ନିର୍ମାଣ ଶ୍ରମିକ ସହାୟତା ରାଶି ବଣ୍ଟନରେ ବିଫଳ କେନ୍ଦୁଝର ଶ୍ରମ ବିଭାଗ କେନ୍ଦୁଝର ୨୪ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲାର ସମଗ୍ର ଜନ ସଂଖ୍ୟାର ଏକ ବୃହତ ଭାଗ ହେଉଛନ୍ତି ଶ୍ରମିକ ଆଉ ଉକ୍ତ ଶ୍ରମିକ ମାନଙ୍କ ମଧ୍ୟରୁ ସର୍ବାଧିକ ସଂଖ୍ୟା ହେଉଛି ନିର୍ମାଣ ଶ୍ରମିକ। ଏଣୁ ସରକାର ସେମାନଙ୍କ ସୁରକ୍ଷା ପାଇଁ ବିଭିନ୍ନ...