ସେବା ସମବାୟ ସମିତିରେ ତାଲା ପକାଇଲେ ଚାଷୀ ଭୋଗରାଇ,୨୫ା୬(ପ୍ରଦୀପ ଦାସ): ସରକାର ଚାଷୀଙ୍କଠାରୁ ଟାର୍ଗେଟ୍ ଅନୁଯାୟୀ ରବିଧାନ କିଣୁ ନ ଥିବାରୁ ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ବାଉଁଶଡିହା ସେବାସମବାୟ ସମିତିର ହଜାର ହଜାର ଧାନ ଚାଷୀ ଜଳେଶ୍ୱର-ଚନ୍ଦନେଶ୍ୱର ୫୭ ନଂ ରାଜ୍ୟ ରାଜପଥ ବାଉଁଶଡିହା ଛକରେ ସକାଳ...