ବିବାଦ ପରେ ଅଷ୍ଟମ ଶ୍ରେଣୀ ପାଠ୍ୟପୁସ୍ତକରୁ ହଟିଲା ବିବାଦୀୟ ଅଧ୍ୟାୟ ନୂଆଦିଲ୍ଲୀ,୨୬।୨: ଜାତୀୟ ଶୈକ୍ଷିକ ଗବେଷଣା ଏବଂ ତାଲିମ ପରିଷଦ (NCERT) ୮ମ ଶ୍ରେଣୀ ପାଠ୍ୟପୁସ୍ତକରୁ ବିବାଦୀୟ ଅଧ୍ୟାୟକୁ ହଟାଇ ଦେଇଛି। କିନ୍ତୁ ୩୮ଟି କପି ଏହା ପାଇଁ ମୁଣ୍ଡବିନ୍ଧାର କାରଣ ପାଲଟିଛି। ଶିକ୍ଷା ମନ୍ତ୍ରଣାଳୟ ବିକ୍ରି ହୋଇଥିବା ୩୮ଟି ପାଠ୍ୟପୁସ୍ତକକୁ ଫେରାଇ…