ଦୂର ହେବ LPG ଚିନ୍ତା, ଗ୍ୟାସ ସଂରକ୍ଷିତ କରି ରଖିବାକୁ ସରକାର କରିଛନ୍ତି ବଡ଼ ଯୋଜନା!
ନୂଆଦିଲ୍ଲୀ,୧୨।୧୧: ଭାରତ କର୍ନାଟକର ମାଙ୍ଗାଲୁରୁରେ ଦେଶର ସବୁଠାରୁ ବଡ଼ ଏଳପିଜି (LPG) ଭଣ୍ଡାର ଗୁମ୍ଫା ନିର୍ମାଣ କରିଛି। ଭୂପୃଷ୍ଠରୁ ପ୍ରାୟ ୧୬୦ ମିଟର ତଳେ ଅବସ୍ଥିତ ଏହି ଗୁମ୍ଫାରେ ୮୦,୦୦୦ ମେଟ୍ରିକ ଟନ ତରଳ ପେଟ୍ରୋଲିୟମ ଗ୍ୟାସ (LPG) ରଖାଯାଇପାରିବ ବୋଲି…

