ଅରୁଣାଚଳରେ ପ୍ରଥମ ପ୍ରମୁଖ ଭାରତ-ଚାଇନା କୋର କମାଣ୍ଡରସ୍ତରୀୟ ବୈଠକ; ଜାଣନ୍ତୁ କ’ଣ ରହିଛି ଏଜେଣ୍ଡା ନୂଆଦିଲ୍ଲୀ,୬।୯: ଅରୁଣାଚଳ ପ୍ରଦେଶରେ ଭାରତ ଏବଂ ଚାଇନା କୋର କମାଣ୍ଡରମାନଙ୍କ ମଧ୍ୟରେ ଏକ ପ୍ରମୁଖ ସୀମା କର୍ମଚାରୀ ବୈଠକ (BPM) ଅନୁଷ୍ଠିତ ହେବାକୁ ଯାଉଛି। ରବିବାର (ସେପ୍ଟେମ୍ବର 6) ଚାଇନା ସୀମାନ୍ତରେ କିବିଥୁ ନିକଟବର୍ତ୍ତୀ ୱାଚା-ଦମାଇ ବିପିଏମ ପଏଣ୍ଟରେ ଏହି ବୈଠକ…