ଭୁବନେଶ୍ବର,୧୭।୨(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ରାଜ୍ୟର କୃଷକସାଥୀ ମାନଙ୍କ ଆବଶ୍ୟକ ଖର୍ଚ୍ଚ (Contigent Exptenditure) ପାଇଁ ସହାୟତା ରାଶିର ପରିମାଣ ବୃଦ୍ଧି ଘୋଷଣା କରିଛନ୍ତି…