ଲୋକ ସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ବଡ଼ ଝଟ୍କା
ନୂଆଦିଲ୍ଲୀ,୮।୩: ଲୋକ ସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଝଟ୍କା ଉପରେ ଝଟ୍କା ଲାଗୁଛି। ଗୋଟିଏ ପଟେ ନେତାମାନେ ଦଳ ଛାଡ଼ୁଥିବା ବେଳେ ଅନ୍ୟପକ୍ଷେ ତଦନ୍ତକାରୀ ସଂସ୍ଥାର କାର୍ଯ୍ୟାନୁଷ୍ଠାନ ଜାରି ରହିଛି। ସଦ୍ୟ ଘଟଣାକ୍ରମରେ କଂଗ୍ରେସକୁ ଆଇଟିଏଆଇ(ଆୟକର ଆପିଲେଟ୍ ଟ୍ରିବ୍ୟୁନାଲ) ପକ୍ଷରୁ ବଡ଼…
କଂଗ୍ରେସର ପ୍ରଥମ ପ୍ରାର୍ଥୀ ତାଲିକାରେ ଓଡ଼ିଶା ନାହିଁ
ଭୁବନେଶ୍ୱର,୮।୩: ଆସନ୍ତା ଲୋକ ସଭା ନିର୍ବାଚନ ଲାଗି କଂଗ୍ରେସ ପକ୍ଷରୁ ଶୁକ୍ରବାର ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ପ୍ରଥମ ପର୍ଯ୍ୟାୟରେ ୩୯ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଥିବା ବେଳେ ଓଡ଼ିଶାରୁ କେହି ନ ଥିବା ଦେଖାଯାଇଛି। ଦଳ ପକ୍ଷରୁ ଓଡ଼ିଶାର କୌଣସି…
କଂଗ୍ରେସ ଘୋଷଣା କଲା ପ୍ରଥମ ପ୍ରାର୍ଥୀ ତାଲିକା, ୱାୟନାଡରୁ ଲଢ଼ିବେ ରାହୁଲ ଗାନ୍ଧୀ
ନୂଆଦିଲ୍ଲୀ,୮।୩: ଲୋକସଭା ନିର୍ବାଚନ ୨୦୨୪ ପାଇଁ ୩୯ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ଘୋଷଣା କରିଛି କଂଗ୍ରେସ। ପୁଣିଥରେ ରାହୁଲ ୱାୟନାଡରୁ ପ୍ରତିଦ୍ୱନ୍ଦ୍ୱିତା କରିବେ । ଦଳର କେନ୍ଦ୍ରୀୟ ନିର୍ବାଚନ କମିଟି (ସିଇସି) ବୈଠକର ଗୋଟିଏ ଦିନ ପରେ ଶୁକ୍ରବାର ଦିନ କଂଗ୍ରେସର…
ପ୍ରସାଦ ହରିଚନ୍ଦନଙ୍କୁ ମିଳିଲା ନୂଆ ଦାୟିତ୍ୱ
ଭୁବନେଶ୍ୱର,୭ା୩: ପୂର୍ବତନ ମନ୍ତ୍ରୀ ତଥା ପିସିସି ସଭାପତି ପ୍ରସାଦ ହରିଚନ୍ଦନଙ୍କୁ ନୂଆ ଦାୟିତ୍ୱ ମିଳିଛି। ୨୦୨୪ ନିର୍ବାଚନ ପୂର୍ବରୁ ପ୍ରସାଦଙ୍କୁ ଏଆଇସିସି ଏହି ନୂଆ ଦାୟିତ୍ୱ ଦେଇଛି। ତାଙ୍କୁ ରାଜ୍ୟ କଂଗ୍ରେସ ନିର୍ବାଚନ ପରିଚାଳନା ଆବାହକ ଭାବେ ନିଯୁକ୍ତି ଦିଆଯାଇଛି। ପ୍ରସାଦ…
ସିବିଆଇ ଏବଂ ଇଡି ଭୟରେ ଭାଜପା ସହିତ ମେଣ୍ଟ କରୁଛି ବିଜେଡି: କଂଗ୍ରେସ
ଭୁବନେଶ୍ୱର,୭ା୩: ଓଡ଼ିଶାରେ ଭାଜପା ଏବଂ ବିଜେଡି ମଧ୍ୟରେ ମେଣ୍ଟ ଚର୍ଚ୍ଚା ଜୋର ଧରିଥିବା ବେଳେ ଗୁରୁବାର ଉଭୟ ଦଳଙ୍କୁ କଟାକ୍ଷ କରିଛି କଂଗ୍ରେସ। ବିଜୁ ଜନତା ଦଳ (ବିଜେଡି) ଓଡ଼ିଶାର ସ୍ୱାର୍ଥ ପାଇଁ ନିଷ୍ପତି ନେଉଥିବା କହୁଥିଲେ ବଳେ ଏହା କେବଳ…
କଂଗ୍ରେସ ଛାଡ଼ିଲେ ରାଜନାରାୟଣ
ଚଣ୍ଡିଖୋଲ,୭ା୩(ପ୍ରଦୀପ୍ତ କୁମାର ପୃଷ୍ଟି): ଯାଜପୁର ଜିଲା ବଡ଼ଚଣା କଂଗ୍ରେସର ବରିଷ୍ଠ ନେତା ତଥା ପିସିସି ସମ୍ପାଦକ କ୍ୟାପ୍ଟେନ ରାଜନାରାୟଣ ମହାପାତ୍ର ବୁଧବାର ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫାପତ୍ର ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ…
କଂଗ୍ରେସକୁ ଫେରିଲେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଶ୍ରୀକାନ୍ତ ଜେନା
ଭୁବନେଶ୍ୱର,୬ା୩: କଂଗ୍ରେସକୁ ଫେରିଛନ୍ତି ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଶ୍ରୀକାନ୍ତ ଜେନା। ଲୋକସଭା ଓ ବିଧାନସଭା ନିର୍ବାଚନ ଘୋଷଣାକୁ ମାତ୍ର ଆଉ କେଇଟା ଦିନ ବାକି ଥିଲା ବେଳେ ବୁଧବାର କଂଗ୍ରେସକୁ ସେ ପ୍ରତ୍ୟାବର୍ତନ କରିଛନ୍ତି। ଜେନା ଚାରିଥର ସାଂସଦ ତଥା ତିନିଥର…
୧ରେ ନବୀନ ନିବାସ ଘେରିବ କଂଗ୍ରେସ
ଭୁବନେଶ୍ୱର,୨୯।୨ (ସୁନିତ୍ ମିଶ୍ର): ପ୍ରଦେଶ ଯୁବ କଂଗ୍ରେସ ପକ୍ଷରୁ ଆସନ୍ତା ୧ ତାରିଖରେ ନବୀନ ନିବାସ ଘେରାଉ କରାଯିବ। ‘ନବୀନ ହଟାଅ, ଓଡ଼ିଶା ବଞ୍ଚାଅ’ କାର୍ଯ୍ୟକ୍ରମ ଜରିଆରେ ଏହି ଘେରାଉ କରାଯିବ ବୋଲି ଯୁବ କଂଗ୍ରେସ ସଭାପତି ରଞ୍ଜିତ ପାତ୍ର କହିଛନ୍ତି।…
୨୦୨୪ ନିର୍ବାଚନ ପୂର୍ବରୁ ଶକ୍ତି ପ୍ରଦର୍ଶନ କଲା କଂଗ୍ରେସ: ଲୋକସେବା ଭବନ ଘେରାଉ ବେଳେ ଉଠାଇନେଲା ପୋଲିସ
ଭୁବନେଶ୍ୱର,୨୬।୨: ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ସୋମବାର ଲୋୟର ପିଏମଜିକୁ ଯୁଦ୍ଧକ୍ଷେତ୍ରରେ ପରିଣତ କରିଛି କଂଗ୍ରେସ। ବିଭିନ୍ନ ଅଭିଯୋଗ ନେଇ ରାଜ୍ୟ ସରକାରଙ୍କୁ ଘେରିବା ଉଦ୍ୟମରେ ବହୁ କଂଗ୍ରେସ କର୍ମୀ ଲୋକସେବା ଭବନକୁ ଘେରାଉ କରିବାକୁ ଚେଷ୍ଟା କରିଥିଲେ। କଂଗ୍ରେସ କାର୍ଯ୍ୟକର୍ତ୍ତା,…
ଲୋକସଭା ନିର୍ବାଚନ ୨୦୨୪ ପାଇଁ ଦିଲ୍ଲୀରେ କଂଗ୍ରେସ-ଏଏପି ମଧ୍ୟର ହେଲା ସହମତି: ରିପୋର୍ଟ
ନୂଆଦିଲ୍ଲୀ,୨୧।୨: ଲୋକସଭା ନିର୍ବାଚନ ପାଇଁ କଂଗ୍ରେସ-ଏଏପି ମିଳିତ ମଞ୍ଚକୁ ନେଇ ଏକ ସହମତି ପ୍ରକାଶ ପାଇଥିବା ଜଣାପଡିଛି। ସୂଚନାନୁସାରେ, ଏଏପି ଦିଲ୍ଲୀର ୪ ଟି ଆସନରେ ଏବଂ କଂଗ୍ରେସ ୩ ଟି ଆସନରେ ପ୍ରତିଦ୍ୱନ୍ଦ୍ୱିତା କରିବ। କଂଗ୍ରେସ ଏବଂ ଏଏପି ର…
ବୁଧବାର ନବୀନ ନିବାସ ଘେରିବ ମହିଳା କଂଗ୍ରେସ, ସାମିଲ ଦେବେ ଅଳକା ଲାମ୍ବା
ଭୁବନେଶ୍ୱର,୨୦।୨(ସୁନିତ୍ ମିଶ୍ର): ରାଜ୍ୟରେ ମହିଳାମାନଙ୍କ ପ୍ରତି ବଢୁଥିବା ହିଂସା ବିରୋଧରେ ବୁଧବାର ନବୀନ ନିବାସ ଘେରିବ ବୋଲି ରାଜ୍ୟ ମହିଳା କଂଗ୍ରେସ ସଭାନେତ୍ରୀ ମିନାକ୍ଷୀ ବାହିନୀପତି ସୂଚନା ଦେଇଛନ୍ତି। ସର୍ବଭାରତୀୟ ମହିଳା କଂଗ୍ରେସ ସଭାନେତ୍ରୀ ଅଳକା ଲାମ୍ବା ମଧ୍ୟ ଏହି କାର୍ଯ୍ୟକ୍ରମରେ…
କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ନବୀନ ଚନ୍ଦ୍ର ନାରାୟଣ ଦାସ
ଢେଙ୍କାନାଳ,୧୯।୨(ରତନ ନାୟର): କଂଗ୍ରେସ ଛାଡ଼ିଲେ ପୂର୍ବତନ ମନ୍ତ୍ରୀ ନବୀନ ଚନ୍ଦ୍ର ନାରାୟଣ ଦାସ। ତାଙ୍କ ସହିତ ପୂର୍ବତନ ଜିଲା କଂଗ୍ରେସ ସଭାପତି ସରୋଜ ପଟ୍ଟନାୟକ, ଟାଉନ ସଭାପତି ହାଇଦର ମହମ୍ମଦ, ଓଡ଼ାପଡ଼ା ବ୍ଲକ ସଭାପତି ପ୍ରମୋଦ କୁମାର ନାୟକ, ସଦର ବ୍ଲକ୍…
Archives


