Tag Archives: CONGRESS

ଭାଜପାର ବିକ୍ଷୋଭ: ରାହୁଲ ଗାନ୍ଧୀ, ଭକ୍ତ ଦାସଙ୍କ କୁଶପୁତ୍ତଳିକା ଦାହ କରି କହିଲା କଂଗ୍ରେସ ଅମଳରେ…

ଭବାନୀପାଟଣା,୨୩ା୭(ଉତ୍ତମ କୁମାର ଦାଶ): ଜଣେ ଛାତ୍ରୀଙ୍କୁ ବଳାତ୍କାର ମାମଲାରେ ପ୍ରଦେଶ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ ଗିରଫଦାରୀ ଘଟଣାକୁ ନେଇ ଭବାନୀପାଟଣା ଗାନ୍ଧୀ ଛକଠାରେ କଳାହାଣ୍ଡି ଭାଜପା ଯୁବ ମୋର୍ଚ୍ଚା ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏହା ସହ କଂଗ୍ରେସ…

ବଳାତ୍କାର ଅଭିଯୋଗରେ ଜେଲ ଯାଇଥିବା ଉଦିତ୍‌ ପ୍ରଧାନ ଦେଲେ ସାଂଘାତିକ ବୟାନ, ଭାଜପା ମୋତେ…

ଭୁବନେଶ୍ୱର,୨୧।୭: ନାରୀ ସୁରକ୍ଷାର ନାରା ଦେଇ ସରକାରଙ୍କୁ ହରଡ଼ ଘଣାରେ ପକାଇ ଆସୁଥିଲେ। ହେଲେ ନିଜ ଦଳର ଛାତ୍ର ନେତା ବଳାତ୍କାର ଅଭିଯୋଗରେ ଗିରଫ ପରେ ଏବେ ଅଡୁଆ ସ୍ଥିତିରେ କଂଗ୍ରେସ। ବଳାତ୍କାର ଅଭିଯୋଗରେ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନଙ୍କ…

ଜେଲ ଗଲେ ନିଲମ୍ବିତ ଛାତ୍ର କଂଗ୍ରେସ ସଭାପତି, ଯୁବତୀଙ୍କୁ ନିଶା ଦେଇ କରିଥିଲେ ବଳାତ୍କାର

ଭୁବନେଶ୍ୱର,୨୧।୭: ଜେଲ ଗଲେ ନିଲମ୍ବିତ ଛାତ୍ର କଂଗ୍ରେସ ସଭାପତି ଉଦିତ୍‌ ପ୍ରଧାନ। ଭୁବନେଶ୍ୱର SDJM କୋର୍ଟରେ ହାଜର ପରେ ଝାରପଡ଼ା ଜେଲ ଯାଇଛନ୍ତି। ବଳାତ୍କାର ଅଭିଯୋଗରେ ଗିରଫ କରିଥିଲା ମଞ୍ଚେଶ୍ୱର ଥାନା ପୋଲିସ। ଗିରଫ ପରେ ଉଦିତ୍‌ ପ୍ରଧାନଙ୍କୁ ନିଲମ୍ବନ କରିଥିଲା…

FM କଲେଜ ଛାତ୍ରୀ ମୃତ୍ୟୁ ଘଟଣା: ଭକ୍ତଙ୍କ ଘୋଷଣା, ଆସନ୍ତା ୨୪ରେ ହେବ…

ଭୁବନେଶ୍ୱର,୨୧।୭: ଗଣବଳାତ୍କାର ଏବଂ ବିଭିନ୍ନ ନିର୍ଯାତନାର ଶିକାର ହୋଇଥିବା ଝିଅ, ଭଉଣୀ ଏବଂ ମହିଳାମାନଙ୍କୁ ନ୍ୟାୟ ମିଳୁନାହିଁ। ବିଶେଷ କରି ବାଲେଶ୍ୱର ଏଫ୍‌ଏମ୍‌ କଲେଜ ଛାତ୍ରୀଙ୍କୁ ନ୍ୟାୟ ମିଳିପାରିଲା ନାହିଁ। ଛାତ୍ରୀ ଜଣଙ୍କ କହି କହି ଥକି ଗଲା, ହେଲେ ପୋଲିସ…

ସୌମ୍ୟାଶୀଙ୍କ ମୃତ୍ୟୁ ଘଟଣା: ପୁଣି ବଡ଼ ଘୋଷଣା କରିଦେଲେ ଭକ୍ତ, ହେବ…

ଭୁବନେଶ୍ୱର,୧୮।୭: ଆସନ୍ତା ୨୧ ତାରିଖରେ ବିଜେଡି ଆରଡିସି ସ୍ତରୀୟ ବିକ୍ଷୋଭ ପାଇଁ ଘୋଷଣା କରିଥିବା ବେଳେ କଂଗ୍ରେସ ମଧ୍ୟ ଏକ ବଡ଼ ନିଷ୍ପତ୍ତି ନେଇଛି। ଏଫ୍‌ଏମ୍‌ କଲେଜ ମୃତ ଛାତ୍ରୀଙ୍କ ଏକାଦଶାହକୁ ଶ୍ରଦ୍ଧାଞ୍ଜଳି ଦିବସ ପାଳିବ କଂଗ୍ରେସ। ପିସିସି ସଭାପତି ଭକ୍ତ…

ଆନ୍ଦୋଳନ ବେଳେ ହାତଯୋଡି କ୍ଷମା ମାଗିଲେ ଭକ୍ତ, କାହିଁକି…

ଭୁବନେଶ୍ୱର,୧୭।୭: FM କଲେଜ ଛାତ୍ରୀ ସୌମ୍ୟାଶ୍ରୀଙ୍କୁ ନ୍ୟାୟ ଦେବା ଦାବିରେ ସରକାରଙ୍କୁ ଘେରିଛନ୍ତି ବିରୋଧୀ । ବୁଧବାର ବିଜେଡି ଆନ୍ଦୋଳନ କରିଥିବାବେଳେ ଆଜି ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗେସ। ଲୋୟର ପିଏମଜିରେ ଆନ୍ଦୋଳନ କରୁଛି କଂଗ୍ରେସ। ଯେଉଁଥିରେ ପୂରା ରାଜଧାନୀ…

ସୌମ୍ୟାଶ୍ରୀ ମୃତ୍ୟୁ: ଭକ୍ତ ଦାସ ଗିରଫ, ଆନ୍ଦୋଳନ ଭିତରେ ଆସିଲା ବଡ଼ ଖବର

ଭୁବନେଶ୍ୱର,୧୭।୭: କଂଗ୍ରେସର ଓଡ଼ିଶା ବନ୍ଦ ଡାକରା ଭିତରେ ଆସିଛି ବଡ଼ ଖବର। ପିସିସି ସଭାପତି ଭକ୍ତ ଦାସଙ୍କୁ ପୋଲିସ ଆରେଷ୍ଟ କରିଛି। ଆନ୍ଦୋଳନସ୍ଥଳରୁ ଭକ୍ତଙ୍କୁ ଉଠାଇ ନେଇଛି ପୋଲିସ। ଲୋୟର ପିଏମଜିରୁ ଆସିଲା ବଡ଼ ଖବର। ବିଧାନସଭା ଘେରାଉବେଳେ ଭକ୍ତଙ୍କୁ ଉଠାଇ…

ଆନ୍ଦୋଳନ ଭିତରେ ଗର୍ଜିଲେ ସୋଫିଆ, ମୁଖ୍ୟମନ୍ତ୍ରୀ କଲେ ସିଧା ଟାର୍ଗେଟ

ଭୁବନେଶ୍ୱର,୧୭।୭: ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟରେ ସୌମ୍ୟାଶ୍ରୀଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ରାଜ୍ୟରେ ତୀବ୍ର ଅସନ୍ତୋଷ ଓ ବିକ୍ଷୋଭ ଦେଖାଦେଇଛି। ଏହି ଘଟଣାରେ କଂଗ୍ରେସ ଆଜି ସାରା ରାଜ୍ୟରେ ଓଡ଼ିଶା ବନ୍ଦ ଡାକରା ଦେଇଛି। ତେବେ ଆନ୍ଦୋଳନ ଚାଲିଥିବା ଭିତରେ ବିଧାୟିକା…

