Tag Archives: CONGRESS

ନାମାଙ୍କନ ଭରିଲେ ସଂତୃପ୍ତ ମିଶ୍ର, ପାଖରେ ଅଛନ୍ତି ନବୀନଙ୍କ ସହ…

ଭୁବନେଶ୍ୱର,୫ା୩: ରାଜ୍ୟ ସଭା ପାଇଁ ଗୁରୁବାର ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର। ବିଜେଡି ପ୍ରାର୍ଥୀ ଭାବେ ସଂତୃପ୍ତ ଆଜି ତାଙ୍କର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସେ ୩ ସେଟ୍‌ର ନାମାଙ୍କନ ଦାଖଲ କରିଛନ୍ତି। ନାମାଙ୍କନ ଭରିବା ସମୟରେ ବିଜେଡି ଏବଂ…

କଂଗ୍ରେସ ଦୁଃସ୍ଥ ରାଜନୀତିକୁ ଓହ୍ଲାଇଛି: ମୋଦି

ନୂଆଦିଲ୍ଲୀ,୨୩ା୨: ଭାରତ ଏଆଇ ଇମ୍ପାକ୍ଟ ସମିଟ୍‌ରେ ଯୁବ କଂଗ୍ରେସ କର୍ମୀଙ୍କ ଅର୍ଦ୍ଧନଗ୍ନ ଶରୀରରେ ବିକ୍ଷୋଭ କରିବା ବିଷୟକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ ଉପରେ ବର୍ଷିଛନ୍ତି। ଏଆଇ ସମିଟ୍‌ ଭଳି ଏକ ବୈଶ୍ୱିକ ସମାବେଶରେ କଂଗ୍ରେସ କର୍ମୀମାନେ ଯେଭଳି ଆଚରଣ…

‘କଂଗ୍ରେସ ପ୍ରଥମରୁ ଉଲଗ୍ନ,’ କାହିଁକି କଂଗ୍ରେସ ନେତାଙ୍କୁ ଏମିତି ସମାଲୋଚନା କଲେ ମୋଦି? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨୨।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ରାଜଧାନୀ ଦିଲ୍ଲୀରେ ଅନୁଷ୍ଠିତ ଇଣ୍ଡିଆ AI ଇମ୍ପାକ୍ଟ ସମ୍ମିଳନୀରେ ଭାରତୀୟ ଯୁବ କଂଗ୍ରେସର ସାର୍ଟଲେସ ପ୍ରଦର୍ଶନକୁ ନେଇ କଂଗ୍ରେସ ଦଳ ଉପରେ ବର୍ଷିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ଟାର୍ଗେଟ କରି କହିଛନ୍ତି, ‘କଂଗ୍ରେସ ଏକ ବିଶ୍ୱସ୍ତରୀୟ…

‘AI ସମ୍ମିଳନୀରେ କଂଗ୍ରେସର ସାର୍ଟଲେସ ପ୍ରତିବାଦ ନେପାଳର GenZ ଆନ୍ଦୋଳନ ଦ୍ୱାରା ଅନୁପ୍ରାଣିତ’, ଦିଲ୍ଲୀ ପୋଲିସର ବଡ଼ ଦାବି

ନୂଆଦିଲ୍ଲୀ,୨୧।୨: ଦିଲ୍ଲୀର ଭାରତ ମଣ୍ଡପମରେ ଇଣ୍ଡିଆ ଏଆଇ ଇମ୍ପାକ୍ଟ ଶିଖର ସମ୍ମିଳନୀରେ ଯୁବ କଂଗ୍ରେସ କର୍ମୀଙ୍କ ପ୍ରତିବାଦ ଦେଶରେ ରାଜନୀତିକୁ ଉଷ୍ମ କରିଛି। ବିଭିନ୍ନ ରାଜ୍ୟର ଭାଜପା କର୍ମୀମାନେ କଂଗ୍ରେସ ଦଳ ବିରୋଧରେ ପ୍ରତିବାଦ କରୁଛନ୍ତି। ଏହି ସମୟରେ, ଶନିବାର (୨୧…

‘ଟପଲେସ୍‌, ବ୍ରେନଲେସ ଆଣ୍ଡ ସେମଲେସ୍‌’, ଏଆଇ ସମ୍ମିଳନୀରେ କଂଗ୍ରେସର ସାର୍ଟଲେସ ପ୍ରଦର୍ଶନ ଉପରେ ଭାଜପାର ଭର୍ତ୍ସନା

ନୂଆଦିଲ୍ଲୀ,୨୦।୨: ସମ୍ବିତ ପାତ୍ର ଫେବୃଆରୀ ୨୦, ୨୦୨୬ ରେ ଏକ ସାମ୍ବାଦିକ ସମ୍ମିଳନୀରେ ଯୁବ କଂଗ୍ରେସର ସଦସ୍ୟମାନଙ୍କ ବିରୁଦ୍ଧରେ ଗମ୍ଭୀର ଅଭିଯୋଗ ଆଣିଥିଲେ। ସେ କହିଥିଲେ ଯେ ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ ୨୦୨୬ରେ ଚାରି ଜଣଙ୍କୁ ଗିରଫ କରାଯାଇଥିଲା, ଯେଉଁମାନେ…

କିଛି ଘଣ୍ଟା ମଧ୍ୟରେ ଇସ୍ତଫା ଫେରାଇ ନେଲେ ଏହି କଂଗ୍ରେସ ନେତା, ହେଲେ କାହିଁକି ନେଲେ ଏଭଳି ନିଷ୍ପତ୍ତି? ଜାଣନ୍ତୁ…

ଗୁଆହାଟି,୧୬।୨: ଆସାମ କଂଗ୍ରେସ ଦଳର ପୂର୍ବତନ ସଭାପତି ଭୂପେନ କୁମାର ବୋରା ସୋମବାର (୧୬ ଫେବୃଆରୀ, ୨୦୨୬) ଦିନ ଦଳର ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଇସ୍ତଫାପତ୍ର ପ୍ରଦାନ କରିବାର କିଛି ଘଣ୍ଟା ପରେ ତାଙ୍କ ଇସ୍ତଫାପତ୍ର ପ୍ରତ୍ୟାହାର କରି ନେଇଥିଲେ। କଂଗ୍ରେସ…

‘ଶଶି ଥରୁର ବୈଦେଶିକ ମନ୍ତ୍ରୀ ହେବାକୁ ଚାହୁଁଛନ୍ତି, ପବନ ଖେରା କେବଳ କାଠ କଣ୍ଢେଇ’, କାହିଁକି ଏମିତି କହିଲେ ମଣି ଶଙ୍କର ଆୟାର? ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୬।୨: ବିବାଦୀୟ ବୟାନ ପାଇଁ ଜଣାଶୁଣା ବରିଷ୍ଠ କଂଗ୍ରେସ ନେତା ମଣି ଶଙ୍କର ଆୟାର ତାଙ୍କ ଦଳ ଭିତରେ ଥିବା ବରିଷ୍ଠ ନେତାମାନଙ୍କୁ ଟାର୍ଗେଟ କରିଛନ୍ତି। ସେ ଶଶି ଥରୁର, ପବନ ଖେରା ଏବଂ ଜୟରାମ ରମେଶଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ…

ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଲାଗିଲା ବଡ଼ ଝଟକା

ଗୁଆହାଟି,୧୬।୨: ଆସାମ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ଦଳକୁ ଏକ ବଡ଼ ଝଟକା ଲାଗିଛି। ବରିଷ୍ଠ ନେତା ଏବଂ ପୂର୍ବତନ ରାଜ୍ୟ କଂଗ୍ରେସ ସଭାପତି ଭୂପେନ ବୋରା ଦଳ ଛାଡିଛନ୍ତି। ସେ ପ୍ରାଥମିକ ସଦସ୍ୟତା ସମେତ ଦଳର ସମସ୍ତ ପଦରୁ ଇସ୍ତଫା…

ବାଚସ୍ପତିଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ! ବିରୋଧୀ ହେଉଛନ୍ତି ସଜବାଜ

ନୂଆଦିଲ୍ଲୀ,୯।୨: ବିରୋଧୀ ଦଳ ଲୋକ ସଭା ବାଚସ୍ପତି ଓମ ବିର୍ଲାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିବାକୁ ପ୍ରସ୍ତୁତ ହେଉଛନ୍ତି। ସୂତ୍ରରୁ ଜଣାପଡିଛି ଯେ, ବିରୋଧୀ ଦଳ ନେତାମାନେ କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀଙ୍କୁ ଭେଟିଛନ୍ତି। ସେମାନେ କହିଛନ୍ତି ଯେ, ଯଦି ବିରୋଧୀ…

୧୨ରେ ଧର୍ମଘଟକୁ ସମର୍ଥନ କରିବ କଂଗ୍ରେସ: ଭକ୍ତ

ଭୁବନେଶ୍ୱର,୮।୨: କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରଚଳିତ ୪ଟି ଶ୍ରମ କୋଡ୍‌ ବାତିଲ ସହିତ ବିଭିନ୍ନ ଜନବିରୋଧୀ ନୀତିକୁ ନେଇ ୧୦ଟି କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନ ପକ୍ଷରୁ ଆସନ୍ତା ୧୨ ତାରିଖରେ ଧର୍ମଘଟ ଓ ବନ୍ଦ ଡାକରା ଦିଆଯାଇଛି। ଅଖିଳ ଭାରତୀୟ ଟ୍ରେଡ୍‌…

ବିଶ୍ୱଜିତ କଂଗ୍ରେସରେ ଯୋଗ ଦେବା ପରେ ଅସନ୍ତୋଷ ଝାଡ଼ିଲେ ସୋଫିଆ, କହିଲେ ଆମକୁ…

ଭୁବନେଶ୍ୱର,୮ା୨: କଂଗ୍ରେସରେ କଟକର ବିଜେଡି ନେତା ବିଶ୍ୱଜିତ ମହାନ୍ତି ଯୋଗଦେବା ପ୍ରସଙ୍ଗରେ ସୋଫିଆ ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ସେ କହିଛନ୍ତି, ଅବଗତ କରାଯାଇନାହିଁ। କଟକର ଜଣେ ନେତା କଂଗ୍ରେସରେ ଯୋଗଦେଲେ ମାତ୍ର ମୁଁ ଜାଣି ନ ଥିଲି। ସୋସିଆଲ ମିଡିଆରୁ…

India-US Trade Deal: ‘ବନ୍ଧୁ ଆଉ ବନ୍ଧୁ ହୋଇ ରହିଲେ ନାହିଁ…’, ଭାରତ-ଆମେରିକା ବାଣିଜ୍ୟ ଚୁକ୍ତିକୁ ନେଇ…

ନୂଆଦିଲ୍ଲୀ,୭।୨: ଭାରତ ଏବଂ ଆମେରିକା ମଧ୍ୟରେ ଘୋଷଣା ହୋଇଥିବା ମଧ୍ୟବର୍ତ୍ତୀକାଳୀନ ବାଣିଜ୍ୟ ଚୁକ୍ତି ଜାତୀୟ ରାଜନୀତିକୁ ଉଷ୍ମ କରିଛି। ବରିଷ୍ଠ କଂଗ୍ରେସ ନେତା ଜୟରାମ ରମେଶ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଉଭୟଙ୍କୁ ଟାର୍ଗେଟ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?