Tag Archives: CONGRESS

AAP ଛାଡିଲେ ୭ ଏମପି, କଂଗ୍ରେସ କହିଲା-‘ମୋଦିଙ୍କ ଓ୍ବାଶିଂ ମେଶିନ ପୁଣି ସକ୍ରିୟ ହୋଇଗଲାଣି’

ନୂଆଦିଲ୍ଲୀ,୨୫।୪: ଆମ ଆଦମୀ ପାର୍ଟିର ସାତ ଜଣ ଏମପି ରାଘବ ଚଢା ଏବଂ ସନ୍ଦୀପ ପାଠକଙ୍କ ସମେତ ୭ଜଣ ଦଳ ବିରୁଦ୍ଧରେ ବିଦ୍ରୋହ କରିଛନ୍ତି। ଏମାନଙ୍କ ମଧ୍ୟରୁ ଚାରି ଜଣ ଏମପି ଭାରତୀୟ ଜନତା ପାର୍ଟି (ଭାଜପା)ରେ ମଧ୍ୟ ଯୋଗ ଦେଇଛନ୍ତି।…

ମୋଦିଙ୍କୁ ଝଟ୍‌କା: ଆମେରିକା-ଇରାନ ଯୁଦ୍ଧବିରତି ଚୁକ୍ତିନାମା ନେଇ କଂଗ୍ରେସର ପ୍ରଥମ ପ୍ରତିକ୍ରିୟା, ପାକିସ୍ତାନର…

ନୂଆଦିଲ୍ଲୀ,୮ା୪: ଆମେରିକା-ଇରାନ ମଧ୍ୟରେ ଯୁଦ୍ଧବିରତି ଚୁକ୍ତିନାମା ନେଇ କଂଗ୍ରେସ ପକ୍ଷରୁ ପ୍ରଥମ ପ୍ରତିକ୍ରିୟା ପ୍ରକାଶ ପାଇଛି। କଂଗ୍ରେସ ଏମ୍‌ପି ଜୟରାମ ରମେଶ ସୋସିଆଲ ମିଡିଆ ପ୍ଲାଟଫର୍ମ ‘X’ରେ ଏକ ପୋଷ୍ଟ କରିଛନ୍ତି। ସେ ଲେଖିଛନ୍ତି, ‘ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ…

ନିର୍ବାଚନ ପୂର୍ବରୁ କଂଗ୍ରେସକୁ ବଡ଼ ଝଟକା, ନୂଆ ଦଳ ଗଠନ କଲେ ସିଦ୍ଧୁ! ଦଳରୁ ଅଲଗା ହେବା ପରେ…

ଚଣ୍ଡିଗଡ଼,୭।୪: ୨୦୨୭ ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ, ରାଜ୍ୟର ରାଜନୈତିକ ଦୃଶ୍ୟପଟରେ ଏକ ଗୁରୁତ୍ୱପୂର୍ଣ୍ଣ ଘଟଣା ଘଟିଛି। ନବଜୋତ ସିଂହ ସିଦ୍ଧୁଙ୍କ ପତ୍ନୀ ଡକ୍ଟର ନବଜୋତ କୌର ସିଦ୍ଧୁ ତାଙ୍କର ନୂତନ ରାଜନୈତିକ ଦଳ ଗଠନ ଘୋଷଣା କରିଛନ୍ତି। କଂଗ୍ରେସ ଦଳରୁ…

ପୂର୍ବତନ ଟେନିସ ଖେଳାଳି, ଓକିଲ ,ମିଡିଆ ହାଉସ ମାଲିକାଣି …, କିଏ ଆସାମ ମୁଖ୍ୟମନ୍ତ୍ରୀଙ୍କ ପତ୍ନୀ ରିନିକି ଭୂୟାଁ ଶର୍ମା? ଜାଣନ୍ତୁ…

ଗୁଆହାଟି,୭।୪: ଆସାମରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହେବାକୁ ଆଉ କିଛି ଘଣ୍ଟା ବାକି ଥିବାବେଳେ, ରାଜ୍ୟରେ ରାଜନୈତିକ ତାପମାତ୍ରା କ୍ରମାଗତ ଭାବରେ ବୃଦ୍ଧି ପାଇବାରେ ଲାଗିଛି। ସଦ୍ୟତମ ଘଟଣାକ୍ରମରେ, ଏପ୍ରିଲ ୯ ରେ ହେବାକୁ ଥିବା ନିର୍ବାଚନର କିଛି…

କଂଗ୍ରେସରେ ଯୋଗ ଦେବେ ରାଘବ ଚଢା? ବଡ଼ ଦାବି କଲେ ଅଳକା ଲାମ୍ବା

ନୂଆଦିଲ୍ଲୀ,୩।୪: ଏଏପି ରାଜ୍ୟ ସଭା ଏମପି ରାଘବ ଚଢା ନିଜ ଦଳ ଭିତରେ ନେତାମାନଙ୍କ ଦ୍ୱାରା ସମାଲୋଚନାର ଶିକାର ହୋଇଛନ୍ତି। ରାଜନୈତିକ ମହଲରେ ତାଙ୍କ ସମ୍ପର୍କରେ ବିଭିନ୍ନ କଳ୍ପନାଜଳ୍ପନା ମଧ୍ୟ ଚାଲିଛି। ଏହି ସମୟରେ, ଜଣେ ସୋସିଆଲ ମିଡିଆ ବ୍ୟବହାରକାରୀ ପୋଷ୍ଟ…

ଯୁଦ୍ଧକୁ ନେଇ କଂଗ୍ରେସର ରାଜନୀତି ପ୍ରବାସୀ ଭାରତୀୟଙ୍କ ପାଇଁ ବିପଦ: ମୋଦି

ନୂଆଦିଲ୍ଲୀ ,୩୦ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ଏବେ ସାରା ବିଶ୍ୱରେ ସଙ୍କଟ ସୃଷ୍ଟି ହୋଇଛି। ଏଥିରେ ଭାରତ ମଧ୍ୟ ପ୍ରଭାବିତ ହୋଇଛି। କିନ୍ତୁ ଯୁଦ୍ଧକୁ ନେଇ କଂଗ୍ରେସ ଯେଭଳି ଟିପ୍ପଣୀ କରୁଛି, ତଦ୍ଦ୍ବାରା ଉପସାଗରୀୟ ଦେଶଗୁଡିକରେ ରହୁଥିବା ଭାରତୀୟଙ୍କ ପାଇଁ ବିପଦ…

ଇରାନ-ଆମେରିକା ଯୁଦ୍ଧରେ ପାକିସ୍ତାନର ମଧ୍ୟସ୍ଥତାକୁ ନେଇ ଖପ୍ପା ହେଲାଣି କଂଗ୍ରେସ

ନୂଆଦିଲ୍ଲୀ,୨୪।୩: ଯୁଦ୍ଧ ଏଡାଇବା ପାଇଁ ଇରାନ ଏବଂ ଆମେରିକା ଆଲୋଚନାରେ ସାମିଲ ହେବାକୁ ରାଜି ହୋଇଛନ୍ତି। ଆମେରିକାର ରାଷ୍ଟ୍ରପତି ଦାବି କରିଛନ୍ତି ଯେ ତିନୋଟି ଦେଶ ଏହି ପ୍ରକ୍ରିୟାରେ ମଧ୍ୟସ୍ଥତା କରୁଛନ୍ତି। ଯଦିଓ ସେ ସ୍ପଷ୍ଟ ଭାବରେ ଦେଶଗୁଡ଼ିକର ନାମ ନେଇ…

ରାଜ୍ୟ ସଭା ନିର୍ବାଚନ: ବିଜୟ ପରେ ବିଜେଡି, କଂଗ୍ରେସ ବିଧାୟକଙ୍କୁ ଏମିତି କହିଲେ ଦିଲ୍ଲୀପ ରାୟ

ଭୁବନେଶ୍ୱର,୧୬।୩: ଓଡ଼ିଶା ରାଜ୍ୟସଭା ନିର୍ବାଚନର ସବୁଠାରୁ ଚର୍ଚ୍ଚିତ ଆସନରେ ସ୍ୱାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ ବିଜୟୀ ହୋଇଛନ୍ତି। ଭାଜପା ସମର୍ଥିତ ଏହି ଅଭିଜ୍ଞ ନେତାଙ୍କ ବିଜୟ ପରେ ରାଜ୍ୟ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ବିଜୟ ପରେ ରାୟ…

ମତଦାନ ପରେ ଏମିତି କହିଲେ ଦାଶରଥି, ମୋ ଘର ପାହାଡ଼ ଉପରେ…

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନ ପାଇଁ ସେମବାର ମତଦାନ ଚାଲିଛି। ଏହାରି ମଧ୍ୟରେ କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ ଭୋଟ ଦେଇଛନ୍ତି। ଏହି ସମୟରେ ସେ କହିଛନ୍ତି, ପିସିସି ସଭାପତି ଯାହାକୁ କହିଲେ ତାଙ୍କୁ ଭୋଟ ଦେଇଛି। ଯାହାଙ୍କୁ ନିର୍ଣ୍ଣୟ କରିଥିଲି…

ବିଜେଡି ସହ ବୁଝାମଣାକୁ ନେଇ ଏମିତି କହିଲେ ସୋଫିଆ, କଂଗ୍ରେସର ସ୍ଥିତି ଆଜି କେବଳ…

ଭୁବନେଶ୍ୱର,୧୪ା୩: ବିଧାୟିକା ସୋଫିଆ ଫିର୍ଦ୍ଦୋସ ଖୋଲାଖୋଲି ଭାବେ ତାଙ୍କର ଅସନ୍ତୋଷ ଝାଡ଼ିଛନ୍ତି। ବିଜେଡି ସହ ବୁଝାମଣାକୁ ନେଇ ଉଠୁଥିବା କଥା ଉପରେ ସେ ଖୁବ୍‌ ରାଗିଯାଇଛନ୍ତି। ସେ କହିଛନ୍ତି, ରାଜ୍ୟ ସଭା ପାଇଁ ପ୍ରାର୍ଥୀ ଚୟନ ପୂର୍ବରୁ କୌଣସି ଆଲୋଚନା ହୋଇନି।…

ନୂଆ ଗ୍ୟାସ୍‌ ସିଲିଣ୍ଡର ବୁକିଂ କରିବାକୁ ନାକେଦମ ହୋଇପଡୁଛନ୍ତି ଗ୍ରାହକ, ଜିଲାପାଳଙ୍କୁ ଭେଟି କଂଗ୍ରେସ କହିଲା…

ଛତ୍ରପୁର,୧୩ା୩(ଦିଲ୍ଲୀପ ସାମଲ): ଏଲ୍‌ପିଜି ବା ରନ୍ଧନ ଗ୍ୟାସ୍‌କୁ ନେଇ ସୃଷ୍ଟି ହୋଇଥିବା ଅଚଳାବସ୍ଥା ବିରୋଧରେ ଗଞ୍ଜାମ ଜିଲା କଂଗ୍ରେସ କମିଟି (ପୂର୍ବ) ପକ୍ଷରୁ ଆନ୍ଦୋଳନ କରାଯାଇଛି। ଏନେଇ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଜିଲାପାଳଙ୍କୁ ଭେଟି…

ଆଶ୍ଚର୍ଯ୍ୟ କରୁଛି ଭାଜପାର ଆୟ! କଂଗ୍ରେସ ଅପେକ୍ଷା ସାତ ଗୁଣ ଅଧିକ ରୋଜଗାର କରିଛି ଦଳ, କଂଗ୍ରେସ ଆୟ ଅପେକ୍ଷା ଅଧିକ ଖର୍ଚ୍ଚ କରିଛି

ନୂଆଦିଲ୍ଲୀ,୬।୩: ଆସୋସିଏଶନ ଫର୍‌ ଡେମୋକ୍ରାଟିକ ରିଫର୍ମସ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଜାତୀୟ ଦଳଗୁଡ଼ିକର ଆୟ ପ୍ରକାଶ କରିଛି। ଏଡିଆର ରିପୋର୍ଟ ଅନୁଯାୟୀ, ଭାଜପାର ମୋଟ ଆୟ ୬,୭୬୯.୧୫ କୋଟି। ଛଅଟି ଜାତୀୟ ଦଳର ମୋଟ ଆୟର ୮୫ ପ୍ରତିଶତ କେବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?