ପ୍ଲୁଟୋକୁ ନେଇ ବିବାଦ
ପ୍ଲୁଟୋ ହେଉଛି ସୌରଜଗତର ପାଞ୍ଚଟି ବାମନ ଗ୍ରହ ମଧ୍ୟରୁ ଗୋଟିଏ। ବାସ୍ତବରେ ଆମେରିକୀୟ ଜ୍ୟୋତିର୍ବିଦ କ୍ଲାଇଡ୍ ଟମ୍ବାଓ ଏହାକୁ ୧୯୩୦ ମସିହାରେ ଆବିଷ୍କାର କରିଥିଲେ। ତା’ପରେ ଏହା ଗୋଟିଏ ଗ୍ରହର ମାନ୍ୟତା ପାଇଥିଲା। ସୌରଜଗତର ନବଗ୍ରହ ମଧ୍ୟରେ ଏହା ଶେଷ ଗ୍ରହ…