କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ବରଗଡ଼ ଜିଲା ସଭାପତି ନିହାର ମହାନନ୍ଦ
ବରଗଡ଼,୧୨ା୨(ପ୍ରେମାନନ୍ଦ ଖମାରୀ): କଂଗ୍ରେସର ପୂର୍ବତନ ବରଗଡ଼ ଜିଲା ସଭାପତି ତଥା ଅତାବିରା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ନିହାର ରଞ୍ଜନ ମହାନନ୍ଦ ସୋମବାର କଂଗ୍ରେସରୁ ଇସ୍ତଫା ଦେଇଛନ୍ତି। ଏ ନେଇ ସେ ତାଙ୍କ ଇସ୍ତଫାପତ୍ର ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ,…
କଂଗ୍ରେସ ଛାଡ଼ିଲେ ମହାରାଷ୍ଟ୍ର ପୂର୍ବତ୍ତନ ମୁଖ୍ୟମନ୍ତ୍ରୀ ଅଶୋକ ଚୋୖହ୍ୱାନ, ନିର୍ବାଚନ ପୂର୍ବରୁ ଦଳକୁ ବଡ଼ ଝଟକା
ନୂଆଦିଲ୍ଲୀ,୧୨।୨: ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ହେଭିୱେଟ୍ ଅଶୋକ ଚୋୖହ୍ୱାନ ସୋମବାର ଦିନ ଦଳରୁ ଇସ୍ତଫା ଦେଇଛନ୍ତି। ମହାରାଷ୍ଟ୍ର ପ୍ରଦେଶ କଂଗ୍ରେସ କମିଟି ମୁଖ୍ୟ ନାନା ପାଟୋଲଙ୍କୁ ଏକ ଧାଡିରେ ଇସ୍ତଫା ପତ୍ରରେ ସେ ଲେଖିଛନ୍ତି ଯେ ମୁଁ ୧୨/୦୨/୨୦୨୪…
କଂଗ୍ରେସ ଛାଡ଼ିପାରନ୍ତି ମହାରାଷ୍ଟ୍ର ପୂର୍ବତ୍ତନ ମୁଖ୍ୟମନ୍ତ୍ରୀ ଅଶୋକ ଚୋୖହ୍ୱାନ, ବିଧାୟକ ପଦରୁ ଦେଲେ ଇସ୍ତଫା
ନୂଆଦିଲ୍ଲୀ,୧୨।୨: ଆସନ୍ତା ସାଧାରଣ ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଆଉ ଏକ ବଡ଼ ଝଟକା ଲାଗିଛି। ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ହେଭିୱେଟ୍ ଅଶୋକ ଚୋୖହ୍ୱାନ ଦଳର ବିଧାୟକ ପଦରୁ ଇସ୍ତଫା ଦେଇଛନ୍ତି। 65 ବର୍ଷୀୟ ନେତା ସୋମବାର ବିଧାନସଭା ବାଚସ୍ପତିଙ୍କୁ…
‘ମୁଁ ମୋର ରାମଙ୍କୁ ଭାଜପାକୁ ଉତ୍ସର୍ଗ କରିବି ନାହିଁ’, କଂଗ୍ରେସ କାହିଁକି ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମରେ ସାମିଲ ହେଲାନାହିଁ କହିଲେ ଥରୁର
ନୂଆଦିଲ୍ଲୀ,୫।୨: କଂଗ୍ରେସ ନେତା ଶଶି ଥରୁର ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠାରେ ଦଳର ବରିଷ୍ଠ ନେତୃତ୍ୱଙ୍କ ଅଂଶଗ୍ରହଣ ନକରିବା ଉପରେ ମନ୍ତବ୍ୟ ଦେଇଛନ୍ତି। ଥରୁର କହିଛନ୍ତି ଯେ ସେ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ନ ଥିବାରୁ ଏହାର ଅର୍ଥ ନୁହେଁ…
ଲୋକ ସଭା ନିର୍ବାଚନ ପୂର୍ବରୁ କଂଗ୍ରେସର ନୂଆ ରଣନୀତି, ସୋନିଆ ଯିବେ ରାଜ୍ୟ ସଭା! ପ୍ରିୟଙ୍କାଙ୍କୁ ନେଇ ବି ହେଉଛି…
ନୂଆଦିଲ୍ଲୀ,୩୦।୧: ୨୦୨୪ରେ ହେବାକୁ ଥିବା ଲୋକ ସଭା ନିର୍ବାଚନୂ ପୂର୍ବରୁ ଚର୍ଚ୍ଚାରେ କଂଗ୍ରେସର ନୂଆ ରଣନୀତି। ଦଳର ନେତା ସୋନିଆ ଗାନ୍ଧୀ ଅଥବା ପ୍ରିୟଙ୍କା ଗାନ୍ଧୀ ରାଜ୍ୟ ସଭା ଯାଇପାରନ୍ତି। ଏନେଇ ହିମାଚଳ ପ୍ରଦେଶର କଂଗ୍ରେସ ଅଧ୍ୟକ୍ଷ ପ୍ରତିଭା ସିଂହ ସଙ୍କେତ…
ଶେଷରେ ମାନିଲେ କଂଗ୍ରେସ ନେତା: ମୋଦିଙ୍କ ବିନା ସମ୍ଭବ ହୋଇପାରି ନ ଥାନ୍ତା ରାମମନ୍ଦିର
ନୂଆଦିଲ୍ଲୀ,୨୨।୧: କଂଗ୍ରେସ ନେତା ଆଚାର୍ଯ୍ୟ ପ୍ରମୋଦ କ୍ରିଷ୍ଣମ ତାଙ୍କ ମନ୍ତବ୍ୟ ପାଇଁ ଅନେକ ସମୟରେ ଚର୍ଚ୍ଚାରେ ଥାଆନ୍ତି। ସେ ପାର୍ଟି ଲାଇନ ବାହାରେ ନିଜର ମତ ପ୍ରକାଶ କରନ୍ତି। ସେପଟେ ରାମ ମନ୍ଦିର ନିର୍ମାଣ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା…
ଭାଙ୍ଗିବାରେ ଲାଗିଛି ରାହୁଲ ଗାନ୍ଧୀଙ୍କ ଟିମ୍: ୨୦୧୯ରୁ ଏପର୍ଯ୍ୟନ୍ତ ହାତ ଛାଡ଼ିଲେଣି ୧୧ ବଡ଼ ନେତା
ନୂଆଦିଲ୍ଲୀ,୧୪।୧: ମିଲିନ୍ଦ ଦେଓରା କଂଗ୍ରେସରୁ ଇସ୍ତଫା ଦେବା ପରେ ଭାରତ ଯୋଡୋ ନ୍ୟାୟ ଯାତ୍ରା ପୂର୍ବରୁ ଦଳକୁ ଏକ ବଡ଼ ଝଟକା ଲାଗିଛି। କାରଣ ଲୋକସଭା ନିର୍ବାଚନ ବର୍ତ୍ତମାନଠାରୁ ମାତ୍ର କିଛି ମାସ ପୂର୍ବରୁ ମିଲିନ୍ଦ କଂଗ୍ରେସ ଛାଡ଼ି ଭାଜପାର ସହଯୋଗୀ…
ମଣିପୁରରୁ ଭାରତ ଯୋଡୋ ନ୍ୟାୟ ଯାତ୍ରା ଆରମ୍ଭ
ଇମ୍ଫାଲ,୧୪।୧: ଆଜିଠାରୁ କଂଗ୍ରେସର ଭାରତ ଯୋଡୋ ନ୍ୟାୟ ଯାତ୍ରା ଆରମ୍ଭ ହୋଇଛି। ଏହି ଗସ୍ତ ପାଇଁ ରାହୁଲ ଗାନ୍ଧୀ ଦିଲ୍ଲୀରୁ ମଣିପୁରରେ ପହଞ୍ଚିଥିଲେ। ରାଜଧାନୀ ଇମ୍ଫାଲରୁ ଯାତ୍ରା ଆରମ୍ଭ କରିବା ପୂର୍ବରୁ କଂଗ୍ରେସ ରାଷ୍ଟ୍ରୀୟ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ପତାକା ଦେଖାଇ…
ଶିବସେନାରେ ସାମିଲ ହେଲେ ମିଲିନ୍ଦ ଦେଓରା
ନୂଆଦିଲ୍ଲୀ,୧୪।୧: କଂଗ୍ରେସର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେବା ପରେ ମିଲିନ୍ଦ ଦେଓରା ରବିବାର ସିନ୍ଦେ ଦଳର ଶିବସେନାରେ ଯୋଗ ଦେଇଥିଲେ। ଏହି ସମୟ ମଧ୍ୟରେ ମୁମ୍ବାଇ କଂଗ୍ରେସର ବିଭିନ୍ନ ବିଭାଗର ଅଧିକାରୀମାନେ ମଧ୍ୟ ଶିବସେନାରେ ଯୋଗ ଦେଇଥିଲେ। ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ…
ରାହୁଲଙ୍କ ‘ଭାରତ ଯୋଡ଼ୋ’ ନ୍ୟାୟ ଯାତ୍ରା ପୂର୍ବରୁ କଂଗ୍ରେସକୁ ଝଟ୍କା, ଦଳରୁ ଇସ୍ତଫା ଦେଲେ ମିଲିନ୍ଦ ଦେଓରା
ମୁମ୍ବାଇ,୧୪।୧: ଆଗାମୀ ଲୋକ ସଭା ନିର୍ବାଚନର ଠିକ୍ ପୂର୍ବରୁ କଂଗ୍ରେସକୁ ବଡ଼ ଝଟ୍କା ଲାଗିଛି। ପୂର୍ବତନ ସାଂସଦ ମିଲିନ୍ଦ ଦେଓରା ଦଳରୁ ଇସ୍ତଫା ଦେଇଛନ୍ତି। ରବିବାର ସେ ନିଜ ‘ଏକ୍ସ’ ଆକାଉଣ୍ଟରେ ଏକ ପୋଷ୍ଟ କରି ଏହି ସୂଚନା ଦେଇଛନ୍ତି। ତେବେ…
ବିନାଶକାଳେ ବିପରୀତ ବୁଦ୍ଧି…ରାମ ମନ୍ଦିର ଉଦ୍ଘାଟନ କାର୍ଯ୍ୟକ୍ରମରେ ଯୋଗ ନ ଦେବା ନିଷ୍ପତ୍ତିକୁ ନେଇ କଂଗ୍ରେସକୁ ଟାର୍ଗେଟ୍ କଲା ଭାଜପା
ନୂଆଦିଲ୍ଲୀ,୧୦।୧: ଜାନୁୟାରୀ ୨୨ରେ ଅଯୋଧ୍ୟାରେ ଅନୁଷ୍ଠିତ ହେବାକୁ ଥିବା ରାମମନ୍ଦିର ପ୍ରତିଷ୍ଠା କାର୍ଯ୍ୟକ୍ରମରେ ବରିଷ୍ଠ କଂଗ୍ରେସ ନେତାମାନେ ଯୋଗଦେବେ ନାହିଁ। ଏହି କାର୍ଯ୍ୟକ୍ରମରେ ଯୋଗଦେବାକୁ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ, ଏମ୍ପି ସୋନିଆ ଗାନ୍ଧୀ ଏବଂ ଅଧୀର ରଞ୍ଜନ ଚୌଧୁରୀ ନିମନ୍ତ୍ରଣକୁ…
ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ନିମନ୍ତ୍ରଣ ପ୍ରତ୍ୟାଖ୍ୟାନ କଲା କଂଗ୍ରେସ, ଅଯୋଧ୍ୟା ଯିବେ ନାହିଁ ସୋନିଆ ଗାନ୍ଧୀ ଏବଂ ମଲ୍ଲିକାର୍ଜୁନ ଖାର୍ଗେ
ନୂଆଦିଲ୍ଲୀ,୧୦।୧: ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମରେ ଯୋଗଦେବାକୁ ଆସିଥିବା ନିମନ୍ତ୍ରଣକୁ ପ୍ରତ୍ୟାଖ୍ୟାନ କରିଛି କଂଗ୍ରେସ। ଦଳ ପକ୍ଷରୁ ଏକ ବିବୃତ୍ତି ଜାରି ସୂଚନା ଦିଆଯାଇଛି। କୁହାଯାଇଛି ଯେ ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ ପାଇଁ ନିମନ୍ତ୍ରଣକୁ ସମ୍ମାନର ସହ…
Archives


