Nuapara By-Election: ୫ମ ରାଉଣ୍ଡ୍ରେ ବି ଜୟ ଢୋଲକିଆ ଆଗରେ, ଏତିକି ଭୋଟ୍ ପଛରେ ଅଛନ୍ତି ସ୍ନେହାଙ୍ଗିନୀ
ନୂଆପଡ଼ା,୧୪ା୧୧(ମକାରୁ ବେମାଲ): ନୂଆପଡ଼ା ଉପନିର୍ବାଚନର ଭୋଟ୍ ଗଣତି ସକାଳ ୮ଟାରୁ ଜାରି ରହିଛି। ପଞ୍ଚମ ରାଉଣ୍ଡ ସୁଦ୍ଧା ଭାଜପା ପ୍ରାର୍ଥୀ ଜୟ ଢୋଲକିଆ ୧୮ ହଜାର ୩୯୮ ଭୋଟ୍ରେ ଆଗୁଆ ରହିଛନ୍ତି। ପଞ୍ଚମ ରାଉଣ୍ଡ ସୁଦ୍ଧା ଢୋଲକିଆଙ୍କୁ ୨୫୧୯୫ ଭୋଟ୍ ମିଳିଥିବାବେଳେ…
ନୂଆପଡ଼ାରେ ନବୀନ: ସ୍ନେହାଙ୍ଗିନୀ ଛୁରିଆଙ୍କ ପାଇଁ ପ୍ରଚାର କରି…
ଭୁବନେଶ୍ୱର,୭।୧୧: ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ଦିନିକିଆ ନୂଆପଡ଼ା ଗସ୍ତରେ ଯାଇ ପହଞ୍ଚିଛନ୍ତି। ନବୀନଦଳୀୟ ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ପାଇଁ ପ୍ରଚାର କରିବେ। ଏହି ଅବସରରେ ନବୀନ ଖରିଆର୍ ରୋଡ୍ ଏନ୍ଏସି ଅଞ୍ଚଳର ଦାଗା,…
ମୋର ବିଜୟ ସୁନିଶ୍ଚିତ: ଘାସିରାମ ମାଝୀ
ନୂଆପଡ଼ା ଉପନିର୍ବାଚନରେ ୩ ପ୍ରମୁଖ ଦଳ ଭାଜପା, ବିଜେଡି ଓ କଂଗ୍ରେସ ସମେତ ସମୁଦାୟ ୧୪ ଜଣ ପ୍ରତିଦ୍ବନ୍ଦ୍ବିତା କରୁଛନ୍ତି। କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀ ଚଳିତ ନିର୍ବାଚନକୁ ମିଶାଇ ୬ଷ୍ଠ ଥର ପାଇଁ ନିର୍ବାଚନ ରଣାଙ୍ଗନରେ ଅବତୀର୍ଣ୍ଣ ହୋଇଛନ୍ତି। କେମିତି…
ନୂଆପଡ଼ା ଉପ-ନିର୍ବାଚନ: ତିନି ପ୍ରମୁଖ ଦଳ ପାଇଁ ସମ୍ମାନର ଲଢ଼େଇ
ଭୁବନେଶ୍ୱର,୩।୧୧: ଆସନ୍ତା ନଭେମ୍ବର ୧୧ ତାରିଖରେ ହେବାକୁ ଥିବା ନୂଆପଡ଼ା ବିଧାନସଭା ଉପ-ନିର୍ବାଚନ ପାଇଁ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ବିରୋଧୀ ବିଜୁ ଜନତା ଦଳ (ବିଜେଡି) ଓ କଂଗ୍ରେସ ଜୋରଦାର ପ୍ରଚାର ଚଳାଇଛନ୍ତି। ବିଜେଡି ବିଧାୟକ ରାଜେନ୍ଦ୍ର…
‘ନୂଆପଡ଼ା ପାଇଁ ନୂଆଦିଲ୍ଲୀରେ ସରିଛି ଡିଲ୍’
ଭୁବନେଶ୍ୱର,୩ା୧୧(ରବିନାରାୟଣ ଜେନା): ନୂଆପଡ଼ା ଉପନିର୍ବାଚନ ପାଇଁ ନୂଆଦିଲ୍ଲୀରେ ଡିଲ୍ ହୋଇସାରିଛି ବୋଲି କଂଗ୍ରେସ ଅଭିଯୋଗ କରିଛି। ରବିବାର କଂଗ୍ରେସ ଭବନରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ପୂର୍ବତନ ପିସିସି ସଭାପତି ଜୟଦେବ ଜେନା କହିଛନ୍ତି, ଗୋଟିଏ ପଟେ ଭାଜପା କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ…
ଉନ୍ନତି ଅପେକ୍ଷାରେ ଯୁବ ଭୋଟର
ନୂଆପଡ଼ା,୨ା୧୧(ପୀତାମ୍ବର ସାହୁ): ଆସନ୍ତା ୧୧ ତାରିଖରେ ନୂଆପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ହେବ ଉପନିର୍ବାଚନ। ଏଥିରେ ପ୍ରଥମ ଥର ପାଇଁ ଭୋଟ ଦେବାକୁ ଯାଉଥିବା ମତଦାତାଙ୍କ ସମେତ ଯୁବ ଭୋଟରମାନେ ଏହି ନିର୍ବାଚନକୁ ନେଇ କ’ଣ ଭାବୁଛନ୍ତି ଏବଂ କେଉଁ ପ୍ରସଙ୍ଗ ଉଠାଉଛନ୍ତି…
ନୂଆପଡ଼ା ଉପନିର୍ବାଚନ: ‘ସହାନୁଭୂତି’ର ଆୟୁଧରେ ଲଢ଼େଇ
ନୂଆପଡ଼ା, ୩୧ା୧୦(ବୀରେନ୍ଦ୍ର କୁମାର ଝାଙ୍କର): ନୂଆପଡା ଉପନିର୍ବାଚନ ଜିଣିବାକୁ ୩ ପ୍ରମୁଖ ଦଳ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ଜୋରଦାର ଉଦ୍ୟମ କରାଯାଉଛି। ପ୍ରମୁଖ ଦଳର ପ୍ରାର୍ଥୀ ଓ ହେଭିୱେଟ ନେତାମାନେ ନୂଆପଡାର ପ୍ରତି ପଞ୍ଚାୟତ ଓ ଗାଁ ଗାଁରେ…
ସର୍ଦ୍ଦାର ପଟେଲଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ କଂଗ୍ରେସ ଉପରେ ବର୍ଷିଲେ ଅମିତ ଶାହା, କହିଲେ ତାଙ୍କୁ ଉପଯୁକ୍ତ…
ନୂଆଦିଲ୍ଲୀ,୩୧ା୧୦: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଲୌହମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୦ତମ ଜନ୍ମବାର୍ଷିକୀ ଅବସରରେ ଶ୍ରଦ୍ଧାଞ୍ଜଳି ଜଣାଇବା ପରେ କଂଗ୍ରେସ ଉପରେ ଖୁବ୍ ବର୍ଷିଛନ୍ତି। ସେ ଶୁକ୍ରବାର କହିଛନ୍ତି ଯେ, କଂଗ୍ରେସ ଦଳ ସର୍ଦ୍ଦାର ପଟେଲଙ୍କୁ ତାଙ୍କର ଉପଯୁକ୍ତ…
କଂଗ୍ରେସର ବଡ଼ ଘୋଷଣା: ତେଜସ୍ବୀ ହେବେ ମୁଖ୍ୟମନ୍ତ୍ରୀ, ରହିବେ ୨ ଉପ ମୁଖ୍ୟମନ୍ତ୍ରୀ
ପାଟନା,୨୩।୧୦: ବିହାର ବିଧାନସଭା ନିର୍ବାଚନ ପୂର୍ବରୁ, ମହାମେଣ୍ଟ ଏକ ବଡ଼ ଘୋଷଣା କରିଛି, ତେଜସ୍ବୀ ଯାଦବଙ୍କୁ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରିଛି। ପାଟନାର ହୋଟେଲ ମୌର୍ଯ୍ୟରେ ଆୟୋଜିତ ଏକ ଗୁରୁତ୍ୱପୂର୍ଣ୍ଣ ସାମ୍ବାଦିକ ସମ୍ମିଳନୀରେ କଂଗ୍ରେସ, ବାମପନ୍ଥୀ ଦଳ ଏବଂ ଅନ୍ୟାନ୍ୟ ସହଯୋଗୀମାନେ…
ବିହାର ନିର୍ବାଚନ: ମହାମେଣ୍ଟର ପ୍ରେସ କନଫରେନ୍ସରେ କେବଳ ତେଜସ୍ବୀଙ୍କ ଫଟୋ ଦେଖି ଭାଜପା କହିଲା…
ପାଟନା,୨୩।୧୦: ବିହାରର ରାଜଧାନୀ ପାଟନାରେ ମହାମେଣ୍ଟର ସାମ୍ବାଦିକ ସମ୍ମିଳନୀ ପୂର୍ବରୁ, ଭାରତୀୟ ଜନତା ପାର୍ଟି (ଭାଜପା) କଂଗ୍ରେସ ଏବଂ ରାହୁଲ ଗାନ୍ଧୀଙ୍କ ଉପରେ କଡା ଆକ୍ରମଣ କରିଛି। ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି) ନେତା ତେଜସ୍ବୀ ଯାଦବଙ୍କୁ ବିହାର ନିର୍ବାଚନ ପାଇଁ…
କଂଗ୍ରେସ ଭବନ ବାହାରେ ହାଇଡ୍ରାମା, ପିସିସି ସଭାପତି କହିଲେ ନାଣ୍ଡୁ ଧଳଙ୍କୁ ଦଳରେ…
ଭୁବନେଶ୍ୱର,୧୫ା୧୦: କଂଗ୍ରେସ ଭବନ ବାହାରେ ହାଇଡ୍ରାମାକୁ ନେଇ ପିସିସି ସଭାପତି ସ୍ପଷ୍ଟମତ ରଖିଛନ୍ତି। ସେ ଖୋଲାଖୋଲି ଭାବରେ କହିଛନ୍ତି ଯେ, ନାଣ୍ଡୁ ଧଳ ଜଣେ ଆପରାଧିକ ଚରିତ୍ରର ବ୍ୟକ୍ତି। ସେ କଂଗ୍ରେସର ସଦସ୍ୟ ହୋଇପାରିବେ ନାହିଁ। ସଦସ୍ୟତା ମଗା ଯାଏ, ଛଡ଼ାଇକି…
ନୂଆପଡା ପାଇଁ ପ୍ରାର୍ଥୀ ଘୋଷଣା, ରାଜନୀତରେ ହଲଚଲ
ନୂଆପଡା,୭।୧୦: ନୂଆପଡା ଉପନିର୍ବାଚନ ପାଇଁ ବିଗୁଲ ବାଜିବା ପରେ କମ୍ପିଲାଣି ପ୍ରଚାର ମୈଦାନ । ନୂଆପଡା ଦଖଲ ପାଇଁ ୩ ଦଳ ନିଜ ଢଙ୍ଗରେ ପ୍ରସ୍ତୁତ କଲେଣି ରଣନୀତି । ଏହାରି ଭିତରେ କଂଗ୍ରେସ କରିଛି ବଡ଼ ଘୋଷଣା। ନୂଆପଡା ପାଇଁ…
Archives