କର୍ଲାମୁଣ୍ଡାରେ ଓଡ଼ିଶା ବନ୍ଦକୁ ସ୍ବତଃପୂର୍ତ୍ତ ସମର୍ଥନ

କର୍ଲାମୁଣ୍ଡା,୧୭ା୭(ପ୍ରଦୀପ କୁମାର ସାହୁ): ବାଲେଶ୍ବର ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁକୁ ନେଇ ରାଜ୍ୟ ସରକାରଙ୍କୁ ଘେରିଛି କଂଗ୍ରେସ। ଗୁରୁବାର କଂଗ୍ରେସ ସମେତ ବାମ ପନ୍ଥୀ ଦଳମାନେ ଦେଇଥିବା ୧୨ ଘଣ୍ଟିଆ ଓଡ଼ିଶା ବନ୍ଦକୁ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମଧ୍ୟ ସ୍ବତଃପୂର୍ତ୍ତ…

ବନ୍ଦ ପାଳନବେଳେ ବ୍ୟାନରରୁ କାଟି ବାହାର କରିଦେଲେ କଂଗ୍ରେସ ବିଧାୟକଙ୍କ ଫଟୋ, କମିଟିର ଅବହେଳା ପାଇଁ…

ଦାରିଙ୍ଗବାଡ଼ି,୧୭ା୭(ଅରୁଣ ସାହୁ): ସାରା ରାଜ୍ୟରେ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ବନ୍ଦ ପାଳନ କରାଯାଉଥିବା ବେଳେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କଂଗ୍ରେସ କମିଟି ପକ୍ଷରୁ ମଧ୍ୟ ବନ୍ଦ ପାଳନ କରାଯାଉଛି। ତେବେ ବନ୍ଦ ପାଳନ ବେଳେ ଏକ ଅଭାବନୀୟ ପରିସ୍ଥିତି…

କେସିଙ୍ଗାରେ ସମସ୍ତ ଦୋକାନ ବଜାର, ଶିକ୍ଷାନୁଷ୍ଠାନ ବନ୍ଦ

କେସିଙ୍ଗା,୧୭ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ପ୍ରାଣୀ ଚିକିତ୍ସାଳୟ ନିକଟରେ କଂଗ୍ରେସ ଟାଉନ ସଭାପତି ସୁଭାଷ ଚନ୍ଦ୍ର ଜୈନଙ୍କ ନେତୃତ୍ୱରେ ଗୁରୁବାର କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ପାଳନ କରାଯାଉଛି। ଏହି ପରିପ୍ରେକ୍ଷୀରେ କେସିଙ୍ଗା ସହରରେ ଗୁରୁବାର ସକାଳ…

ବନ୍ଦ ପାଳନକୁ ନେଇ ସୁର କହିଲେ ଆମେ ପୂରା ଓଡ଼ିଶାକୁ…

ଭୁବନେଶ୍ୱର,୧୭ା୭: ବାଲେଶ୍ୱର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମାହୁତି ଘଟଣାରେ ସରକାରୀ ଉଦାସୀନତାର ପ୍ରତିବାଦରେ କଂଗ୍ରେସ ନେତୃତ୍ୱରେ ବିରୋଧୀ ଦଳଗୁଡ଼ିକ ପକ୍ଷରୁ ଗୁରୁବାର ‘ଓଡ଼ିଶା ବନ୍ଦ’ ପାଳନ କରାଯାଉଛି। ‘ସୌମ୍ୟାଶ୍ରୀଙ୍କ ଆତ୍ମାହୁତିକୁ ନେଇ ବିଭିନ୍ନ ମହଲ, ସୋସିଆଲ ମିଡିଆରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri