ନିଜ ବନ୍ଧୁକରୁ ଗୁଳି କରି ଜୀବନ ହାରିଲେ କନଷ୍ଟେବଳ, ଛୁଟି ନମିଳିବାରୁ… ନୟାଗଡ଼,୫।୨(ଲୋକନାଥ ମିଶ୍ର): ନୟାଗଡ଼ର ଏପିଆର କନଷ୍ଟେବଳଙ୍କ ଆତ୍ମହତ୍ୟା । ମୃତକ ହେଲେ ସୁନୀଲ ସେଠୀ । ଗୁରୁବାର ସେ ରିଜର୍ଭ ପୋଲିସ କ୍ୟାମ୍ପସରେ ଜୀବନ ହାରିଥିବା ସୂଚନା ରହିଛି । କହିରଖୁଛୁ କି, ତାଙ୍କର ନିର୍ବନ୍ଧ ସରିଥିବା ବେଳେ ଆଉ କିଛି…