‘ଆମ ସମ୍ବିଧାନ ଆମ ସ୍ବାଭିମାନ ସବୁଠୁ ଶ୍ରେଷ୍ଠ’ ଭଞ୍ଜନଗର,୨୬ା୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ବୁଧବାର ସମ୍ବିଧାନ ଦିବସ ପାଳିତ ହୋଇଯାଇଛି। ଏଥିରେ କଲେଜ ଅଧ୍ୟକ୍ଷ ରାଜେନ୍ଦ୍ର କୁମାର ଦାସ ଅଧ୍ୟକ୍ଷତା କରିଥିଲେ। ଏହି ଅବସରରେ ଆମ ସମ୍ବିଧାନ ଆମ ସ୍ବାଭିମାନ...