ଭାଜପାରେ ସାମିଲ ହେଲେ ୩୨ ତୁଙ୍ଗ ନେତା

ଜୟପୁର,୧୦ା୩: ଲୋକ ସଭା ନିର୍ବାଚନ ପୂର୍ବରୁ ରାଜସ୍ଥାନ କଂଗ୍ରେସ ଏକ ବଡ଼ ଅସୁବିଧାର ସମ୍ମୁଖୀନ ହୋଇଛି। ରବିବାର ପୂର୍ବତନ କ୍ୟାବିନେଟ ମନ୍ତ୍ରୀ, ପୂର୍ବତନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ନିକଟତର ଥିବା କଂଗ୍ରେସ ନେତା ଲାଲଚାନ୍ଦ କଟାରିଆଙ୍କ ସମେତ ଦଳର ୩୨ ତୁଙ୍ଗ…

ନିର୍ବାଚନ ପୂର୍ବରୁ ଝଟ୍‌କା: ଭାଜପାରେ ସାମିଲ ହେଲେ କଂଗ୍ରେସର ବରିଷ୍ଠ ନେତା

ଭୋପାଳ,୯।୩: ଲୋକ ସଭା ନିର୍ବାଚନ ପୂର୍ବରୁ ମଧ୍ୟପ୍ରଦେଶରେ କଂଗ୍ରେସକୁ ବଡ଼ ଝଟ୍‌କା ଲାଗିଛି। ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ସୁରେଶ ପଚୌରୀ ଶନିବାର ଭାଜପାରେ ସାମିଲ ହୋଇଛନ୍ତି। ସକାଳ ୯ଟାରେ ସେ ଅନ୍ୟ କଂଗ୍ରେସ ନେତାଙ୍କ ସହ…

ସମ୍ଭାବ୍ୟ ମେଣ୍ଟକୁ ନେଇ ଚର୍ଚ୍ଚା: ଶିବକୁମାର କିମ୍ବା ରେଭନ୍ଥ ଭଳି ନେତା ଥିଲେ

ଭୁବନେଶ୍ୱର,୮।୩: ଆସନ୍ତା ନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇନାହିଁ। କିନ୍ତୁ ଓଡ଼ିଶାରେ ରାଜନୀତି ରୋଚକ ସ୍ତରରେ । ଚାରିଆଡ଼େ ଆଲୋଚନା ହେଉଛି ଏଠାରେ ବିଜେଡି ଓ ଭାଜପା ମଧ୍ୟରେ ମେଣ୍ଟ ହୋଇପାରେ। ସେଥିପାଇଁ ଉଭୟ ଦଳର ଆଶାୟୀ ଆଶଙ୍କାରେ। ଦୀର୍ଘବର୍ଷ ହେବ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri