ଅନିଶ୍ଚିତତା ଘେରରେ ମା’ ରାମଚଣ୍ଡୀଙ୍କ ଦିବ୍ୟ ମନ୍ଦିର ନିର୍ମାଣ
ମହାକାଳପଡ଼ା,୧୨ା୧୧(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ ମନ୍ଦିରର ଇତିହାସ ଅତ୍ୟନ୍ତ ପୁରାତନ। କିମ୍ବଦନ୍ତୀ ଅନୁସାରେ, ୧୭୩୭ରେ କୁଜଙ୍ଗ ରାଜାଙ୍କ ଶାସନ ସମୟରେ ଏହି ମନ୍ଦିରର ନିର୍ମାଣ କାର୍ଯ୍ୟ ହୋଇଥିଲା ବୋଲି…

