ଚାନ୍ଦା ନ ଦେବାରୁ ଠିକାଦାରଙ୍କୁ ହତ୍ୟା, ଅଭିଯୋଗ ଆଣି ପୁଅ କହିଲେ ମୋ’ ବାପାଙ୍କୁ… ଆନନ୍ଦପୁର/ବଞ୍ଚୋ,୨୧ା୨(ସୁଶାନ୍ତ କୁମାର ସାହୁ/ପ୍ରଦୋଷ କୁମାର ବିଶ୍ୱାଳ): ଠିକା କାମରେ ଚାନ୍ଦା ନ ଦେବାରୁ ଠିକାଦାରଙ୍କୁ କିଛି ଅସାମାଜିକ ହତ୍ୟା କରିଥିବା ନେଇ ପରିବାର ଲୋକେ ଅଭିଯୋଗ କରିଛନ୍ତି। କେନ୍ଦୁଝର ଜିଲା ଘସିପୁରା ଥାନା ଦେଓଗାଁ ପଞ୍ଚାୟତ ଡିହସାହି ଗାଁର ବିପିନ ପରିଡ଼ାଙ୍କୁ…