Tag Archives: CONGRESS

ଅନାସ୍ଥା ପ୍ରସ୍ତାବକୁ ନେଇ ହଲଚଲ, ଚାଞ୍ଚଲ୍ୟକର ବୟାନ ଦେଲେ ଭକ୍ତ, କହିଲେ ନବୀନଙ୍କ ସହ…

ଭୁବନେଶ୍ୱର,୨୫।୭: ପିସିସି ସଭାପତିଙ୍କ ଅନାସ୍ଥା ପ୍ରସ୍ତାବକୁ ନେଇ ରାଜନୀତି ସରଗରମ ରହିଛି। କଂଗ୍ରେସ ଓ ବିଜେଡି ମିଶି ଭାଜପା ସରକାରଙ୍କ ବିରୋଧରେ ବିଧାନସଭାରେ ଅନାସ୍ଥା ପ୍ରସ୍ତାବ ଆଣିବାକୁ ପିସିସି ସଭାପତି ଭକ୍ତ ଚରଣ ଦାସ କହିଥିଲେ। ଯାହାକୁ ନେଇ ଏବେ...

ଭାଜପା ବିରୋଧରେ ବଢିଲା ଅନାସ୍ଥା ପ୍ରସ୍ତାବ ଚର୍ଚ୍ଚା, ମିଶିଯିବେ କଂଗ୍ରେସ-ବିଜେଡି! ସୂଚନା ଦେଲେ…

ଭୁବନେଶ୍ୱର,୨୪।୭: ପିସିସି ସଭାପତିଙ୍କ ଅନାସ୍ଥା ପ୍ରସ୍ତାବକୁ ନେଇ ରାଜନୀତି ସରଗରମ ରହିଛି। କଂଗ୍ରେସ ଓ ବିଜେଡି ମିଶି ଭାଜପା ସରକାରଙ୍କ ବିରୋଧରେ ବିଧାନସଭାରେ ଅନାସ୍ଥା ପ୍ରସ୍ତାବ ଆଣିବାକୁ ପିସିସି ସଭାପତି ଭକ୍ତ ଚରଣ ଦାସ କହିଥିଲେ। ଯାହାକୁ ନେଇ ଏବେ...

FM କଲେଜ ଛାତ୍ରୀଙ୍କ ଏକାଦଶାହରେ ଶ୍ରଦ୍ଧାଞ୍ଜଳି ସଭା ପାଳିଲା କଂଗ୍ରେସ, ଭକ୍ତ କହିଲେ ନ୍ୟାୟ ନ ମିଳିବା ଯାଏ…

ଭୁବନେଶ୍ୱର,୨୪।୭: ଉତ୍କଳ ବିଶ୍ବବିଦ୍ୟାଳୟ ଗେଟ ସମ୍ମୁଖରେ କଂଗ୍ରେସ ଶ୍ରଦ୍ଧାଞ୍ଜଳି ସଭା କରିଛି। FM କଲେଜ ଛାତ୍ରୀଙ୍କ ଏକାଦଶାହ ଉଦ୍ଦେଶ୍ୟରେ ଶ୍ରଦ୍ଧାଞ୍ଜଳି ସଭା ପାଳିଛି କଂଗ୍ରେସ। ପିସିସି ସଭାପତି ଭକ୍ତ ଦାସଙ୍କ ସହ ଅନେକ କଂଗ୍ରେସ କର୍ମୀ ଯୋଗ ଦେଇଛନ୍ତି। ଏହି...

‘ସୌମ୍ୟାଶ୍ରୀଙ୍କ କରୁଣ ମୃତ୍ୟୁ ଜୀବନ ସାରା ମନେ ରହିବ’

କେନ୍ଦୁଝର,୨୪ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ଗୁରୁବାର କୀରମୋହନ କଲେଜର ମୃତା ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଏକାଦଶାହ। ୧୧ ଦିନ ବିତି ଯାଇଥିଲେ ମଧ୍ୟ ଲୋକଙ୍କ ମନରୁ ଝିଅଟିର କରୁଣ ମୃତ୍ୟୁ କାହାଣୀ ଲିଭି ନାହିଁ ଅନେକ ଏହାକୁ ଜୀବନ ସାରା ମନେ...

ତାରାଙ୍କ ତେର୍ଚ୍ଛାବାଣ: କହିଲେ ଅନାସ୍ଥା ଆଣିବା ପାଇଁ ଆମ ପାଖରେ ସଂଖ୍ୟା ଅଛି, ବିଜେଡି ସମର୍ଥନ ନ କଲେ ଭାଜପା ସହ…

ଭୁବନେଶ୍ୱର,୨୪ା୭): ଅନାସ୍ଥା ଚର୍ଚ୍ଚା ଉପରେ ଜୟପୁର ବିଧାୟକ ତଥା କଂଗ୍ରେସର ବରିଷ୍ଠ ନେତା ତାରା ବାହିନୀପତି ତେର୍ଚ୍ଛାବାଣ ମାରିଛନ୍ତି। ତାରା କହିଛନ୍ତି, ଅନାସ୍ଥା ଆଣିବା ପାଇଁ ଆମ ପାଖରେ ସଂଖ୍ୟା ରହିଛି। ଆମେ ୧୪ ବିଧାୟକ ଓ ଆମ ସହ...

ଅନାସ୍ଥା ପ୍ରସ୍ତାବ ନେଇ ବିଜେଡି-କଂଗ୍ରେସ ମଧ୍ୟରେ ତର୍ଜମା, ବିଜେଡି ଦେଲା ବଡ ସଙ୍କେତ

ଭୁବନେଶ୍ୱର,୨୩।୭: ବାଲେଶ୍ବର ଏଫ୍‌ଏମ୍‌ କଲେଜ ଛାତ୍ରୀ ଆତ୍ମହତ୍ୟା ଘଟଣାକୁ ନେଇ ରାଜ୍ୟ ରାଜନୀତି ଉତ୍ତେଜନାପୂର୍ଣ୍ଣ ହୋଇ ପଡ଼ିଛି। ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ଭକ୍ତ ଚରଣ ଦାସଙ୍କ ଅନାସ୍ଥା ପ୍ରସ୍ତାବ ଘୋଷଣାକୁ ଜବାବ ଦେଇ ବିଜୁ ଜନତା ଦଳ...

କାହିଁକି ଦିଲ୍ଲୀ ଆସୁଛନ୍ତି ରେବନ୍ତ ରେଡ୍ଡୀ? ଭାଜପାକୁ ମାଗିବେ ସମର୍ଥନ

ନୂଆଦିଲ୍ଲୀ,୨୩।୭: ଦକ୍ଷିଣ ରାଜ୍ୟ ତେଲଙ୍ଗାନାରେ ଦେଖାଯାଇଛି ରାଜନୈତିକ ଅସ୍ଥିରତା। ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଏ. ରେବନ୍ତ ରେଡ୍ଡୀ ମଧ୍ୟ ତାଙ୍କର ବିଶେଷ ପ୍ରସ୍ତୁତି ସହିତ ଦିଲ୍ଲୀ ଆସୁଛନ୍ତି। ତାଙ୍କ ପ୍ରତିନିଧିଙ୍କ ସହିତ ଦିଲ୍ଲୀରେ ରହଣି ସମୟରେ, ମୁଖ୍ୟମନ୍ତ୍ରୀ ରେଡ୍ଡୀ କେବଳ ତାଙ୍କ...

ଭାଜପାର ବିକ୍ଷୋଭ: ରାହୁଲ ଗାନ୍ଧୀ, ଭକ୍ତ ଦାସଙ୍କ କୁଶପୁତ୍ତଳିକା ଦାହ କରି କହିଲା କଂଗ୍ରେସ ଅମଳରେ…

ଭବାନୀପାଟଣା,୨୩ା୭(ଉତ୍ତମ କୁମାର ଦାଶ): ଜଣେ ଛାତ୍ରୀଙ୍କୁ ବଳାତ୍କାର ମାମଲାରେ ପ୍ରଦେଶ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ ଗିରଫଦାରୀ ଘଟଣାକୁ ନେଇ ଭବାନୀପାଟଣା ଗାନ୍ଧୀ ଛକଠାରେ କଳାହାଣ୍ଡି ଭାଜପା ଯୁବ ମୋର୍ଚ୍ଚା ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏହା ସହ...

ବଳାତ୍କାର ଅଭିଯୋଗରେ ଜେଲ ଯାଇଥିବା ଉଦିତ୍‌ ପ୍ରଧାନ ଦେଲେ ସାଂଘାତିକ ବୟାନ, ଭାଜପା ମୋତେ…

ଭୁବନେଶ୍ୱର,୨୧।୭: ନାରୀ ସୁରକ୍ଷାର ନାରା ଦେଇ ସରକାରଙ୍କୁ ହରଡ଼ ଘଣାରେ ପକାଇ ଆସୁଥିଲେ। ହେଲେ ନିଜ ଦଳର ଛାତ୍ର ନେତା ବଳାତ୍କାର ଅଭିଯୋଗରେ ଗିରଫ ପରେ ଏବେ ଅଡୁଆ ସ୍ଥିତିରେ କଂଗ୍ରେସ। ବଳାତ୍କାର ଅଭିଯୋଗରେ ଛାତ୍ର କଂଗ୍ରେସ ସଭାପତି ଉଦିତ...

ଜେଲ ଗଲେ ନିଲମ୍ବିତ ଛାତ୍ର କଂଗ୍ରେସ ସଭାପତି, ଯୁବତୀଙ୍କୁ ନିଶା ଦେଇ କରିଥିଲେ ବଳାତ୍କାର

ଭୁବନେଶ୍ୱର,୨୧।୭: ଜେଲ ଗଲେ ନିଲମ୍ବିତ ଛାତ୍ର କଂଗ୍ରେସ ସଭାପତି ଉଦିତ୍‌ ପ୍ରଧାନ। ଭୁବନେଶ୍ୱର SDJM କୋର୍ଟରେ ହାଜର ପରେ ଝାରପଡ଼ା ଜେଲ ଯାଇଛନ୍ତି। ବଳାତ୍କାର ଅଭିଯୋଗରେ ଗିରଫ କରିଥିଲା ମଞ୍ଚେଶ୍ୱର ଥାନା ପୋଲିସ। ଗିରଫ ପରେ ଉଦିତ୍‌ ପ୍ରଧାନଙ୍କୁ ନିଲମ୍ବନ...

FM କଲେଜ ଛାତ୍ରୀ ମୃତ୍ୟୁ ଘଟଣା: ଭକ୍ତଙ୍କ ଘୋଷଣା, ଆସନ୍ତା ୨୪ରେ ହେବ…

ଭୁବନେଶ୍ୱର,୨୧।୭: ଗଣବଳାତ୍କାର ଏବଂ ବିଭିନ୍ନ ନିର୍ଯାତନାର ଶିକାର ହୋଇଥିବା ଝିଅ, ଭଉଣୀ ଏବଂ ମହିଳାମାନଙ୍କୁ ନ୍ୟାୟ ମିଳୁନାହିଁ। ବିଶେଷ କରି ବାଲେଶ୍ୱର ଏଫ୍‌ଏମ୍‌ କଲେଜ ଛାତ୍ରୀଙ୍କୁ ନ୍ୟାୟ ମିଳିପାରିଲା ନାହିଁ। ଛାତ୍ରୀ ଜଣଙ୍କ କହି କହି ଥକି ଗଲା, ହେଲେ...

ସୌମ୍ୟାଶୀଙ୍କ ମୃତ୍ୟୁ ଘଟଣା: ପୁଣି ବଡ଼ ଘୋଷଣା କରିଦେଲେ ଭକ୍ତ, ହେବ…

ଭୁବନେଶ୍ୱର,୧୮।୭: ଆସନ୍ତା ୨୧ ତାରିଖରେ ବିଜେଡି ଆରଡିସି ସ୍ତରୀୟ ବିକ୍ଷୋଭ ପାଇଁ ଘୋଷଣା କରିଥିବା ବେଳେ କଂଗ୍ରେସ ମଧ୍ୟ ଏକ ବଡ଼ ନିଷ୍ପତ୍ତି ନେଇଛି। ଏଫ୍‌ଏମ୍‌ କଲେଜ ମୃତ ଛାତ୍ରୀଙ୍କ ଏକାଦଶାହକୁ ଶ୍ରଦ୍ଧାଞ୍ଜଳି ଦିବସ ପାଳିବ କଂଗ୍ରେସ। ପିସିସି ସଭାପତି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri