Tag Archives: CONGRESS

ପୁଅକୁ ଭୋଟ୍‌ ଦେବା ପାଇଁ କହିବି: ସୁର

ଭୁବନେଶ୍ୱର,୮ା୪: କଂଗ୍ରେସର ବରିଷ୍ଠ ନେତା ସୁର ରାଉତରାୟଙ୍କୁ ଦଳ ପକ୍ଷରୁ କାରଣ ଦର୍ଶାଅ ନୋଟିସ୍‌ ଜାରି ହୋଇଛି। ଏଷନଇ ସୁର ତାଙ୍କର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ମୁଁ ଅନ୍ୟ ଦଳ ପାଇଁ ପ୍ରଚାର କରିନାହିଁ। ମରିବା ପର୍ଯ୍ୟନ୍ତ କଂଗ୍ରେସରେ ହିଁ…

‘ରାହୁଲଙ୍କୁ ଥାଇଲାଣ୍ଡ ପସନ୍ଦ, ଘୋଷଣାପତ୍ରରେ ସେଠାର ଫଟୋ ଲଗାଇଛନ୍ତି’

ନୂଆଦିଲ୍ଲୀ,୫।୪: ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସର ଘୋଷଣାପତ୍ରକୁ ନେଇ କଟାକ୍ଷ କରିଛି ଭାଜପା। ରାହୁଲ ଗାନ୍ଧୀଙ୍କୁ ଥାଇଲାଣ୍ଡ ପସନ୍ଦ। ଏଥିଲାଗି ସେଠାକାର ଫଟୋ ଘୋଷଣାପତ୍ରରେ ମୁଦ୍ରିତ ହୋଇଛି। ଦଳ ଜଳ ପରିଚାଳନାର ଫଟୋ ସ୍ଥାନରେ ନ୍ୟୁୟର୍କର ବଫାଲୋ ନଦୀର ଫଟୋ…

ମରିବା ପର୍ଯ୍ୟନ୍ତ କଂଗ୍ରେସରେ ରହିବି: ସୁର

ଭୁବନେଶ୍ୱର,୪ା୪: କଂଗ୍ରେସର ବରିଷ୍ଠ ନେତା ସୁର ରାଉତରାୟ ସୋ-କଜ୍‌ର ଉତ୍ତର ରଖିଛନ୍ତି। ଗୁରୁବାର ସେ କଂଗ୍ରେସ ଭବନ ଯାଇ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ନିକଟରେ ଏହାର ଉତ୍ତର ରଖିଛନ୍ତି। ସେ କହିଛନ୍ତି, ମୁଁ ପୁଅ ପାଇଁ କୌଣସି ସଭାସମିତିରେ ଭୋଟ୍‌…

ବାଲେଶ୍ୱରେ ମୁହାଁମୁହିଁ ହୋଇପାରନ୍ତି ଦୁଇ ପୂର୍ବତନ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର,୧।୪: ବାଲେଶ୍ୱର ଲୋକ ସଭା ଆସନରେ ମୁହାଁମୁହିଁ ହୋଇପାରନ୍ତି ଦୁଇ ହେବିୱେଟ। ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବର୍ତମାନର ବାଲେଶ୍ୱର ଏମପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କୁ ଭାରତୀୟ ଜନତା ପାର୍ଟି(ଭାଜପା) ପୁଣିଥରେ ପ୍ରାର୍ଥୀ କରିଥିବା ବେଳେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀକାନ୍ତ ଜେନାଙ୍କୁ କଂଗ୍ରେସ…

ହାଇକୋର୍ଟରୁ ଝଟକା ପରେ କଂଗ୍ରେସକୁ ୧.୭୦୦ କୋଟି ଟଙ୍କାର ଟ୍ୟାକ୍ସ ନୋଟିସ୍

ଭୁବନେଶ୍ୱର,୨୯ା୩: ଆୟକର ବିଭାଗ କଂଗ୍ରେସକୁ ୧,୭୦୦ କୋଟି ଟଙ୍କାର ନୋଟିସ ପ୍ରଦାନ କରିଛି। ଦିଲ୍ଲୀ ହାଇକୋର୍ଟ ଟ୍ୟାକ୍ସ ପୁନଃ ମୂଲ୍ୟାଙ୍କନ ପ୍ରକ୍ରିୟାରେ କଂଗ୍ରେସର ଆବେଦନକୁ ପ୍ରତ୍ୟାଖ୍ୟାନ କରିବାର କିଛି ଘଣ୍ଟା ପରେ ଏହି ଅଗ୍ରଗତି ହୋଇଛି। କଂଗ୍ରେସ ନେତା ବିବେକ ଟଙ୍ଖା…

ଓଡ଼ିଶା ପାଇଁ ଏପ୍ରିଲ ପ୍ରଥମ ସପ୍ତାହରେ ପ୍ରାର୍ଥୀ ଘୋଷଣା କରିବ କଂଗ୍ରେସ

ଭୁବନେଶ୍ୱର,୨୮।୩: ଓଡ଼ିଶା ପାଇଁ ଭାରତୀୟ ଜନତା ପାର୍ଟି(ଭାଜପା) ୧୮ ଟି ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଥିବା ବେଳେ ବିଜୁ ଜନତା ଦଳ(ବିଜେଡି) ୧୫ ଟି ଲୋକସଭା ଏବଂ ୭୨ ଟି ବିଧାନସଭା ପ୍ରାର୍ଥୀଙ୍କ ନାମ ଘୋଷଣା କରିସାରିଛି।…

ମନ୍ମଥ ଯେଉଁ ଦଳକୁ ଯାଉନା କାହିଁକି ସେ ମୋ’ ପୁଅ, ଆମେ ତାକୁ ଜିତାଇବା: ସୁର ରାଉତରାୟ

ଭୁବନେଶ୍ୱର,୨୭।୩: ବିଜେଡିରେ ସାମିଲ ହୋଇଛନ୍ତି ବରିଷ୍ଠ କଂଗ୍ରେସ ନେତା ସୁରେଶ ରାଉତରାୟଙ୍କ ସାନ ପୁଅ ମନ୍ମଥ ରାଉତରାୟ। ବୁଧବାର ଶଙ୍ଖ ଭବନରେ ଆୟୋଜିତ ମିଶ୍ରଣ ପର୍ବରେ ବିଧିବଦ୍ଧ ଭାବେ ସେ ବିଜେଡିରେ ଯୋଗଦାନ କରିଛନ୍ତି। ଏହା ପୂର୍ବରୁ ମନ୍ମଥ ଭୁବନେଶ୍ୱର ମାଉସୀ…

ପିସିସି ପ୍ରଚାର କମିଟି ଅଧ୍ୟକ୍ଷ ପଦରୁ ବିଦା ହେଲେ ବିଜୟ ପଟ୍ଟନାୟକ

ଭୁବନେଶ୍ୱର,୨୨।୩: ପ୍ରଦେଶ କଂଗ୍ରେସ କମିଟି(ପିସିସି) ପ୍ରଚାର କମିଟି ଅଧ୍ୟକ୍ଷ ପଦରୁ ବିଜୟ ପଟ୍ଟନାୟକ ବିଦା ହୋଇଛନ୍ତି। ତାଙ୍କ ସ୍ଥାନରେ ଦଳର ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଭକ୍ତଚରଣ ଦାସ ପିସିସି ପ୍ରଚାର କମିଟି ଅଧ୍ୟକ୍ଷ ଭାବେ ନିଯୁକ୍ତି ପାଇଛନ୍ତି। ବିଜୟଙ୍କୁ…

