୨୦୨୭ ବିଶ୍ୱକପ୍ ପୂର୍ୱରୁ ବିସିସିଆଇର ବଡ଼ ନିଷ୍ପତ୍ତି: ଆଉ ବର୍ଷେ ମୁଖ୍ୟ ଚୟନକର୍ତ୍ତା ରହିବେ ଅଗରକର ନୂଆଦିଲ୍ଲୀ,୧୯ା୪: ଭାରତୀୟ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କ କାର୍ଯ୍ୟକାଳ ଏକ ବର୍ଷ ପାଇଁ ନବୀକରଣ କରାଯାଇଛି। ସେ ଆସନ୍ତାବର୍ଷ ପର୍ଯ୍ୟନ୍ତ ତାଙ୍କ ପଦବୀରେ ରହିବେ। ୨୦୨୭ ଅନ୍ତର୍ଜାତୀୟ ଦିନିକିଆ ବିଶ୍ୱକପ୍କୁ ଦୃଷ୍ଟିରେ ରଖି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ…