ଜଳିଗଲା ଲକ୍ଷାଧିକ ଟଙ୍କାର ମକା, ସରକାରଙ୍କ ପାଖରେ କ୍ଷତିପୂରଣ ଦାବି କରି… ମୋହନା,୧୦ା୧(ମନ୍ମଥ ମିଶ୍ର): ନିଆଁ ଲାଗି ଲକ୍ଷାଧିକ ଟଙ୍କାର ଶୁଖିଲା ମକା ଜଳିପୋଡ଼ି ପାଉଁଶ ହୋଇଯାଇଛି। ଏଭଳି ଘଟଣା ଘଟିଛି ଗଜପତି ଜିଲା ରା.ଉଦୟଗିରି ଥାନା ଅନ୍ତର୍ଗତ ପରିସଲ ଗ୍ରାମରେ। ଶୁକ୍ରବାର ହଠାତ୍ ନିଆଁ ଲାଗିଥିଲା ମକା ଖଳାରେ। ପରିସଲ ଗ୍ରାମର...