ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧… ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଜିଲାପାଳ ଭି. କୀର୍ତ୍ତି ଭାସନ ଏବଂ…