ନିର୍ବାଚନକୁ ନେଇ କଂଗ୍ରେସ ଦେଲା ଏହି ୯ ଗ୍ୟାରେଣ୍ଟି

କେନ୍ଦୁଝର,୨୨ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଆସନ୍ତା ୨୦୨୪ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସର ୯ଟି ଗ୍ୟାରେଣ୍ଟି ଯୋଜନା ପ୍ରସ୍ତୁତ ହୋଇଛି। ୨୪ ବର୍ଷର ବିଜେଡି ଶାସନ ଓ ୯ ବର୍ଷର ବିଜେଡି-ଭାଜପା ଶାସନରେ ଯାହା ହୋଇନାହିଁ, ଆଜି ତାହା କଂଗ୍ରେସ କରି ଦେଖାଇବ।…

ସବୁ ଦଳର ପ୍ରାର୍ଥୀ ତାଲିକା ଘୋଷଣା ଉପରେ ରହିଛି ନଜର

ଭୁବନେଶ୍ୱର,୧୮ା୩(ସୁନିତ୍‌ ମିଶ୍ର): ୨୦୨୪ ସାଧାରଣ ନିର୍ବାଚନ ଲାଗି ତାରିଖ ଘୋଷଣା ହେବା ସାଙ୍ଗକୁ ଆଦର୍ଶ ଆଚରଣବିଧି ଲାଗୁ ହୋଇସାରିଛି। ଆସନ୍ତା ଏପ୍ରିଲ ୧୯ରୁ ଦେଶର ପ୍ରଥମ ପର୍ଯ୍ୟାୟରେ ନିର୍ବାଚନ ହେବାକୁ ଥିବାବେଳେ ମେ’ ୧୩ ତାରିଖରୁ ୪ଟି ପର୍ଯ୍ୟାୟରେ ଓଡ଼ିଶାରେ ଭୋଟ…

ରାଏବରେଲୀ-ଅମେଠିରୁ ଲଢ଼ିବେନି ପ୍ରିୟଙ୍କା, ରାହୁଲ

ନୂଆଦିଲ୍ଲୀ,୧୮।୩: ନେହେରୁ-ଗାନ୍ଧୀ ପରିବାରର ସୁରକ୍ଷିତ ଆସନ ରହିଆସିଥିବା ଦୁଇ ସଂସଦୀୟ କ୍ଷେତ୍ର ରାଏବରେଲୀ ଏବଂ ଅମେଠି ଏଥର କଂଗ୍ରେସ ହାତରୁ ଖସିଯାଇପାରେ। କଂଗ୍ରେସ ସଂସଦୀୟ ଦଳ ନେତ୍ରୀ ସୋନିଆ ଗାନ୍ଧୀ ନିକଟରେ ରାଜସ୍ଥାନରୁ ରାଜ୍ୟ ସଭାକୁ ନିର୍ବାଚିତ ହୋଇଛନ୍ତି। ରାଏବରେଲୀରୁ ସେ…

କଂଗ୍ରେସର ଦେଲା ନୂଆ ସ୍ଲୋଗାନ୍‌… ‘ହାଥ୍‌ ବଦ୍‌ଲେଗା ହାଲାତ୍‌’

ନୂଆଦିଲ୍ଲୀ,୧୫।୩: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ନୂଆ ସ୍ଲୋଗାନ ଦେଇଛି କଂଗ୍ରେସ। ନିର୍ବାଚନ ତାରିଖ ଘୋଷଣା ହେବାର ଠିକ୍‌ ପୂର୍ବରୁ କଂଗ୍ରେସ ‘ହାଥ୍‌ ବଦ୍‌ଲେଗା ହାଲାତ୍‌’ ଅର୍ଥାତ ଦେଶର ସ୍ଥିତି ବଦଳାଇବାକୁ ସ୍ଲୋଗାନ ଦେଇଛି। କହିରଖୁଛୁ, କେନ୍ଦ୍ରର ମୋଦି ସରକାରଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri