Tag Archives: CONGRESS

୨୦୨୪ ନିର୍ବାଚନ ପୂର୍ବରୁ ଶକ୍ତି ପ୍ରଦର୍ଶନ କଲା କଂଗ୍ରେସ: ଲୋକସେବା ଭବନ ଘେରାଉ ବେଳେ ଉଠାଇନେଲା ପୋଲିସ

ଭୁବନେଶ୍ୱର,୨୬।୨: ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ସୋମବାର ଲୋୟର ପିଏମଜିକୁ ଯୁଦ୍ଧକ୍ଷେତ୍ରରେ ପରିଣତ କରିଛି କଂଗ୍ରେସ। ବିଭିନ୍ନ ଅଭିଯୋଗ ନେଇ ରାଜ୍ୟ ସରକାରଙ୍କୁ ଘେରିବା ଉଦ୍ୟମରେ ବହୁ କଂଗ୍ରେସ କର୍ମୀ ଲୋକସେବା ଭବନକୁ ଘେରାଉ କରିବାକୁ ଚେଷ୍ଟା କରିଥିଲେ। କଂଗ୍ରେସ କାର୍ଯ୍ୟକର୍ତ୍ତା,…

ଲୋକସଭା ନିର୍ବାଚନ ୨୦୨୪ ପାଇଁ ଦିଲ୍ଲୀରେ କଂଗ୍ରେସ-ଏଏପି ମଧ୍ୟର ହେଲା ସହମତି: ରିପୋର୍ଟ

ନୂଆଦିଲ୍ଲୀ,୨୧।୨: ଲୋକସଭା ନିର୍ବାଚନ ପାଇଁ କଂଗ୍ରେସ-ଏଏପି ମିଳିତ ମଞ୍ଚକୁ ନେଇ ଏକ ସହମତି ପ୍ରକାଶ ପାଇଥିବା ଜଣାପଡିଛି। ସୂଚନାନୁସାରେ, ଏଏପି ଦିଲ୍ଲୀର ୪ ଟି ଆସନରେ ଏବଂ କଂଗ୍ରେସ ୩ ଟି ଆସନରେ ପ୍ରତିଦ୍ୱନ୍ଦ୍ୱିତା କରିବ। କଂଗ୍ରେସ ଏବଂ ଏଏପି ର…

ବୁଧବାର ନବୀନ ନିବାସ ଘେରିବ ମହିଳା କଂଗ୍ରେସ, ସାମିଲ ଦେବେ ଅଳକା ଲାମ୍ବା

ଭୁବନେଶ୍ୱର,୨୦।୨(ସୁନିତ୍‌ ମିଶ୍ର): ରାଜ୍ୟରେ ମହିଳାମାନଙ୍କ ପ୍ରତି ବଢୁଥିବା ହିଂସା ବିରୋଧରେ ବୁଧବାର ନବୀନ ନିବାସ ଘେରିବ ବୋଲି ରାଜ୍ୟ ମହିଳା କଂଗ୍ରେସ ସଭାନେତ୍ରୀ ମିନାକ୍ଷୀ ବାହିନୀପତି ସୂଚନା ଦେଇଛନ୍ତି। ସର୍ବଭାରତୀୟ ମହିଳା କଂଗ୍ରେସ ସଭାନେତ୍ରୀ ଅଳକା ଲାମ୍ବା ମଧ୍ୟ ଏହି କାର୍ଯ୍ୟକ୍ରମରେ…

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ନବୀନ ଚନ୍ଦ୍ର ନାରାୟଣ ଦାସ

ଢେଙ୍କାନାଳ,୧୯।୨(ରତନ ନାୟର): କଂଗ୍ରେସ ଛାଡ଼ିଲେ ପୂର୍ବତନ ମନ୍ତ୍ରୀ ନବୀନ ଚନ୍ଦ୍ର ନାରାୟଣ ଦାସ। ତାଙ୍କ ସହିତ ପୂର୍ବତନ ଜିଲା କଂଗ୍ରେସ ସଭାପତି ସରୋଜ ପଟ୍ଟନାୟକ, ଟାଉନ ସଭାପତି ହାଇଦର ମହମ୍ମଦ, ଓଡ଼ାପଡ଼ା ବ୍ଲକ ସଭାପତି ପ୍ରମୋଦ କୁମାର ନାୟକ, ସଦର ବ୍ଲକ୍…

କଂଗ୍ରେସ ଛାଡ଼ିବେ କି କମଲନାଥଙ୍କ ପୁଅ? ଟୁଇଟର୍‌ ବାୟୋରୁ ହଟାଇଲେ ଦଳର ନାମ-ଲୋଗୋ

ଭୋପାଳ,୧୭।୨: ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କମଲନାଥଙ୍କ ପୁଅ ତଥା ଛିନ୍ଦଓ୍ବାଡା ଏମ୍‌ପି ନକୁଳନାଥ କଂଗ୍ରେସ ଛାଡ଼ିବା ନେଇ ଚର୍ଚ୍ଚା ବଢ଼ିବାରେ ଲାଗିଛି। ସେ ସୋସିଆଲ ମିଡିଆର ଭିନ୍ନ ଭିନ୍ନ ପ୍ଲାଟଫର୍ମରୁ କଂଗ୍ରେସ ଦଳର ନାମ ଏବଂ ଲୋଗୋ ହଟାଇ ଦେଇଛନ୍ତି। ପ୍ରଥମେ…

କଂଗ୍ରେସର ସବୁ ବ୍ୟାଙ୍କ ଆକାଉଣ୍ଟ ଫ୍ରିଜ୍ କରିଛନ୍ତି କେନ୍ଦ୍ର ସରକାର: ଅଜୟ ମାକେନ

ନୂଆଦିଲ୍ଲୀ,୧୬।୨: ସାଧାରଣ ନିର୍ବାଚନ ପୂର୍ବରୁ କେନ୍ଦ୍ର ସରକାରଙ୍କ ଉପରେ ବଡ଼ ଅଭିଯୋଗ ଆଣିଛି କଂଗ୍ରେସ। ଆୟକର ବିଭାଗ ଦ୍ୱାରା ଯୁବ କଂଗ୍ରେସ ସମେତ ଦଳର ବ୍ୟାଙ୍କ ଆକାଉଣ୍ଟ ଫ୍ରିଜ୍ ହୋଇଯାଇଥିବା କଂଗ୍ରେସ ଦାବି କରିଛି। କଂଗ୍ରେସ ମୁଖପାତ୍ର ଅଜୟ ମାକେନ୍ ଏହି…

୨୦୨୨ ପର୍ଯ୍ୟନ୍ତ ବିକ୍ରି ହୋଇଛି ୧ ହଜାର ଟଙ୍କାର ନିର୍ବାଚନ ବଣ୍ଡ, ଜାଣନ୍ତୁ କେଉଁ ଦଳ ପାଇଛି କେତେ ଟଙ୍କା

ନୂଆଦିଲ୍ଲୀ,୧୫।୨: ଲୋକସଭା ୨୦୨୪ ନିର୍ବାଚନର କିଛି ମାସ ପୂର୍ବରୁ ପ୍ରଧାନ ବିଚାରପତି ଡିୱାଇ ଚନ୍ଦ୍ରଚୁଡ଼ଙ୍କ ନେତୃତ୍ୱରେ ଏକ ପାଞ୍ଚ ଜଣିଆ ଖଣ୍ଡପୀଠ ନିର୍ବାଚନ ବଣ୍ଡ ଯୋଜନାକୁ ଅସାମ୍ବିଧାନିକ ଘୋଷଣା କରିଛନ୍ତି। ୨୦୧୬ରୁ ୨୦୨୨ ମଧ୍ୟରେ ଏହି ଯୋଜନା ଅଧୀନରେ ଦିଆଯାଇଥିବା ଅନୁଦାନର…

କଂଗ୍ରେସ ଛାଡି ଭାଜପା ହାତ ଧରିଲେ ଲାଲ ବାହାଦୂର ଶାସ୍ତ୍ରୀଙ୍କ ନାତି

ନୂଆଦିଲ୍ଲୀ,୧୪।୨: ଲୋକ ସଭା ନିର୍ବାଚନ ପାଖେଇ ଆସୁଥିବାରୁ କଂଗ୍ରେସ ଝଟ୍‌କା ପରେ ଝଟ୍‌କା ଲାଗୁଛି। ଗୋଟିଏ ପରେ ଗୋଟିଏ ନେତା ଦଳ ଛାଡୁଛନ୍ତି। ବର୍ତ୍ତମାନ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୂର ଶାସ୍ତ୍ରୀଙ୍କ ନାତି ବିଭାକର ଶାସ୍ତ୍ରୀ କଂଗ୍ରେସ ଦଳରୁ ଇସ୍ତଫା ଦେଇଛନ୍ତି।…

କଂଗ୍ରେସର ଘୋଷଣା- ‘ସରକାରକୁ ଆସିଲେ ଏମ୍‌ଏସ୍‌ପିର ଆଇନଗତ ଗ୍ୟାରେଣ୍ଟି ଦେବୁ’

ନୂଆଦିଲ୍ଲୀ,୧୩।୨: ପଞ୍ଜାବ-ହରିୟାଣାର କୃଷକମାନେ ଏମ୍‌ଏସ୍‌ପିର ଆଇନଗତ ଗ୍ୟାରେଣ୍ଟି ସମେତ ଅନେକ ଦାବି ନେଇ ଦିଲ୍ଲୀ ଅଭିମୁଖେ ବାହାରିଛନ୍ତି। ହଜାର ହଜାର ସଂଖ୍ୟାରେ କୃଷକ ଶମ୍ଭୁ ସୀମାରେ ପହଞ୍ଚିଛନ୍ତି। କୃଷକଙ୍କୁ ଆଗକୁ ବଢ଼ିବାରୁ ରୋକିବା ଲାଗି ପୋଲିସ ପକ୍ଷରୁ ବ୍ୟାରିକେଡିଂ କରାଯାଇଛି। ହେଲେ…

ମୂରଲିଧରଙ୍କ ନିଲମ୍ବନ ଆଦେଶ ପ୍ରତ୍ୟାହାର କଲା କଂଗ୍ରେସ

ଭୁବନେଶ୍ୱର,୧୩।୨(ସୁନିତ୍‌ ମିଶ୍ର): କିଛିଦିନ ଧରି ପ୍ରଦେଶ କଂଗ୍ରେସ କମିଟି(ପିସିସି) ପକ୍ଷରୁ ଲଗାତାର ଭାବେ ଦଳରେ ବିଭିନ୍ନ କମିଟି ଗଠନଠାରୁ ଆରମ୍ଭ କରି ବିଶୃଙ୍ଖଳିତ ନେତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ସେହିପରି ଦଳ ବିରୋଧୀ କାର୍ଯ୍ୟକ୍ରମରେ ଲିପ୍ତ ଥିବା ଅନେକ ନେତାଙ୍କ…

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ବରଗଡ଼ ଜିଲା ସଭାପତି ନିହାର ମହାନନ୍ଦ

ବରଗଡ଼,୧୨ା୨(ପ୍ରେମାନନ୍ଦ ଖମାରୀ): କଂଗ୍ରେସର ପୂର୍ବତନ ବରଗଡ଼ ଜିଲା ସଭାପତି ତଥା ଅତାବିରା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ନିହାର ରଞ୍ଜନ ମହାନନ୍ଦ ସୋମବାର କଂଗ୍ରେସରୁ ଇସ୍ତଫା ଦେଇଛନ୍ତି। ଏ ନେଇ ସେ ତାଙ୍କ ଇସ୍ତଫାପତ୍ର ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ,…

କଂଗ୍ରେସ ଛାଡ଼ିଲେ ମହାରାଷ୍ଟ୍ର ପୂର୍ବତ୍ତନ ମୁଖ୍ୟମନ୍ତ୍ରୀ ଅଶୋକ ଚୋୖହ୍ୱାନ, ନିର୍ବାଚନ ପୂର୍ବରୁ ଦଳକୁ ବଡ଼ ଝଟକା

ନୂଆଦିଲ୍ଲୀ,୧୨।୨: ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ହେଭିୱେଟ୍ ଅଶୋକ ଚୋୖହ୍ୱାନ ସୋମବାର ଦିନ ଦଳରୁ ଇସ୍ତଫା ଦେଇଛନ୍ତି। ମହାରାଷ୍ଟ୍ର ପ୍ରଦେଶ କଂଗ୍ରେସ କମିଟି ମୁଖ୍ୟ ନାନା ପାଟୋଲଙ୍କୁ ଏକ ଧାଡିରେ ଇସ୍ତଫା ପତ୍ରରେ ସେ ଲେଖିଛନ୍ତି ଯେ ମୁଁ ୧୨/୦୨/୨୦୨୪…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri