ଆଜି ରାଜ୍ୟରେ ଆଉ ୭ କରୋନା ଆକ୍ରାନ୍ତ ଚିହ୍ନଟ, ୪୫ରେ ପହଞ୍ଚିଲାଣି ଆକ୍ରାନ୍ତଙ୍କ ସଂଖ୍ୟା ଭୁବନେଶ୍ୱର,୮ା୬: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି। ରବିବାର ଆଉ ୭ ନୂଆ କରୋନା ଆକ୍ରାନ୍ତ ଟିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୫ରେ ପହଞ୍ଚିଛି। ଏଥିମଧ୍ୟରୁ ୧୨ ଜଣ ସୁସ୍ଥ ହୋଇଥିବାବେଳେ ୩୩…